ଛତ୍ରପୁର,୧୨ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମ୍ ହେବାରେ ଲାଗିଛି। ଏବେ ଗଞ୍ଜାମ ଗ୍ରୀନ୍ ଜୋନ୍ରେ ରହିଛି। ଜିଲାରେ ଏବେ ୫୦୦ ତଳେ କରୋନା ଆକ୍ଟିଭ୍ କେସ ରହିଛି। ଫଳରେ ଗଞ୍ଜାମ ଅନ୍ଲକ୍ ହେବାର ସମ୍ଭାବନା ଦେଖାଦେଇଛି। ୫% କେସ୍ ରହିଲେ ଅନ୍ଲକ୍ ହୋଇପାରିବାର ନିୟମ ରହିଛି। ବର୍ତ୍ତମାନ ଜିଲାରେ ୪୯୨ ଆକ୍ଟିଭ କେସ ଅଛିି। ସନ୍ଧ୍ୟାରେ ସୁସ୍ଥଙ୍କ ସମ୍ପର୍କରେ ରିପୋର୍ଟ ଆସିଲେ କରୋନା ଆକ୍ଟିଭ ସଂଖ୍ୟା ଆହୁରି କମିବ ବୋଲି ଜଣାପଡିଛି। ଜିଲାରେ ଦୈନିକ ୧୦୦ରୁ ଊର୍ଦ୍ଧ୍ୱ କରୋନାରୁ ସୁସ୍ଥ ହେଉଛନ୍ତି। ଶନିବାର ଜିଲାରେ ଆଉ ୪୦ ଜଣ ସଂକ୍ରମିତ ହୋଇଛନ୍ତି। ତେବେ ଦୈନିକ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦ ତଳେ ରହୁଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.