E-Paper
  • logo
  • Friday 29th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅପରାଧ, ମେଟ୍ରୋ

ଶ୍ରମିକଙ୍କୁ ପଥରରେ ଛେଚି ମାରିଲେ ସାଥୀ
12:56 pmJune 13, 2021June 27, 2021

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜଧାନୀରେ ପୁଣି ଜଣେ ଶ୍ରମିକଙ୍କୁ ହତ୍ୟା। ଗତ ୮ ତାରିଖରେ ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଶ୍ରମିକଙ୍କୁ ତାଙ୍କ ସହଯୋଗୀ ପଥରରେ ଛେଚି ହତ୍ୟା କରିଥିବାବେଳେ ସମାନ ଢଙ୍ଗରେ ଶନିବାର ଆଉଏକ ଘଟଣା ଘଟିଛି। କ୍ୟାପିଟାଲ ଥାନା ଅନ୍ତର୍ଗତ ବାପୁଜୀ ନଗର ନିକଟ ରାସ୍ତା ଉପରେ ଜଣେ ଶ୍ରମିକଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି ସାଥୀ ଶ୍ରମିକ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଖସିଯାଉଥିବା ଅଭିଯୁକ୍ତଙ୍କୁ କାବୁ କରିଛି।ଅଭିଯୁକ୍ତ ଜଣକ ହେଲେ କୋରାପୁଟ ଜିଲା ଲକ୍ଷ୍ମୀପୁରର ନାରାୟଣ ସାହୁ। ଅନ୍ୟପକ୍ଷରେ ମୃତକଙ୍କ ନାମ ତ୍ରିନାଥ ବୋଲି ଜଣାପଡ଼ିଛି। ମଜୁରି ଟଙ୍କାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଏଥିସହ ଅଭିଯୁକ୍ତ ନାରାୟଣଙ୍କୁ ଗିରଫ କରି ଘଟଣା ସମ୍ପର୍କରେ ଅଧିକ ତଦନ୍ତ ଚଳାଇଛି। ତ୍ରିନାଥଙ୍କ ପୂରା ପରିଚୟ ଓ ଠିକଣା ପାଇବା ପାଇଁ ଉଦ୍ୟମ ଚାଲିଥିବା ପୋଲିସ କହିଛି।

ସୂଚନା ଅନୁଯାୟୀ, ନାରାୟଣ ଓ ତ୍ରିନାଥ ଗତ ୭ ମାସ ଧରି ଭୁବନେଶ୍ୱରରେ ରହି କାମ କରୁଥିଲେ। ଅଧିକାଂଶ ଦିନ ଉଭୟ ସାଙ୍ଗ ହୋଇ ଦୈନିକ ମଜୁରିରେ କାମ କରିବାକୁ ଯାଉଥିଲେ। କିଛିଦିନ ତଳେ ଉଭୟ ଠିକାରେ ଏକ କାମନେଇ କରିଥିଲେ। ନାରାୟଣ ନିଜେ ଅଧିକ ଟଙ୍କା ମଜୁରି ରଖି ତ୍ରିନାଥଙ୍କୁ କମ୍‌ ଟଙ୍କା ଦେବାକୁ ନେଇ ଉଭୟଙ୍କ ମଧ୍ୟରେ ମତାନ୍ତର ଲାଗି ରହିଥିଲା। ଶୁକ୍ରବାର ନାରାୟଣ ଆଉଏକ କାମ ବୁଝିଥିବାବେଳେ ତ୍ରିନାଥଙ୍କୁ ଡାକିଥିଲେ। ତ୍ରିନାଥ କାମକୁ ଯିବାକୁ ପ୍ରଥମେ ହଁ ମାରିଥିଲେ, ହେଲେ ପରବର୍ତ୍ତୀ ସମୟରେ ଯାଇ ନ ଥିଲେ। ଶନିବାର ଶିଶୁଭବନ-ରାଜମହଲ ରାସ୍ତା ବାପୁଜୀନଗର ନିକଟ ରାସ୍ତା କଡ଼ରେ ବସିଥିବାବେଳେ କାମକୁ କାହିଁକି ଗଲୁନାହିଁ ବୋଲି ତ୍ରିନାଥଙ୍କୁ ନାରାୟଣ ପଚାରିଥିଲେ। ହେଲେ ପୂର୍ବ ମଜୁରି କଥା ତ୍ରିନାଥ ଉଠାଇବାରୁ ଉଭୟଙ୍କ ମଧ୍ୟରେ ବଚସା ଆରମ୍ଭ ହୋଇ ହାତାହାତି ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ନାରାୟଣ ନିକଟରେ ପଡ଼ିଥିବା ଏକ ପଥରରେ ତ୍ରିନାଥଙ୍କ ମୁଣ୍ଡକୁ ଛେଚି ଦେଇଥିଲେ। ସେହିବାଟ ଦେଇ ଯାଉଥିବା ଦୁଇଜଣ ବ୍ୟକ୍ତି ଏହା ଦେଖି ଥାନାକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ଗୁରୁତର ଅବସ୍ଥାରେ ତ୍ରିନାଥଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଅପରାଧ, ମେଟ୍ରୋ View All

ବିନା ଭକ୍ତରେ ହେବ ସ୍ନାନ ପୂର୍ଣ୍ଣିମା

ପୁରୀ,୧୬।୬: ରଥଯାତ୍ରା ଭଳି ବିନା ଭକ୍ତରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ବୁଧବାର ଅନୁଷ୍ଠିତ ପୁରୀ ମନ୍ଦିର ପ୍ରଶାସକ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି।...

ସମ୍ପୂର୍ଣ୍ଣ ଉଠିଲାନି, ଆଂଶିକ କୋହଳ ହେଲା ଲକ୍‌ଡାଉନ୍‌; ଜାଣନ୍ତୁ ହେଲା କି ପରିବର୍ତ୍ତନ..

ଭୁବନେଶ୍ୱର,୧୬।୬(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଲକଡାଉନ୍‌ କଟକଣାକୁ ଆଂଶିକ କୋହଳ କରାଯାଇଛି। ଦକ୍ଷିଣ ଓ...

ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୧୨୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

ୟାସ୍‌ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷତି

ଭୁବନେଶ୍ୱର, ୧ା୬(ବ୍ୟୁରୋ): ବାତ୍ୟା ୟାସ୍‌ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷୟକ୍ଷତି ହୋଇଛି। ବିଭାଗ ପକ୍ଷରୁ କରାଯାଇଥିବା ପ୍ରାଥମିକ ରିପୋର୍ଟ ଆକଳନ ଅନୁଯାୟୀ...

ଏହି ନେତାମାନଙ୍କୁ ୩୦ ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ବରିଷ୍ଠ ନେତାମାନଙ୍କୁ ବିଜେଡି ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ୬ ଜଣ ନେତାଙ୍କୁ ବିଭିନ୍ନ ଜିଲା ପାଇଁ  ପର୍ଯ୍ୟବେକ୍ଷକ ଭାବରେ ଦଳ ପକ୍ଷରୁ ନିଯୁକ୍ତି...

ସ୍ନାନ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଚତୁର୍ଦ୍ଧା ଦାରୁ ବିଗ୍ରହଙ୍କ ପାଦପଦ୍ମରେ ପ୍ରଣିପାତ କରି ଗଜପତି ମହାରାଜା...

ଶିଶୁଙ୍କଠାରେ ଦୀର୍ଘମିଆଦୀ କୋଭିଡ୍‌ କମ୍‌ ଦେଖାଯାଏ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): କୋଭିଡ୍‌ରୁ ସୁସ୍ଥ ହେବା ପରେ ବି ଆକ୍ରାନ୍ତଙ୍କ ଶରୀରରେ ଅନେକ ଲକ୍ଷଣ ଦେଖାଯାଉଛି। ଅତିଶୀଘ୍ର ଅବଶ ହୋଇପଡ଼ିବା, ରାତିରେ ନିଦ ନ ହେବା, ଭୋକ...

କୋଭିଡ୍‌ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୨୪ ଘଣ୍ଟାରେ ସବୁ ଜିଲାକୁ ଛୁଇଁବ ମୌସୁମୀ
Next Post Next post:
ଜୁନ୍‌ ଶେଷରେ ମାଟ୍ରିକ୍‌ ରେଜଲ୍ଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts