E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

କରୋନାରେ ଅନାଥ ହୋଇଥିବା ଶିଶୁଙ୍କ ପାଠପଢ଼ା ଖର୍ଚ୍ଚ ଦେବେ ରାଜ୍ୟ ସରକାର
4:39 pmJune 14, 2021

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନାରେ ଅନାଥ ହୋଇଥିବା ପିଲାଙ୍କ ଶିକ୍ଷାଖର୍ଚ୍ଚ ଦେବେ ରାଜ୍ୟ ସରକାର। ଅନାଥ ଶିଶୁ ରାଜ୍ୟ ସରକାରଙ୍କ ଗ୍ରୀନ ପ୍ୟାସେଜ୍‌ ଯୋଜନାରେ ସାମିଲ ହେବେ। ସେମାନଙ୍କ ମେଡିକାଲ ବା ଇଞ୍ଜିନିୟରିଂ ଶିକ୍ଷା ଖର୍ଚ୍ଚ ବି ସରକାର ବହନ କରିବେ। ଏମିତିକି ଘରୋଇ ଶିକ୍ଷାନୁଷ୍ଠାନରେ ପଢୁଥିଲେ ଶିକ୍ଷାନୁଷ୍ଠାନ ଖର୍ଚ୍ଚ ବହନ କରିବେ ସରକାର।

ବର୍ତ୍ତମାନ ସୁଦ୍ଧା କୋଭିଡ୍‌ ଯୋଗୁ ମାତାପିତାଙ୍କୁ ହରାଇଥିବା ୧୨ ଜଣ ପିଲା ଭତ୍ତା ପାଇବା ପାଇଁ ଚିହ୍ନଟ ହୋଇଛନ୍ତି। ମଧୁବାବୁ ଯୋଜନାରେ ଭତ୍ତା ଦେବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜରୁ ୩ ଜଣ ଲେଖାଏ ପିଲା ଭତ୍ତା ପାଇବାକୁ ଥିବା ବେଳେ ଭଦ୍ରକ, ରାୟଗଡ଼ା ଓ ଦେବଗଡ଼ରୁ ୨ ଜଣ ଲେଖାଏ ଭତ୍ତା ପାଇବେ ବୋଲି ଜଣାପଡ଼ିଛି।

ଅନାଥ ଶିଶୁଙ୍କ ବ୍ୟାଙ୍କ ଆକାଉଣ୍ଟ ଖୋଲିବାରେ ସରକାର ସହଯୋଗ କରିବେ। କରୋନାରେ ମା-ବାପାଙ୍କୁ ହରାଇ ଥିବା ଅନାଥ ଶିଶୁଙ୍କୁ ମଧୁବାବୁ ପେନ୍‌ସନ ଯୋଜନାରେ ସାମିଲ କରାଯିବ।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ରାଜ୍ୟରେ ୪ ହଜାର ତଳେ ରହୁଛି ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୫୭୭ ଜଣ...

ପୁରୁଣା ଚେର

ଭୁବନେଶ୍ୱର,୧୫।୬(ବ୍ୟୁରୋ):  ଓଡ଼ିଶାରେ ନକଲି ଔଷଧର କାରବାର ବହୁ ପୁରୁଣା। ୨୦୦୭ ଜୁଲାଇ ୨୦ରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ନକଲି ଔଷଧ କାରଖାନା ଠାବ ହୋଇଥିଲା।...

ଜୁନ୍‌ ଶେଷରେ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଜୁନ୍‌ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏଥିପାଇଁ ଜୋର୍‌ସୋରରେ ମୂଲ୍ୟାୟନ ଚାଲିଛି। ଆସନ୍ତା ୧୭ ତାରିଖରୁ  ନବମ ଓ ଦଶମ ଶ୍ରେଣୀ...

୧୭ ଜିଲାରେ ଆରମ୍ଭ ହେବ ଡିଏଲ୍‌ ଟେଷ୍ଟ୍‌

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନା ସଂକ୍ରମଣ ହାର କମିଥିବାରୁ ରାଜ୍ୟ ସରକାର ୧୭ ଜିଲାରେ ଲକ୍‌ଡାଉନ୍‌ କଟକଣା କୋହଳ କରିଛନ୍ତି। ତେଣୁ ଏହିସବୁ ଜିଲାରେ ଥିବା ଆର୍‌ଟିଓ ପକ୍ଷରୁ...

ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର

ଭୁବନେଶ୍ୱର, ୧୪।୬: ରାଜ୍ୟରେ କେବଳ ସଂକ୍ରମଣ ହାର ସହ କମୁଛି କୋଭିଡ୍‌ ୧୯ ନମୂନାରେ ଭାଇରାଲ ଲୋଡ୍‌। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍‌ଏସ୍‌)...

ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ

ଭୁବନେଶ୍ୱର,୬।୬(ବ୍ୟୁରୋ): ବିକାଶ ନାଁରେ  ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା...

୨୩ ଯାଏ ଝୁଲିଲା ଗ୍ଲୋବାଲ ଟେଣ୍ଡର

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ରୋକିବାକୁ ଟିକା ହିଁ ଏକମାତ୍ର ବିକଳ୍ପ। ତେବେ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ଧିମେଇ ଯାଇଛି। ଦୈନିକ ମାତ୍ର ୫୦ରୁ ୬୦...

ମାସ୍କ କାହିଁ ପଚାରିବାରୁ ପୋଲିସକୁ ଆକ୍ରମଣ

ଉଦଳା,୧୬ା୬: ମାସ୍କ ପିନ୍ଧିବାକୁ ତାଗିଦ୍‌ କରିବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଏସ୍‌ଆଇଙ୍କୁ ଜଣେ ଜେଲ୍‌ ଓ୍ବାର୍ଡର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ
Next Post Next post:
ମ୍ୟାଚ୍‌ର ପ୍ରଥମ ବଲ୍‌ ସାମ୍ନା କରିବାକୁ ଭୟ କରୁଛନ୍ତି ଶୁଭମନ୍‌: ଜାଣନ୍ତୁ କାହିଁକି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts