E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ଅନ୍‌ଲାଇନ୍‌ରେ ଯୁବତୀ ଅର୍ଡର କରିଥିଲେ ଡ୍ରେସ୍‌, ଘରେ ପହଞ୍ଚିଲା…
4:21 pmJune 26, 2021June 27, 2021

ଅନ୍‌ଲାଇନ୍‌ ଶପିଂର କ୍ରେଜ୍‌ ଦିନକୁ ଦିନ ବଢ଼ିବାରେ ଲାଗିଛି, କିନ୍ତୁ ଲୋକେ ଅଭିଯୋଗ କରନ୍ତି ଯେ, ସେମାନେ ଓ୍ବେବ୍‌ସାଇଟ୍‌ରେ ଡ୍ରେସ୍‌ର ଫଟୋ ଏବଂ ରଙ୍ଗ ଦେଖନ୍ତି। ଯେତେବେଳେ ସେହି ସାମଗ୍ରୀ ଘରେ ପହଞ୍ଚେ ସେତେବେଳେ ଏହା ଅର୍ଡରଦାତାଙ୍କୁ ପସନ୍ଦ ଆସେ ନାହିଁ। ଏହାର କାରଣ ହେଉଛି ଅଧିକାଂଶ ଡ୍ରେସ୍‌ ପତଳା ମଡେଲଙ୍କ ଶରୀରରେ ପ୍ରଦର୍ଶିତ ହୋଇଥାଏ। ଯେହେତୁ ଏହାକୁ ପିନ୍ଧିବା ଠିକ୍‌ କି ନୁହେଁ ତାହା ଜାଣିବା କଷ୍ଟକର। କିନ୍ତୁ ଅନ୍‌ଲାଇନ୍‌ରେ ଡ୍ରେସ୍‌ ଅର୍ଡର କରିଥିବା ଜଣେ ଯୁବତୀଙ୍କ  କ୍ଷେତ୍ରରେ ଏମିତି ଅଜବ ଘଟଣା ଘଟିଛି, ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ।

ଯୁବତୀ ଜଣଙ୍କ ଅନ୍‌ଲାଇନ୍‌ ଶପିଂ ପୋର୍ଟାଲରୁ ନିଜ ପାଇଁ ଏକ ଡ୍ରେସ୍‌ ଅର୍ଡର କରିଥିଲେ। ସେହି ଡ୍ରେସ୍‌ଟି କଳା ରଙ୍ଗ ରେଶମ କପଡ଼ାରେ ତିଆରି ହୋଇଥିବାର ଦେଖି ଅର୍ଡର କରିଥିଲେ। ମାତ୍ର ଯେତେବେଳେ ଅର୍ଡରଟି ତାଙ୍କ ଘରେ ପହଞ୍ଚିଲା ସେତେବେଳେ ଡ୍ରେସ୍‌ର ଡିଜାଇନ କଳା ରଙ୍ଗର ଏକ ଜରି ବ୍ୟାଗ୍‌ ପରି କପଡ଼ା ବାହାରିଲା। ମ୍ୟାକେଜି ନାମକ ଏହି ଯୁବତୀ ତାଙ୍କ ଶପିଂର ଏକ ଭିଡିଓ କରି ସୋସିଆଲ ମିଡିଆରେ ଶେୟାର କରିଛନ୍ତି, ଏଥିରେ କ୍ୟାପଶନ ଲେଖିଛନ୍ତି, ଏଥିରେ ଟଙ୍କା ଭର୍ତ୍ତି ହୋଇଛି। ଏମିତି ଟଙ୍କା ବ୍ୟାଗ୍‌ ମୁଁ ଚାହୁଁଛି।

ଜଣେ ୟୁଜର ଲେଖିଛନ୍ତି, ଯେମିତି ଲାଗୁଛି ଆପଣ ଡ୍ରେସ୍‌ ପିନ୍ଧି ନାହାନ୍ତି ପରଦା ଢାଙ୍କି ହୋଇଛନ୍ତି। ଆଉ ଜଣେ ୟୁଜର ଲେଖିଛନ୍ତି, ଅଳିଆ ବ୍ୟାଗ୍‌। ସେହିପରି ଅନ୍ୟ ଜଣେ ୟୁଜର ଲେଖିଛନ୍ତି, ମୁଁ ବି ଏମିତି ଗୋଟିଏ ଅର୍ଡର କରିଥିଲି। ଉତ୍ତରରେ ମ୍ୟାକେଜି ଲେଖିଛନ୍ତି, ଠିକ୍‌ ଅଛି, ଚେତାବନୀ ପାଇଁ ସମସ୍ତଙ୍କୁ ଧନ୍ୟବାଦ।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

୧୫୦ କୋଟି ବର୍ଷ ତଳେ ସମୁଦ୍ରରେ ବୁଡ଼ି ରହିଥିଲା ବଲିଉଡ୍‌…

ମୁମ୍ବାଇ,୧୯।୬: ମହାରାଷ୍ଟ୍ରର ରାଜଧାନୀ ତଥା ବଲିଉଡ୍‌ ମୁମ୍ବାଇର ଆଖପାଖ ଅଞ୍ଚଳ ଦିନେ ସମୁଦ୍ର ତଳେ ବୁଡ଼ି ରହିଥିଲା। ମିଳିଥିବା କେତେକ ଜୀବାଶ୍ମରୁ ଏହା ଜଣାପଡ଼ିଛି। ମୁମ୍ବାଇ...

ସାବଧାନ ! ସ୍ମାର୍ଟଫୋନ୍‌ରୁ ଶୀଘ୍ର ଡିଲିଟ୍‌ କରନ୍ତୁ ଏସବୁ ଆପ୍‌…

ଓ୍ବାଶିଂଟନ/ ନୂଆଦିଲ୍ଲୀ,୧୯।୬: ଗୁଗଲକୁ ପୁଣି ଥରେ ଜୋକର ଭାଇରସ୍‌ ଫେରିଛି। ଏହା ମୁଖ୍ୟତଃ ୮ଟି ଆଣ୍ଡ୍ରଏଡ୍‌ ଆପ୍‌କୁ ଟାର୍ଗେଟ୍‌ କରିଛି। ଏସବୁ ଆପ୍‌କୁ ଶୀଘ୍ର ନିଜ...

୮୩ ବର୍ଷରେ ଫିଟ୍‌ ଅଛନ୍ତି ଏହି ମହିଳା: ଶାଢି ପିନ୍ଧି କଲେ ଏମିତି କାମ

ଆଜିକାଲି ସୋସିଆଲ ମିଡିଆରେ ଜଣେ ମହିଳାଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ମହିଳା ଜଣଙ୍କ ହେଉଛନ୍ତି ୮୩ ବର୍ଷିୟା ଭାରୋତ୍ତୋଳନକାରୀ କିରଣ ବାଇ। କିରଣ...

ନନ୍ଦିନୀ: ଏକ ସଂକଳ୍ପର ନାଁ

ନନ୍ଦିନୀ ଶତପଥୀ ଥିଲେ ବାସ୍ତବରେ ଏକ ସଂକଳ୍ପ, ଏକ ସ୍ବାଭିମାନ। ଉଭୟ ରାଜନୀତିରେ, ମାନବ ସେବାରେ, ସାହିତ୍ୟ ରଚନାରେ। ୧୯୩୧ ମସିହା ଆଜିର ଦିନରେ କଟକରେ...

ଝଗଡ଼ା କରୁକରୁ ବାଲକୋନୀରୁ ୨୫ ଫୁଟ ତଳକୁ ଖସିପଡ଼ିଲେ ସ୍ବାମୀ-ସ୍ତ୍ରୀ: ଭିଡିଓ ଦେଖିଲେ ଆପଣ ବି…

ନୂଆଦିଲ୍ଲୀ: ପରିବାର ମଧ୍ୟରେ ସ୍ବାମୀସ୍ତ୍ରୀଙ୍କ ଝଗଡ଼ା କିଛି ନୂଆ କଥା ନୁହେଁ। ହେଲେ ବେଳେବେଳେ ଝିମିଟି ଖେଳରୁ ମହାଭାରତ ପରି ସାମାନ୍ୟ କଳି ମାରପିଟ୍‌ ପର୍ଯ୍ୟନ୍ତ...

ସ୍ତ୍ରୀ ଅନ୍ୟ ଜଣଙ୍କୁ ବାହା ହେଉଥିବା ସୋସିଆଲ ମିଡିଆରେ ଦେଖିଲେ ସ୍ବାମୀ, ଆଉ ତା’ ପରେ…

ଚାଇନାର ଜଣେ ମହିଳା ୧୯ ଜଣଙ୍କୁ ବାହା ହୋଇ ବର୍ତ୍ତମାନ ଚର୍ଚ୍ଚାରେ ରହିଛନ୍ତି। ଖାଲି ଏତିକି ନୁହେଁ, ବିବାହ ନାଁରେ ଲୋକଙ୍କୁ ୨ କୋଟିରୁ ଅଧିକ...

ବୁଲେଟ୍‌ ଟ୍ରେନ୍‌ଠାରୁ ବି ତୀବ୍ର ବେଗରେ ଯିବ ଏହି ଯାନ

ବିଗତ କିଛି ଦଶନ୍ଧି ମଧ୍ୟରେ ଟେକ୍ନୋଲୋଜି ଆମ ଜୀବନରେ ଅନେକ ପ୍ରଭାବ ପକାଇଛି। ଯଦିଓ ଭ୍ରମଣ ତରିକା ପାରମ୍ପରିକ ହୋଇଆସୁଛି ତଥାପି କିଛି ସମୟ ପାଇଁ...

ସାଢ଼େ ୩ ବର୍ଷର ବାନ୍ୟାଙ୍କ ଯୋଗ: ସୋସିଆଲ ମିଡିଆରେ ଭାଇରାଲ

ନୂଆଦିଲ୍ଲୀ,୨୧।୬: ସାରା ଦେଶରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌କୁ ପାଳନ କରାଯାଇ ଯୋଗ ଦିବସ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏକଦା ମହେଶ ଭଟ୍ଟ-ପୂଜା ଭଟ୍ଟଙ୍କ ଝିଅ ଆଲିଆ ବୋଲି ଉଠିଥିଲା କଥା; କିଛି ଏଭଳି…
Next Post Next post:
ତଳି ପକାଉଥିବା ବେଳେ ବଜ୍ରାଘାତରେ ଚାଷୀ ମୃତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts