ବାଲେଶର ଅଫିସ, ୧୬।୬- ବାଲେଶ୍ୱର ଜିଲା ସେରଗଡ ବ୍ରିଜ ଉପରେ ବୁଧବାର ଭୋର ସମୟରେ ଗୋରୁଗାଡି ନେଇଯାଉଥିବା ମାଫିଆଙ୍କ ଆକ୍ରମଣରେ ଯୁବକ ଗୁରୁତର ହୋଇଯାଇଛନ୍ତି। ସମନାଥପୁର ଅଞ୍ଚଳରଭାଗବତ ରାଉତ ପୁତ୍ର
କପିଳେଶ୍ୱର (୩୮) ଙ୍କୁ କେତେକ ଦୁବୁତ୍ତ ଆକ୍ରମଣ କରିଥିଲେ। ଭୁଜାଲିରେ ମୁଣ୍ଡ ଏବଂ ବେକରେ ୮ ଥର ହାଣି ଥିବାରୁ ପ୍ରବଳ ରକ୍ତସ୍ରାବ ହେଉଥିଲା। ମାଫିଆମାନେ ତାଙ୍କ ବାମ ହାତକୁ ମଧ୍ୟ ଭାଙ୍ଗି ଦେଇଛନ୍ତି। ସ୍ଥାନୀୟ ଲୋକମାନେ ତାଙ୍କୁ ପ୍ରଥମ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଏନେଇ ଖନ୍ତାପଡା ଥାନା ଅଧିକାରୀ ତଦନ୍ତ ଜାରି ରଖିଛନ୍ତି ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.