E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଟିକା ଯୋଗୁ ଜଣାପଡୁନି ଡେଲଟା ପ୍ଲସ୍‌ ଆକ୍ରାନ୍ତଙ୍କ ଲକ୍ଷଣ
7:42 pmJune 26, 2021June 27, 2021

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ସାରା ଦେଶରେ ଏବେ ଡେଲଟା ପ୍ଲସ୍‌ ଭାରିଆଣ୍ଟକୁ ନେଇ ଚିନ୍ତା ଲାଗି ରହିଛି। ଓଡ଼ିଶାର ଜଣେ ଏହି ଭ୍ୟାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯିବା ପରେ ରାଜ୍ୟବାସୀଙ୍କ ମନରେ ଛନକା ପଶିଲାଣି। ତେବେ ସେ ଟିକାର ପ୍ରଥମ ଡୋଜ୍‌ ନେଇଥିଲେ। ଏହି କାରଣରୁ ତାଙ୍କଠାରେ ଡେଲଟା ପ୍ଲସ୍‌ ଭାରିଆଣ୍ଟର କୌଣସି ଲକ୍ଷଣ ଦେଖାଯାଉ ନ ଥିଲା। ଏହା ଦର୍ଶାଉଛି ଡେଲଟା ପ୍ଲସ୍‌ ଭାରିଆଣ୍ଟ ଉପରେ ଟିକା କାମ ଦେଉଛି। ଏହା କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର।

ବର୍ତ୍ତମାନ ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ତେବେ ତାଙ୍କ ସ୍ବସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଏପିଡେମିଓଲୋଜି ଟିମ୍‌ ଦେବଗଡ଼ ଗସ୍ତ କରିଛି। ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା କେମିତି ରହିଛି, ସେ କାହା ସାଙ୍ଗରେ ମିଶିଥିଲେ, ସେମାନେ ସଂକ୍ରମିତ ହେଇଛନ୍ତି କି ନାହିଁ, ସେମାନଙ୍କର ସ୍ବାସ୍ଥ୍ୟବସ୍ଥା କେମିତି ରହିଛି, ସେମାନେ ସମସ୍ତେ ଟିକା ନେଇଛନ୍ତି କି ନାହିଁ ସେ ନେଇ ଯାଞ୍ଚ କରାଯିବ।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

୪ ଜିଲାରେ ହେବ ଅଣଧାନ ଫସଲ

ଭୁବନେଶ୍ୱର, ୧ା୬(ବ୍ୟୁରୋ): ଚଳିତ ଖରିଫ୍‌ରେ ରାଜ୍ୟର ମୋଟ ୧୨ ହଜାର ୨୦୭ ହେକ୍ଟର ଚାଷଜମିରେ ଫସଲର ବିବିଧୀକରଣର ଏକ ପାଇଲଟ୍‌ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏହାକୁ...

ମାର୍କରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା: ଜୁଲାଇ ୫ରୁ ଫର୍ମ ଫିଲଅପ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ): ବିନା ପରୀକ୍ଷାରେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ କରୋନା କଟକଣା ଯୋଗୁ ବିକଳ୍ପ ଉପାୟରେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ...

ପ୍ଲଟ୍‌ ଦେବା ନାଁରେ ୧୫ ଲକ୍ଷ ଠକେଇ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଜଣେ ବ୍ୟକ୍ତିଙ୍କୁ ଏକ ବିଲ୍ଡର ସଂସ୍ଥା ପ୍ଲଟ ଦେବାକୁ କହି ୧୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ଠକେଇ କରିଛି। ଠକେଇ ଅଭିଯୋଗର ଦୀର୍ଘ ୪...

ପୁରୀ ବ୍ୟତୀତ ଆଉ କୌଣସି ସ୍ଥାନରେ ହେବ ନାହିଁ ରଥଯାତ୍ରା: ହାଇକୋର୍ଟ

କଟକ ଅଫିସ,୨୩ା୬: ରାଜ୍ୟରେ କେବଳ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ ବୋଲି ପିଟିଶନକୁ ଖାରଜ କରିଛନ୍ତି...

୧୬ରୁ ଖୋଲିବ ଐତିହ୍ୟସ୍ଥଳୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ରାଜ୍ୟର ଐତିହ୍ୟସ୍ଥଳୀ ଖୋଲିବ। ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ଐତିହ୍ୟସ୍ଥଳୀ ଖୋଲିବ। ଏନେଇ ଏଏସ୍‌ଆଇ ପକ୍ଷରୁ ବିଜ୍ଞାପ୍ତି ପ୍ରକାଶ ପାଇଛି।...

ଘରେ ପଶି ନାବାଳିକାଙ୍କୁ ବଳାତ୍କାର

ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ...

ଭଉଁରି ଯାତ୍ରାରେ ନିୟୋଜିତ ହେବେ ୫ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ, ୩।୬: ଅକ୍ଷୟତୃତୀୟାଠାରୁ ମହାପ୍ରଭୁଙ୍କ ଆରମ୍ଭ ହୋଇଥିବା ବାହାର ଚନ୍ଦନ ଯାତ୍ରାର ବିଂଶତମ ଦିବସକୁ ଭଉଁରି ଯାତ୍ରା କୁହାଯାଏ। ଶ୍ରୀମନ୍ଦିର ସ୍ବତ୍ୱଲିପି ଏବଂ ରଥସଂହିତା...

ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌

ଯାଜପୁର ଅଫିସ, ୧ା୬: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍‌ ସୋମବାର ଅପରାହ୍ନ ପ୍ରାୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିମ୍‌ ଇଣ୍ଡିଆରେ ହୋଇପାରେ ଏସବୁ ପରିବର୍ତ୍ତନ
Next Post Next post:
ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts