୮୦ ଦଶକରେ ଫିଲ୍ମକୁ ଦର୍ଶକ ବହୁତ ପସନ୍ଦ କରୁଥିଲେ। ସେହି ସମୟରେ ଏପରି ଅନେକ ଫିଲ୍ମ ଥିଲା ଯେଉଁଥିରେ ଅଭିନେତା ନୁହନ୍ତି ବରଂ ଅଭିନେତ୍ରୀ ଲିଡ୍ ରୋଲ ନେଉଥିଲେ। ଏଥି ସହିତ, ଚଳଚ୍ଚିତ୍ରରେ ଭିଲେନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଥିଲା। ଏହି ଅବଧିରେ ନିର୍ଦ୍ଦେଶକ ଅଶୋକ ଦେବ ମଧ୍ୟ ଅନେକ ଫିଲ୍ମ ନିର୍ମାଣ କରିଥିଲେ। ସେଥି ମଧ୍ୟରୁ ଫିଲ୍ମ ଥିଲା ‘ଡାକୁ ହସିନା’ ଅନ୍ୟତମ। ଏହି ଫିଲ୍ମରେ ଅଭିନେତ୍ରୀ ଜିନତ ଅମାନଙ୍କ ବ୍ୟତୀତ ରଜନୀକାନ୍ତ ଏବଂ ରାଜ୍ ମୁରଦ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଥିଲେ।
ଏହି ଫିଲ୍ମରେ ଯେତେବେଳେ ରାଜ୍ ମୁରଦଙ୍କୁ ଜିନତଙ୍କ ସହିତ ଏକ ବଳାତ୍କାର ସିନ୍ ଶୁଟିଂ କରିବାକୁ କୁହାଯାଇଥିଲା ସେତେବେଳେ ସେ ପଛକୁ ଫେରି ଯାଇଥିଲେ। କାରଣ ତାଙ୍କ ମନରେ କେବଳ ଗୋଟିଏ କଥା ଥିଲା ଯେ, ଜିନତ ସମ୍ପର୍କରେ ତାଙ୍କ ଭଉଣୀ ହେବେ।
ଫିଲ୍ମର ନିର୍ଦ୍ଦେଶକ ଅଶୋକ ତାଙ୍କୁ ମନାଇବା ପାଇଁ ବହୁତ ଚେଷ୍ଟା କରିଥିଲେ। କିନ୍ତୁ ସେ କହୁଥିଲେ ଯେ, ସେ କିପରି ତାଙ୍କ ଭଉଣୀ ସହିତ ବଳାତ୍କାର ଦୃଶ୍ୟ ଶୁଟିଂ କରିପାରିବେ। ବହୁ ମନାଇବା ପରେ ମଧ୍ୟ ଯେତେବେଳେ ମୁରଦ ରାଜି ହୋଇ ନ ଥିଲେ, ଜିନତ ତାଙ୍କ ସହ କଥା ହୋଇଥିଲେ । ତାଙ୍କୁ କହିଥିଲେ ଆମକୁ କାମ ଦେଖିବା ଉଚିତ ସମ୍ପର୍କ ନୁହେଁ ପରେ ରାଜି ହୋଇଥିଲେ।
ଏହି ଅଭିନେତ୍ରୀଙ୍କ ସହ ବଳାତ୍କାର ସିନ୍ ଶୁଟିଂ କରିବାକୁ ସିଧାସିଧା ମନା କରିଦେଇଥିଲେ ଖଳନାୟକ, କାରଣ ଜାଣିଲେ
ଜାମିନ୍ରେ ମୁକୁଳି କରନ୍ଙ୍କ ପାଲଟା ଅଭିଯୋଗ: ମୋତେ ଫସାଇବା ପାଇଁ ସ୍ତ୍ରୀ ନିଜେ କାନ୍ଥରେ ନିଜ ମୁଣ୍ଡ ପିଟିଥିଲେ, ପରିବାରକୁ…
ବମ୍ବେ: ବିବାହର ୯ ବର୍ଷ ପରେ ସମ୍ପର୍କରେ ଫାଟ ନେଇ ନାନାଦି ଚର୍ଚ୍ଚା ପରେ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି କଥା। ଆମେ କଥା...
ସୁଶାନ୍ତ ସିଂ ରାଜପୁତଙ୍କ ଶ୍ରାଦ୍ଧ ବାର୍ଷିକୀ ପୂର୍ବରୁ ଭାବପ୍ରବଣ ହେଲେ ଅଙ୍କିତା
ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଏବଂ ସ୍ବର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। ଅଙ୍କିତା ସୁଶାନ୍ତଙ୍କ ପ୍ରତି ତାଙ୍କ ପ୍ରେମ ବ୍ୟକ୍ତ...
୧୫ ବର୍ଷ ବଡ଼ ଅଭିନେତାଙ୍କୁ ପ୍ରେମରେ ପଡିଥିଲେ ଡିମ୍ପଲ୍; ବିବାହ ପରେ ମାନି ନଥିଲେ ଏହି ସର୍ତ୍ତ
ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ଡିମ୍ପଲ କାପାଡିଆ ଆଜି ୬୪ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୮ ଜୁନ ୧୯୫୭ରେ ଏକ ଧନୀ ପରିବାରରେ ଜନ୍ମଗ୍ରହଣ କରିଥିଲେ।...
ଶୁଟିଂ ସେଟ୍ରେ ଏହି ଅଭିନେତ୍ରୀଙ୍କ ହାତରେ ଛେପ ପକାଇଥିଲେ ଅମିର, ଆଉ ତା’ ପରେ
୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଦିଲ’ ଦର୍ଶକଙ୍କ ହୃଦୟ ଜିତିଥିଲା। ଏହି ଫିଲ୍ମରେ ଅମିର ଖାନ ଏବଂ ମାଧୁରୀ ଦୀକ୍ଷିତଙ୍କ କେମେଷ୍ଟ୍ରିକୁ ନେଇ ଚର୍ଚ୍ଚା...
ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…
ମୁମ୍ବାଇ,୬।୬: ବଲିଉଡ୍ ଅଭିନେତା ଦିଲ୍ଲୀପ୍ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ...
ନିର୍ବନ୍ଧ ପରେ ବି ଏହି ବ୍ୟକ୍ତିଙ୍କ ପାଇଁ କରିଶ୍ମା-ଅଭିଷେକଙ୍କ ଭାଙ୍ଗିଯାଇଥିଲା ସମ୍ପର୍କ
ମୁମ୍ବାଇ: ବଲିଉଡ୍ ଇଣ୍ଡଷ୍ଟ୍ରିର ସେଲିବ୍ରିଟିଙ୍କ ପ୍ରୋଫେସନାଲ ହେଉ କି ପର୍ସନାଲ ଲାଇଫ୍ ବିଷୟରେ ଜାଣିବା ପାଇଁ ସମସ୍ତେ ଉତ୍ସୁକ ରହିଥାନ୍ତି। ବଲିଉଡ୍ରେ ଏଭଳି କିଛି ସେଲିବ୍ରିଟି...
ସତ ହେଲା ନିଶାଙ୍କ କଥା! ଏହି ଯୁବତୀଙ୍କ ପ୍ରେମରେ ପଡ଼ିଛନ୍ତି କରନ୍; ରୋମାଣ୍ଟିକ୍ ଚାଟ୍ ଭାଇରାଲ
ବମ୍ବେ: ନିକଟରେ ଅଭିନେତା କରନ୍ ମେହେରା ଗିରଫ ହେବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ତାଙ୍କ ବିରୋଧରେ ଘରୋଇ ହିଂସାର ଅଭିଯୋଗ...
ବଡ଼ ଘରେ ଜନ୍ମ ହୋଇ ସୁଦ୍ଧା ହୋଟେଲରେ ଓ୍ବେଟର ଭାବେ କାମ କରିଥିଲେ ଏହି ଅଭିନେତ୍ରୀ , ଜାଣନ୍ତୁ କାହିଁକି
ବଡ ପରିବାରରେ ଜନ୍ମ ହେବା ପରେ ମଧ୍ୟ ଏପରି ଅନେକ କଳାକାର ଅଛନ୍ତି ଯେଉଁମାନେ ଫିଲ୍ମରେ ପ୍ରବେଶ କରିବା ପୂର୍ବରୁ କାମ କରିଥିଲେ। ସେହି ଅଭିନେତ୍ରୀ...


