ପୁରୀ ଅଫିସ,୩ା୬: ଆଜି ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଉଭଁରୀ ଯାତ୍ରା। ଏହି ଅବସରରେ ପରମ୍ପରା ଅନୁଯାୟୀ ରଥଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି। ମହାପ୍ରଭୁଙ୍କ ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ ହୋଇଛି। ଆଜି ଶ୍ରୀଜିଉଙ୍କ ସକାଳ ଧୂପ ସରିବା ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡାମାନେ ମହାପ୍ରଭୁଙ୍କ ଆଜ୍ଞା ମାଳ ରଥଖଳାକୁ ବିଜେ କରାଇଥିଲେ। ପରେ ଭୋଇ ସେବକମାନେ ତିନି ରଥର ଦୁଇଟି ଲେଖାଏ ଚକରେ ଗୋଟିଏ ଲେଖାଏ ଅଖ ସଂଯୋଗ କରିଥିଲେ।
Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All
ସୁକିନ୍ଦା ତହସିଲଦାର ନିଲମ୍ବିତ: କରୋନା ନିୟମ ଉଲ୍ଲଂଘନ ଅଭିଯୋଗ
ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍ବୁଲ୍ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର...
ନକଲି ଔଷଧ ଧରିବ ଏସ୍ଟିଏଫ୍
ଭୁବନେଶ୍ୱର,୧୬।୬(ବ୍ୟୁରୋ): କରୋନା ମହାମାରୀ ଭଳି ଘଡ଼ିସନ୍ଧି ସମୟରେ ରାଜ୍ୟରେ ନକଲି ଔଷଧ କାରବାର ଚାଲିଛି। ଏହାକୁ ଗୁରୁତ୍ୱର ସହ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...
ଚାଷ ଜମିରେ ମାଡୁଛି ଲୁଣାପାଣି
ରାଜନଗର, ୧୧।୬(ଡି.ଏନ୍.ଏ.): ୩ ବର୍ଷ ହେଲା ସ୍ଲୁଇସ୍ ନିର୍ମାଣ ସରିଲାଣି। ମାତ୍ର ଆଜିଯାଏ ସ୍ଲୁଇସ୍ରେ ଗେଟ ଲାଗିନି। ନଦୀରେ ଜୁଆର ସମୟରେ ଲୁଣାପାଣି ଭେଡା ଭିତରକୁ...
ଦେହରେ କିରୋସିନି ଢାଳି କର୍ମଚାରୀଙ୍କ ଆତ୍ମାହୂତି ଉଦ୍ୟମ
ବାସୁଦେବପୁର,୨୬ା୬(ଡି.ଏନ୍.ଏ.): ଦୀର୍ଘ ୫ ବର୍ଷ ଧରି ଦରମା ମିଳି ନ ଥିବାରୁ ଜଳ ସେଚନ ବିଭାଗର ଜଣେ ଠିକା କର୍ମଚାରୀ ଶନିବାର ଆତ୍ମାହୂତି ଉଦ୍ୟମ କରିଛନ୍ତି।...
୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ
ଭୁବନେଶ୍ୱର,୩।୬(ବ୍ୟୁରୋ): ଆସନ୍ତା ଜୁନ୍ ୧୧ରେ ଉତ୍ତର-ପୂର୍ବ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅବପାତରେ ପରିଣତ ହୋଇ...
୧୭ ଯାଏ ଓଏଚ୍ଆର୍ସିକୁ ସର୍ବସାଧାରଣ ପ୍ରବେଶ ମନା
ଭୁବନେଶ୍ୱର, ୧ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଓଡିଶା ମାନବାଧିକାର କମିଶନ(ଓଏଚ୍ଆର୍ସି)ଙ୍କ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କ ପ୍ରବେଶକୁ ବନ୍ଦ କରାଯାଇଛି।...
ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି
ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି...
କ୍ୟାନ୍ସର ରୋଗୀଙ୍କୁ ମିଳୁନି କେମୋଥେରାପି
ବରଗଡ଼ ଅଫିସ୍,୨୧।୬: ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ସ୍ଥାନୀୟ କ୍ୟାନ୍ସର ରୋଗୀଙ୍କୁ ମିଳୁଥିବା କେମୋଥେରାପି ଚିକିତ୍ସା ଏବେ ବନ୍ଦ ରହିଛି। ଫଳରେ ଜନସାଧାରଣରେ ପୁଣି ଅସନ୍ତୋଷ...


