E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ସ୍ବାମୀଙ୍କଠାରୁ ଏତିକି ଲମ୍ବା ସ୍ତ୍ରୀ, ସୃଷ୍ଟି କଲେ ଓ୍ବାଲର୍‌ଡ ରେକର୍ଡ
11:29 amJune 25, 2021June 27, 2021

କୁହାଯାଏ, ଉପରବାଲା ଯୋଡ଼ି ବନେଇଥାନ୍ତି। ଏହି ଉକ୍ତିର ସତ୍ୟତା ଦେଖିବାକୁ ମିଳିଛି ବ୍ରିଟେନରେ । ଜେମ୍ସ ଏବଂ କ୍ଲୋଇଙ୍କ ଯୋଡ଼ି ଭଗବାନ ତିଆରି କରିଛନ୍ତି। ଯାହକି ସ୍ବତନ୍ତ୍ର ଅଟେ। ସ୍ତ୍ରୀ ଏବଂ ସ୍ବାମୀଙ୍କ ମଧ୍ୟରେ ଉଚ୍ଚତା ମଧ୍ୟରେ ଅନେକ ପ୍ରଭେଦ। ତଥାପି ଦୁହେଁ ଦୁହିଁଙ୍କୁ ବହୁତ ଭଲ ପାଆନ୍ତି। ଏହି ଉଚ୍ଚତାକୁ ନେଇ କେବେ ମନ ଦୁଃଖ ହୁଏ ନାହିଁ ସ୍ବାମୀ ଜେମ୍ସଙ୍କର। କ୍ଲୋଇ ଜେମ୍ସଙ୍କଠାରୁ ଏତେ ଉଚ୍ଚା ଯେ ଗିନିଜ୍‌ ବୁକ୍‌ ଅଫ୍‌ ଓ୍ବାଲର୍‌ଡ ରେକର୍ଡରେ ନାଁ କରିଛନ୍ତି।

ଜେମ୍ସଙ୍କ ଉଚ୍ଚତା ୩ ଫୁଟ ୭ ଇଞ୍ଚ ହୋଇଥିବା ବେଳେ କ୍ଲୋଇଙ୍କ ଉଚ୍ଚତା ୫ ଫୁଟ ୫ ଇଞ୍ଚ। ୩୩ ବର୍ଷୀୟ ଜେମ୍ସ ଜଣେ ଅଭିନେତା ହୋଇଥିବା ବେଳେ ତାଙ୍କ ସ୍ତ୍ରୀ କ୍ଲୋଇ ଜଣେ ଶିକ୍ଷୟିତ୍ରୀ। ଦୁଇଜଣଙ୍କ ସାକ୍ଷାତ ପ୍ରଥମେ ୨୦୧୨ରେ ଏକ ସ୍ଥାନୀୟ ପବ୍‌ରେ ହୋଇଥିଲା। ସେହିଦିନଠାରୁ ଦୁହିଁଙ୍କ ସମ୍ପର୍କ ବଢ଼ିଥିଲା। ମାତ୍ର ବାହା ହେବା ପାଇଁ କହିବାକୁ ଭୟ କରୁଥିଲେ ଜେମ୍ସ। ୨୦୧୩ ଡିସେମ୍ବରରେ ଉଭୟେ ମନ ଖୋଲି କଥା ହୋଇଥିଲେ। ଜେମ୍ସ କ୍ଲୋଇଙ୍କୁ ବିବାହ ପ୍ରସ୍ତାବ ଦେବାରୁ ଏଥିରେ ହଁ ଭରିଥିଲେ କ୍ଲୋଇ। ୨୦୧୬ରେ ଦୁହେଁ ବିବାହ କରିଥିଲେ। ତାଙ୍କର ଏକ କନ୍ୟା ସନ୍ତାନ ମଧ୍ୟ ଅଛି। ଯାହାର ବୟସ ୨ ବର୍ଷ।

କ୍ଲୋଇ କୁହନ୍ତି, ସେ ଲମ୍ବା ପୁରୁଷଙ୍କୁ ପସନ୍ଦ କରନ୍ତି। ମାତ୍ର ଯେଉଁଦିନଠାରୁ ଜେମ୍ସଙ୍କ ସହ ଦେଖା ହେଲା ସେହିଦିନଠାରୁ ତାଙ୍କ ପୂରା ଦୁନିଆ ବଦଳି ଗଲା। ଜେମ୍ସଙ୍କ ପ୍ରେମରେ ପଡ଼ିଥିଲେ କ୍ଲୋଇ। ସେଥିପାଇଁ ତ ଜେମ୍ସଙ୍କ ବିବାହ ପ୍ରସ୍ତାବରେ ରାଜି ହୋଇଯାଇଥିଲେ।

ତେବେ ଏହି ଉଚ୍ଚତା କମ୍‌ ବେଶିକୁ ନେଇ ଦୁହେଁ କେବେ ମନ ଊଣା କରି ନାହାନ୍ତି। ବେଶ୍‌ ହସଖୁସିରେ ତାଙ୍କ ସଂସାର ଚାଲିଥିବା କୁହନ୍ତି କ୍ଲୋଇ।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ବରଙ୍କ ନାମ ସମାଜବାଦ, କନ୍ୟାଙ୍କ ନାମ ମମତା ବାନାର୍ଜୀ; ଜାଣନ୍ତୁ କେବେ ପଡ଼ିବ ହାତଗଣ୍ଠି

ତାମିଲନାଡୁର ସେଲମ ଜିଲାରୁ ଏମିତି ଏକ ବିବାହ ଖବର ସାମ୍ନାକୁ ଆସିଛି ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ଚର୍ଚ୍ଚାର ମୁଖ୍ୟ କାରଣ ହେଲା ବର...

ମହିଳାଙ୍କ ପାଇଁ ସୁରକ୍ଷିତ ପର୍ଯ୍ୟଟନସ୍ଥଳୀ

ଭାରତରେ ଏମିତି କେତେକ ସ୍ଥାନ ଅଛି, ଯେଉଁଠାରେ ରାତି କଥା ତ ଛାଡ଼ ଦିନରେ ବି ମହିଳାମାନଙ୍କୁ ଏକୁଟିଆ କୁଆଡ଼େ ଯିବାବେଳେ ବେଶ୍‌ ସାବଧାନତା ଅବଲମ୍ବନ...

ଇନ୍‌ଷ୍ଟାଗ୍ରାମର ବଡ଼ ତ୍ରୁଟି ବାହାର କରିଥିବା ଛାତ୍ରଙ୍କୁ ଫେସ୍‌ବୁକ ଦେଲା ପୁରସ୍କାର

ମୁମ୍ବାଇ,୧୬।୬: ଭାରତୀୟ ହ୍ୟାକରଙ୍କୁ ଫେସ୍‌ବୁକ ଦେଲା ୨୨ଲକ୍ଷ ଟଙ୍କା ପୁରସ୍କାର ରାଶି। ପୁରସ୍କାର ରାଶି ପଛରେ ଥିବା କାରଣ ଜାଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯିବେ। ସୂଚନା...

ଏହି ଦେଶରେ କେବଳ ଶୋଇବା ପାଇଁ ମିଳିଥାଏ ଚାକିରି

ଯେକୌଣସି ମଣିଷ ପାଇଁ ଖାଦ୍ୟ, ବସ୍ତ୍ର ଏବଂ ବାସଗୃହ ନିହାତି ଆବଶ୍ୟକ। ଏହି ଆବଶ୍ୟକତା ପୂରଣ କରିବାକୁ ଲୋକଙ୍କୁ ଚାକିରି କରିବା ଦରକାର। ରୋଜଗାରର ସନ୍ଧାନରେ...

ଆବର୍ଜନା ପାହାଡ଼ରେ ପାର୍କ

ରୁଷିଆ ରାଜଧାନୀ ମସ୍କୋରେ ଏଣିକି ଅଳିଆଗଦାରେ ପାର୍କ ଦେଖିବାକୁ ମିଳିବ। ମସ୍କୋ ଓ ଏହାର ଆଖପାଖ ଅଞ୍ଚଳରୁ ଏଠାକୁ ବହୁ ଟନ୍‌ ଅଳିଆ ଆବର୍ଜନା ଆସିଥାଏ।...

ଉଚ୍ଚ ପୋଲ ପାରି ହେବାକୁ ସିମ୍ପାଞ୍ଜି କରୁଛି ଏପରି, ଭିଡିଓ ଦେଖିଲେ…

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ...

ବୁଲେଟ୍‌ ଟ୍ରେନ୍‌ଠାରୁ ବି ତୀବ୍ର ବେଗରେ ଯିବ ଏହି ଯାନ

ବିଗତ କିଛି ଦଶନ୍ଧି ମଧ୍ୟରେ ଟେକ୍ନୋଲୋଜି ଆମ ଜୀବନରେ ଅନେକ ପ୍ରଭାବ ପକାଇଛି। ଯଦିଓ ଭ୍ରମଣ ତରିକା ପାରମ୍ପରିକ ହୋଇଆସୁଛି ତଥାପି କିଛି ସମୟ ପାଇଁ...

ବିବାହ ସମୟରେ ଆରବୀ ଶବ୍ଦ କହିଲା ବେଳେ ଝୁଣ୍ଟିଲେ ବର: ମୌଲବୀଙ୍କୁ ସନ୍ଦେହ ହେବାରୁ ଜଣାପଡ଼ିଲା ସତ

ଲକ୍ଷ୍ନୌ,୧୪।୬: ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲାରୁ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିବାହ ସମୟରେ ଜଣେ ବରଙ୍କ ମିଥ୍ୟା ପଦାକୁ ଆସିଛି। ବିବାହ ସମୟରେ ଆରବୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପଞ୍ଜାବରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟର ପ୍ରଥମ ମାମଲା: ମହାରାଷ୍ଟ୍ର-ମଧ୍ୟପ୍ରଦେଶର ଅନେକ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍‌ ଘୋଷିତ
Next Post Next post:
୧୬ ବର୍ଷର ଛାତ୍ରଙ୍କ ପ୍ରେମରେ ପାଗଳ ଶିକ୍ଷୟିତ୍ରୀ, ମାମଲା ପହଞ୍ଚିଲା କୋର୍ଟରେ, ଜାଣିଲେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts