E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ପ୍ରେମିକାଙ୍କୁ ଭେଟିବା ପାଇଁ ନବବିବାହିତାଙ୍କ ବେଶରେ ପହଞ୍ଚିଲେ ପ୍ରେମିକ; ପରେ ଘଟିଲା କିଛି …
4:49 pmJune 2, 2021

ନୂଆ ନୂଆ ପ୍ରେମରେ ପଡ଼ିଥିବା ବ୍ୟକ୍ତି ସାଥୀଙ୍କୁ ଭେଟିବାକୁ ଆତୁର ହୋଇପଡ଼ନ୍ତି। ହେଲେ ଅନେକ ସମୟରେ ଏହା ମହଙ୍ଗା ପଡ଼ିପାରେ। ଏଭଳି ଏକ ଘଟଣା ଘଟିଛି ଉତ୍ତରପ୍ରଦେଶର ଭଦୋହୀ ଜିଲାରେ। ଏଠାରେ ଜଣେ ଯୁବକ ପ୍ରେମିକାଙ୍କୁ ଭେଟିବା ପାଇଁ ନବ ବିବାହିତାଙ୍କ ବେଶ ଧାରଣ କରିଥିଲେ। ଏଭଳି କରିବା ଦ୍ୱାରା ତାଙ୍କ ଉପରେ କାହାର ସନ୍ଦେହ ହେବ ନାହିଁ ବୋଲି ତାଙ୍କର ଧାରଣା ଥିଲା। ହେଲେ ଘଟିଲା କିଛି ଓଲଟା।

ପ୍ରେମିକାଙ୍କ ଘରେ ନୂଆବୋହୂ ବେଶରେ ପହଞ୍ଚିଥିଲେ ପ୍ରେମିକ। ହେଲେ କେଜାଣି କାହିଁକି ପରିବାରଲୋକଙ୍କୁ ସନ୍ଦେହ ହୋଇଥିଲା। ଫଳରେ ସେମାନେ ଓଢ଼ଣା ଟେକି ମୁହଁ ଦେଖାଇବାକୁ କହିଥିଲେ। ହେଲେ ସେ ମନା କରି ଚାଲିଥିଲେ। ଶେଷରେ ସନ୍ଦେହକୁ ଦୂର କରିବାକୁ ଯାଇ ପରିବାରର ଜଣେ ସଦସ୍ୟ ଓଢ଼ଣା ଟେକି ଯାହା ଦେଖିଲେ ଚକିତ ହୋଇଗଲେ। ସେ ଏବଂ ଅନ୍ୟମାନେ ଯୁବକଙ୍କୁ ଦୁଇ ଚାରି ଚାପୁଡ଼ା ମାରିବା ସହ କେଉଁଆଡେ ଆସିଛନ୍ତି ବୋଲି ପ୍ରଶ୍ନ କରିଥିଲେ। ଭୟରେ ଯୁବକଜଣଙ୍କ ଘରୁ ବାହାରକୁ ଚାଲିଆସିଥିଲେ। ପରେ ତାଙ୍କର ଭିଡିଓ ଶୁଟିଂ କରିବା ସମୟରେ ସେ ମଉକା ଦେଖି ଖସି ପଳାଇବାରେ ସଫଳ ହୋଇଥିଲେ। ଅପରପକ୍ଷେ ଯୁବତୀଙ୍କ ଘର ଲୋକେ ସମ୍ମାନ ହାନୀ ଆଶଙ୍କାରେ ଥାନାରେ ଅଭିଯୋଗ ନ କରିବାକୁ ନିଷ୍ପତ୍ତି ନେଇଥିଲେ। ହେଲେ ଉକ୍ତ ଭିଡିଓ ଏବେ ବେଶ ଭାଇରାଲ ହେଉଛି। ଲୋକମାନେ ଭଳିକି ଭଳି ପ୍ରତିକ୍ରିୟା ଦେଇ ଯୁବକଜଣଙ୍କ ଭାରି ସାହସୀ ବୋଲି ମଜା କରୁଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ଘର ବାହାରେ ତାଲା ଝୁଲୁଥିଲା ବୋଲି ଚିମିନି ବାଟଦେଇ ପଶୁଥିଲେ ଯୁବତୀ; ପାଇପ୍‌ରେ ଏମିତି ଫସିଲେ ଯେ…

ନୂଆଦିଲ୍ଲୀ: ଅନେକ ଥର ଲୋକମାନେ ନିଜ ଘର କିମ୍ବା କାର୍‌ର ଚାବି ଏଣେତେଣେ ରଖି ଭୁଲିଯିବା ଯୋଗୁ ସେମାନଙ୍କୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏଭଳି ପରିସ୍ଥିତିରେ...

ନିଜ ବିବାହରେ କ୍ୟାମେରାମ୍ୟାନ୍‌ ପାଲଟିଲେ ବର; କନ୍ୟାଙ୍କ ଏଭଳି ଫଟୋଶୁଟ୍‌ କଲେ ଯେ ଭିଡିଓ ହେଉଛି…

ନୂଆଦିଲ୍ଲୀ: ଆପଣ କେବେ ଦେଖିଛନ୍ତି କି ଶୁଣିଛନ୍ତି ଯେ ବର ନିଜ ବିବାହରେ ନିଜେ ଫଟୋଶୁଟ୍‌ କରୁଛନ୍ତି। ଉତ୍ତର ବୋଧହୁଏ ନା ହେବ। ହେଲେ ଇନ୍‌ଷ୍ଟାଗ୍ରାମରେ...

ବସ୍‌-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…

ଲଣ୍ଡନ/ନୂଆଦିଲ୍ଲୀ,୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ କେଉଁଠି ଅଧିକ ହୋଇଥାଏ ସେ ନେଇ ଏକ ରିପୋର୍ଟ...

ମାଟି ତଳୁ ମିଳିଲା ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା…

ତେଳଅଭିବ୍‌,୧୦।୬: ଇସ୍ରାଏଲ୍‌ରେ ମାଟିତଳୁ ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା ମିଳିଛି। ଏହି ଅଣ୍ଡା ଦଶମ ଶତାବ୍ଦୀ ସମୟର ବୋଲି ଗବେଷକ ଅନୁମାନ କରିଛନ୍ତି। ତେବେ...

ଉଚ୍ଚ ପୋଲ ପାରି ହେବାକୁ ସିମ୍ପାଞ୍ଜି କରୁଛି ଏପରି, ଭିଡିଓ ଦେଖିଲେ…

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ...

ଏଲିଅନ୍‌ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…

ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍‌ ପୃଥିବୀ ଉପରେ ଟେଲିସ୍କୋପ୍‌ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ...

୮ ଭାଇଭଉଣୀଙ୍କ ସହ ପିତାମାତାଙ୍କୁ କରି ଦିଆଯାଇଥିଲା ହତ୍ୟା, ପାକିସ୍ତାନରୁ ଭାରତ ଚାଲି ଆସି କୀର୍ତ୍ତିମାନ ରଚିଥିଲେ…

ନୂଆଦିଲ୍ଲୀ,୧୯।୬: କିମ୍ବଦନ୍ତୀ ଧାବକ ମିଲ୍‌ଖା ସିଂହଙ୍କ ପରଲୋକ ସହ ଏକ ଯୁଗର ଅବସାନ ହୋଇଛି। ଶୁକ୍ରବାର ରାତିରେ ସେ ଶେଷ ନିଶ୍ୱାସ ନେଇଥିବା ଖବର ଜଣାପଡ଼ିବା...

ମେଟ୍ରୋ ଟ୍ରେନ୍‌ରେ ଯାତ୍ରା କଲା ମାଙ୍କଡ଼, ଭାଇରାଲ ହେଉଛି ଭିଡିଓ

ଦିଲ୍ଲୀର ମେଟ୍ରୋ ଟ୍ରେନ୍‌ରେ ଏକ ଅଜବ ଦୃଶ୍ୟ ନଜରକୁ ଆସିଛି। ଟ୍ରେନ୍‌ ବଗିରେ ଥିବା ଲୋକ ଅଡୁଆରେ ପଡ଼ିଥିଲେ ଯେତେବେଳେ ଗୋଟିଏ ମାଙ୍କଡ଼ ଆସି ସେମାନଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବାପାଙ୍କୁ ଆକ୍ରମଣ କରି ଜେଲ ଗଲେ ପୁଅ
Next Post Next post:
ଏକଦା ବିପାଶାଙ୍କୁ ‘କଳା ବିରାଡ଼ି’ କହିଥିଲେ କରିନା, ରାଗରେ ମାରିଦେଇଥିଲେ ଚାପୁଡ଼ା; ଆଉ ତା’ ପରେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts