ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନାରେ ଅନାଥ ହୋଇଥିବା ପିଲାଙ୍କ ଶିକ୍ଷାଖର୍ଚ୍ଚ ଦେବେ ରାଜ୍ୟ ସରକାର। ଅନାଥ ଶିଶୁ ରାଜ୍ୟ ସରକାରଙ୍କ ଗ୍ରୀନ ପ୍ୟାସେଜ୍ ଯୋଜନାରେ ସାମିଲ ହେବେ। ସେମାନଙ୍କ ମେଡିକାଲ ବା ଇଞ୍ଜିନିୟରିଂ ଶିକ୍ଷା ଖର୍ଚ୍ଚ ବି ସରକାର ବହନ କରିବେ। ଏମିତିକି ଘରୋଇ ଶିକ୍ଷାନୁଷ୍ଠାନରେ ପଢୁଥିଲେ ଶିକ୍ଷାନୁଷ୍ଠାନ ଖର୍ଚ୍ଚ ବହନ କରିବେ ସରକାର।
ବର୍ତ୍ତମାନ ସୁଦ୍ଧା କୋଭିଡ୍ ଯୋଗୁ ମାତାପିତାଙ୍କୁ ହରାଇଥିବା ୧୨ ଜଣ ପିଲା ଭତ୍ତା ପାଇବା ପାଇଁ ଚିହ୍ନଟ ହୋଇଛନ୍ତି। ମଧୁବାବୁ ଯୋଜନାରେ ଭତ୍ତା ଦେବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜରୁ ୩ ଜଣ ଲେଖାଏ ପିଲା ଭତ୍ତା ପାଇବାକୁ ଥିବା ବେଳେ ଭଦ୍ରକ, ରାୟଗଡ଼ା ଓ ଦେବଗଡ଼ରୁ ୨ ଜଣ ଲେଖାଏ ଭତ୍ତା ପାଇବେ ବୋଲି ଜଣାପଡ଼ିଛି।
ଅନାଥ ଶିଶୁଙ୍କ ବ୍ୟାଙ୍କ ଆକାଉଣ୍ଟ ଖୋଲିବାରେ ସରକାର ସହଯୋଗ କରିବେ। କରୋନାରେ ମା-ବାପାଙ୍କୁ ହରାଇ ଥିବା ଅନାଥ ଶିଶୁଙ୍କୁ ମଧୁବାବୁ ପେନ୍ସନ ଯୋଜନାରେ ସାମିଲ କରାଯିବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.