E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଓଡ଼ିଶାର ଏହି ୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ
7:04 pmJune 12, 2021

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଚତୁର୍ଥ ସେରୋ ସର୍ଭେରେ ୬ ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏ ନେଇ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି) ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାସନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ଟି ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡ ସେରୋ ସର୍ଭେ ହେଇଥିଲା, ଚତୁର୍ଥ ରାଉଣ୍ଡରେ ମଧ୍ୟ ସେହି ୭୦ଟି ଜିଲାରେ ସେରୋ ସର୍ଭେ ହେବ। ଏଥିରେ ଓଡ଼ିଶାର ୩ଟି ଜିଲା ସାମିଲ ହୋଇଛି। ସେଗୁଡ଼ିକ ହେଲା ଗଞ୍ଜାମ, ରାୟଗଡ଼ା ଓ କୋରାପୁଟ। ଏନେଇ ଆର୍‌ଏମ୍‌ଆର୍‌ସି ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଥିବା ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ପ୍ରତି ଜିଲାକୁ ୧୦ଟି ଲେଖାଏ କ୍ଲଷ୍ଟର କରାଯାଇ ସେରୋ ସର୍ଭେ କରାଯିବ। ଆସନ୍ତା ୨୨ ତାରିଖରୁ ୨୪ ତାରିଖ ଭିତରେ ସର୍ଭେ ସାରିବାକୁ ଆର୍‌ଏମ୍‌ଆର୍‌ସି ଟାର୍ଗେଟ ରଖିଛି। ରାଜ୍ୟ ସରକାରଙ୍କ ସହଯୋଗରେ ଏହି ନ୍ୟାସନାଲ ସେରୋ ସର୍ଭେ କରାଯିବ।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଟିକାକରଣ କେନ୍ଦ୍ରରେ ପୋଷ୍ଟର ଲଗାକୁ ନେଇ ଜୋର ଧରିଲା ରାଜନୀତି

ଭୁବନେଶ୍ୱର,୨୨।୬(ବ୍ୟୁରୋ):  ରାଜ୍ୟର ବିଭିନ୍ନ ଟିକାକରଣ କେନ୍ଦ୍ରରେ ପୋଷ୍ଟର ଲଗାଯିବାକୁ ନେଇ ଜୋର ଧରିଲା ରାଜନୀତି। ଟିକାକରଣ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋଚିତ୍ରକୁ ବାଦ୍‌ଦେଇ କେବଳ...

କୋଭିଡ୍‌ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା।...

ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଓଲିଉଡର ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରେ ଲାଗିଛି। ସେ ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।...

୭ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍‌ ଗତ ୧ରୁ ୨୩ତାରିଖ...

ସଂକ୍ରମଣ ଖସୁଛି, ସଞ୍ଜୀବନୀ ବଢ଼ୁଛି

ଅନୁଗୋଳ ଅଫିସ, ୧୯ା୬ ଅନୁଗୋଳ ଜିଲାରେ ହଠାତ୍‌ ବଢ଼ିଯାଇଥିଲା କରୋନା ସଂକ୍ରମଣ। ପ୍ରଶାସନର ପୂର୍ବ ପ୍ରସ୍ତୁତି ସତ୍ତ୍ୱେ ନିୟନ୍ତ୍ରଣରେ ନ ଥିଲା ପରିସ୍ଥିତି। ଏପରି କି...

ମ୍ୟାଲେରିଆ ଶୂନ୍ୟ ହେବ ଓଡ଼ିଶା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଓଡ଼ିଶା ମ୍ୟାଲେରିଆ ଶୂନ୍ୟ ରାଜ୍ୟ ଭାବେ ଅଗ୍ରସର ହେବା ଆରମ୍ଭ କରିଛି । ୨୦୧୬ରୁ ୨୦୧୯ ମଧ୍ୟରେ ରାଜ୍ୟରେ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟାରେ ୯୦...

ଜ୍ୱାଇଁଙ୍କ ମୁଣ୍ଡ କାଟି ଦେଇଥିଲେ ଶ୍ୱଶୁର

ସୋରଡା,୨୬ା୬: ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ନୂଆଁଗଡ଼ ନିକଟ ନଦୀପଠାରୁ ପୋଲିସ ଗତ ମଙ୍ଗଳବାର ଭଗିଆ ବେହେରାଙ୍କ ମୁଣ୍ଡବିହୀନ ମୃତଦେହ ଜବତ କରିଥିଲା। ପୋଲିସ ଭଗିଆ...

ଦାୟିତ୍ୱ ଗ୍ରହଣ କଲେ ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ

ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଇନ୍ଦ୍ରମଣି ତ୍ରିପାଠୀ ଗୁରୁବାର ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କିନ୍ନରଙ୍କୁ ମିଳିବ ଓଡ଼ିଶା ପୋଲିସରେ ନିଯୁକ୍ତି
Next Post Next post:
ଆଉ ୧୦ ଦିନ ପରେ ହୋଇଥାନ୍ତା ବାହାଘର: କରୋନା ନେଇଗଲା ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts