E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ମୟୂରଭଞ୍ଜ

ପିପିଇ କିଟ୍‌ ପିନ୍ଧି କୋଭିଡ୍‌ ହସ୍ପିଟାଲରେ ରୋଗୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ
3:43 pmJune 2, 2021

ବାରିପଦା ଅଫିସ,୨।୬: ମୟୂରଭଞ୍ଜ ଜିଲା ବାଙ୍କିଶୋଳସ୍ଥିତ ଏକ କୋଭିଡ ହସ୍ପିଟାଲରେ ବ୍ୟାପକ ଅବ୍ୟବସ୍ଥା ନେଇ ଫଟୋ ଓ ଭିଡିଓ ଭାଇରାଲ ହୋଇଥିଲା। ଏ ନେଇ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ହସ୍ପିଟାଲ ପରିଦର୍ଶନରେ ଯାଇଥିଲେ। ସେ ପିପିଇ କିଟ୍‌ ପିନ୍ଧି କୋଭିଡ୍‌ ହସ୍ପିଟାଲରେ ରୋଗୀଙ୍କୁ ଭେଟି ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀଙ୍କ ସହିତ ଆଲୋଚନା କରିଥିଲେ। ମନ୍ତ୍ରୀ ଷଡ଼ଙ୍ଗୀଙ୍କ ସହିତ ବିଧାୟକ ବୁଡ଼ାନ ମୁର୍ମୁ ଓ ପ୍ରକାଶ ସୋରେନ ମଧ୍ୟ ପିପିଇ କିଟ ପିନ୍ଧି କୋଭିଡ ଆକ୍ରାନ୍ତମାନଙ୍କୁ ଭେଟିଥିଲେ। ପରେ ମନ୍ତ୍ରୀ ଷଡ଼ଙ୍ଗୀ କହିଥିଲେ, ଫଟୋ ଓ ଭିଡିଓ ଭାଇରାଲ ଘଟଣାରେ ଜିଲାପାଳ ଯେଉଁ ତଦନ୍ତ କରିଛନ୍ତି, ତାକୁ ମୁଁ ପୂର୍ଣ୍ଣାଙ୍ଗ ତଦନ୍ତ ବୋଲି ମାନି ପାରୁନାହିଁ। ଏଣୁ ଏହାକୁ ଆଉ ଟିକେ ଗଭୀରତାର ସହ ତଦନ୍ତ କରିବାକୁ କହିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ମୟୂରଭଞ୍ଜ View All

ମାଣ୍ଡୁକା ପାହାଡ଼ରେ ବେଆଇନ ଖନନ

ଚଣ୍ଡିଖୋଲ,୨୧ା୬(ଡି.ଏନ.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ମାଣ୍ଡୁକା ପାହାଡ଼ରେ ଗତ କିଛିଦିନ ଧରି ମୋରମ ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି। ବେଆଇନ୍‌ ଭାବେ ଏହି...

କ୍ୟାଡର ମାଓବାଦୀ ନିହତ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଡିଜିପି

ବରଗଡ଼ ଅଫିସ,୧୧ା୬: ବରଗଡ଼ ଜିଲା ପଦ୍ମପୁରରେ ଜଣେ ସିନିୟର କ୍ୟାଡର ମାଓବାଦୀ ଶୁକ୍ରବାର ନିହତ ହୋଇଥିବା ଜଣାପଡ଼ିଛି। ପୋଲିସ ମାଓବାଦୀ ଗୁଳି ବିନିମୟରେ ଏହି କ୍ୟାଡର...

ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି।...

ମଣ୍ଡିକୁ ଧାନ ଆସି ଫେରିଲା

ଯାଜପୁର ଅଫିସ,୯ା୬:ଯାଜପୁର ଜିଲାରେ ଗତ ୨୧ ତାରିଖରୁ ରବି ଧାନ କିଣା ଆରମ୍ଭ ହୋଇଛି। ହେଲେ ଏହି କାରବାରରେ ବ୍ୟାପକ ଅନିୟମିତତା ଦେଖାଦେଇଛି। ଟୋକନ ମିଳିଛି,...

ଗଞ୍ଜାମର ୧୦ ବ୍ଲକରେ ଆଜି ଟିକାକରଣ ବନ୍ଦ

ଛତ୍ରପୁର,୨୪ା୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ଗତ ୩ ଦିନ ହେଲା ମେଗା କରୋନା ଟିକାକାରଣ ଚାଲିଥିଲା। ତେବେ ଟିକା ଅଭାବ ଯୋଗୁ ଜିଲାର ୨୨ ବ୍ଲକ ମଧ୍ୟରୁ...

ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ

କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍‌ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର...

ନକଲି ଡାକ୍ତରଙ୍କ ଚିକିତ୍ସାରେ ୨ ମୃତ୍ୟୁ ଅଭିଯୋଗ

ମହାକାଳପଡ଼ା,୪।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ସୁନୀତି ପଞ୍ଚାୟତ ଓ କେବୀ ଦାଣ୍ଡୁଆ ପଞ୍ଚାୟତ...

‘ନିର୍ଭୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ ଲଞ୍ଚ୍‌ ପ୍ୟାଡ୍‌ରୁ ଗୁରୁବାର ପୂର୍ବାହ୍ନ ୧୦ଟା ୪୩ ମିନିଟ୍‌ରେ ଦୂରଗାମୀ ସବ୍‌ସୋନିକ କ୍ରୁଜ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାଇବୋହୂଙ୍କୁ ହତ୍ୟା ଧମକ: ଜେଲ୍‌ ଗଲେ ଦେଢ଼ଶୁର
Next Post Next post:
ସିବିଏସ୍‌ଇ ପରେ ଏହି ରାଜ୍ୟ ବାତିଲ କଲା ଦ୍ୱାଦଶ ପରୀକ୍ଷା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts