ନୂଆଦିଲ୍ଲୀ,୨୨।୬: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ତୃତୀୟ ମୋର୍ଚ୍ଚା ଗଠନକୁ ନେଇ ନିଜ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ୧୫ ଦିନ ମଧ୍ୟରେ ଦୁଇଥର ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାରଙ୍କୁ ଭେଟିବା ପରେ ପ୍ରଶାନ୍ତ କିଶୋର କହିଛନ୍ତି ଯେ, ତୃତୀୟ କିମ୍ବା ଚତୁର୍ଥ ମୋର୍ଚ୍ଚା ଭାଜପାକୁ ଟକ୍କର ଦେଇପାରିବ ନାହିଁ। ବର୍ତ୍ତମାନର ରାଜନୈତିକ ପରିସ୍ଥିତିରେ ତୃତୀୟ ମୋର୍ଚ୍ଚର କୌଣସି ଭୂମିକା ନାହିଁ। ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ସେ ବିରୋଧୀ ମୋର୍ଚ୍ଚାରେ ତାଙ୍କ ଭୂମିକାକୁ ମଧ୍ୟ ଅସ୍ବୀକାର କରିଛନ୍ତି। ସୂଚନାଯୋଗ୍ୟ, ଯେ ପ୍ରଶାନ୍ତ କିଶୋର ଏବଂ ଏନସିପି ମୁଖ୍ୟ ଶରଦ ପାୱାର ଗତ ସୋମବାର ସାକ୍ଷାତ କରିଥିଲେ। ଏହାପୂର୍ବରୁ ଜୁନ ୧୧ରେ ପାୱାରଙ୍କ ମୁମ୍ବାଇ ଘରେ ଦୁହିଁଙ୍କର ସାକ୍ଷାତ ହୋଇଥିଲା। ଏହାପରେ ତୃତୀୟ ମୋର୍ଚ୍ଚା ଗଠନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.