E-Paper
  • logo
  • Wednesday 23rd September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ଅନ୍‌ଲକ୍‌ ପାଇଁ ଫିଟୁଛି ବାଟ: ଗଞ୍ଜାମରେ ୫୦୦ ତଳେ କରୋନା ଆକ୍ଟିଭ କେସ୍‌
3:48 pmJune 12, 2021

ଛତ୍ରପୁର,୧୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମ୍‌ ହେବାରେ ଲାଗିଛି। ଏବେ ଗଞ୍ଜାମ ଗ୍ରୀନ୍‌ ଜୋନ୍‌ରେ ରହିଛି। ଜିଲାରେ ଏବେ ୫୦୦ ତଳେ କରୋନା ଆକ୍ଟିଭ୍‌ କେସ ରହିଛି। ଫଳରେ ଗଞ୍ଜାମ ଅନ୍‌ଲକ୍‌ ହେବାର ସମ୍ଭାବନା ଦେଖାଦେଇଛି। ୫% କେସ୍‌ ରହିଲେ ଅନ୍‌ଲକ୍‌ ହୋଇପାରିବାର ନିୟମ ରହିଛି। ବର୍ତ୍ତମାନ ଜିଲାରେ ୪୯୨ ଆକ୍ଟିଭ କେସ ଅଛିି। ସନ୍ଧ୍ୟାରେ ସୁସ୍ଥଙ୍କ ସମ୍ପର୍କରେ ରିପୋର୍ଟ ଆସିଲେ କରୋନା ଆକ୍ଟିଭ ସଂଖ୍ୟା ଆହୁରି କମିବ ବୋଲି ଜଣାପଡିଛି। ଜିଲାରେ ଦୈନିକ ୧୦୦ରୁ ଊର୍ଦ୍ଧ୍ୱ କରୋନାରୁ ସୁସ୍ଥ ହେଉଛନ୍ତି। ଶନିବାର ଜିଲାରେ ଆଉ ୪୦ ଜଣ ସଂକ୍ରମିତ ହୋଇଛନ୍ତି। ତେବେ ଦୈନିକ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦ ତଳେ ରହୁଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ଦୋକାନୀଙ୍କୁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ

ଜି.ଉଦୟଗିରି,୧୧ା୬: କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ଜି.ଉଦୟଗିର ପ୍ରଶାସନ ପକ୍ଷରୁ ଗତ ସପ୍ତାହରେ ବ୍ୟବସାୟୀମାନଙ୍କୁ କୋଭିଡ୍‌ ପରୀକ୍ଷା କରିବାକୁ ବାରମ୍ବାର କୁହାଯାଇଛି। ହେଲେ...

ବିପଦରେ ଚିଲିକା, ସୌନ୍ଦର୍ଯ୍ୟ କମୁଛି

ଛତ୍ରପୁର,୮।୬(ଡି.ଏନ୍‌.ଏ.): ଚିଲିକାରେ ବେଆଇନ ଚିଙ୍ଗୁଡ଼ି ଘେରି ଓ ଚିଙ୍ଗୁଡ଼ି ଚାଷ ଲାଗି ହ୍ରଦର ସୌନ୍ଦର୍ଯ୍ୟ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଏଥିନେଇ ଏହାକୁ ଉଚ୍ଛେଦ...

ରାଜପଥରେ ଓଲଟିଲା କାର

ରୂପସା,୧୫।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୬୦ ନଂ. ଜାତୀୟ ରାଜପଥର ହଳଦୀପଦା ବାଇପାସଠାରେ ମଙ୍ଗଳବାର ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟିପଡିଛି । ଫଳରେ କାର ଡ୍ରାଇଭର...

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ...

ମହାକାଶ ଯିବ ଓଡ଼ିଆ ଛାତ୍ରଙ୍କ ପ୍ରକଳ୍ପ

ସୁନାବେଡ଼ା ,୨୦ା୬(ସ୍ବ.ପ୍ର.): ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଆସନ୍ତା ୨୪ ତାରିଖରେ ଏସ୍‌ଆର୍‌-୭ ରକେଟ୍‌ ଉତ୍‌କ୍ଷେପଣ କରାଯିବ। ଉକ୍ତ ମିଶନରେ ବ୍ୟବହୃତ ବିଭିନ୍ନ...

ପଥର ମାଫିଆଙ୍କୁ ସୁହାଉଛି ଲକ୍‌ଡାଉନ୍‌

ଖୋର୍ଦ୍ଧା ଅଫିସ,୨ା୬: ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣ ଲାଗି ଲକ୍‌ଡାଉନ ଓ ଶଟ୍‌ଡାଉନ ଜାରି ରହିଛି। ଏହି ସମୟରେ ପଥର ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି।...

ଘାଟିରେ ଓଲଟିଲା ଅଟୋ, ଜଣେ ଶ୍ରମିକଙ୍କ ଜୀବନ ଗଲା; ୧୨ ଗୁରୁତର

ପାରଳାଖେମୁଣ୍ଡି,୧୬ା୬(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ ଥାନା ଅଧିନସ୍ଥ ରାଶିବାଡ଼ ଘାଟିରେ ଏକ ଡାଲା ଅଟୋ ଓଲଟି ପଡ଼ିଥିବା ଜଣାପଡ଼ିଛି। ଫଳରେ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ...

ବଜ୍ରପାତରେ ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ

ମହାକାଳପଡା,୨।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକର ମହାନଦୀର ବରଜ ବାହାକୁଦଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ଧରୁଥିବା ବେଳେ ବ୍ରଜପାତ ଘଟିବାରୁ ଜଣେ ମତ୍ସ୍ୟଜୀବୀଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବଡ଼ ଅଘଟଣ: ପ୍ରବଳ ବର୍ଷାରେ ୪ ଭାସିଗଲେ
Next Post Next post:
କରୋନାଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ଗଞ୍ଜାମରୁ ୩ ଜଣଙ୍କ ନେଲା ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts