କୋଲକାତା,୬।୬: ପଶ୍ଚିମବଙ୍ଗ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏବଂ ତାଙ୍କ ଭାଇ ସୌମେନ୍ଦୁ ଅଧିକାରୀଙ୍କ ବିରୋଧରେ ଚୋରି ଅଭିଯୋଗ ହୋଇଛି। ସେମାନେ ସ୍ଥାନୀୟ କାଣ୍ଠି ମ୍ୟୁନିସିପାଲିଟି କାର୍ଯ୍ୟାଳୟରୁ ଲକ୍ଷାଧିକ ଟଙ୍କାର ରିଲିଫ୍ ସାମଗ୍ରୀ ଚୋରି କରିଥିବା ନେଇ ଏକ ମାମଲା କାଣ୍ଠି ପୋଲିସ ଷ୍ଟେଶନରେ ଜୁନ୍ ୧ରେ ରୁଜୁ ହୋଇଛି। ମ୍ୟୁନିସିପାଲିଟି ପ୍ରଶାସନିକ ବୋର୍ଡର ସଦସ୍ୟ ରତ୍ନଦୀପ୍ ମାନ୍ନା ଏନେଇ ଅଭିଯୋଗ କରିଛନ୍ତିି। ମେ’ ୨୯ ମଧ୍ୟାହ୍ନ ୧୨ଟା ୩୦ରେ ଶୁଭେନ୍ଦୁ ଏବଂ ସୌମେନ୍ଦୁଙ୍କ ନିର୍ଦ୍ଦେଶରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ଗୋଦାମରୁ ସରକାରୀ ତେରପାଲ ଜୋରଜବରଦସ୍ତ ନିଆଯାଇଥିବା ରତ୍ନଦୀପ୍ କହିଛନ୍ତି। ତେବେ ମାମଲା ରୁଜୁ ନେଇ ଶୁଭେନ୍ଦୁ ବର୍ତ୍ତମାନ ସୁଦ୍ଧା କୌଣସି ମତାମତ ପୋଷଣ କରି ନାହାନ୍ତି।
ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ବାତିଲ
ନୂଆଦିଲ୍ଲୀ,୧।୬: ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ୍(ସିବିଏସ୍ଇ) ଦ୍ୱାଦଶ ପରୀକ୍ଷା ବାତିଲ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ନେଇ ସମୀକ୍ଷା କରିବା...
ତୃତୀୟ ଲହର ଆତଙ୍କ: ରିପୋର୍ଟ ନେଗେଟିଭ୍ ଥିଲେ ବି ଫୁସ୍ଫୁସ୍ର ୯୦ ପ୍ରତିଶତ ସଂକ୍ରମିତ…
ପାଟନା,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ବିହାରରେ ତୃତୀୟ ଲହର ନେଇ ସ୍ଥିତି ସଙ୍କଟ ଜନକ ହେବାରେ...
ମୁସଲିମ ବୃଦ୍ଧଙ୍କୁ ମାଡ଼: ଅଭିନେତ୍ରୀ ସ୍ବରା, ଟୁଇଟର ଇଣ୍ଡିଆ ମୁଖ୍ୟଙ୍କ ନାମରେ ମାମଲା
ନୂଆଦିଲ୍ଲୀ,୧୭।୬: ଉତ୍ତର ପ୍ରଦେଶର ଗାଜିଆବାଦରେ ମୁସଲିମ ବୃଦ୍ଧଙ୍କୁ ମାଡ଼ ଘଟଣାରେ ବିବାଦୀୟ ଟୁଇଟ୍କୁ ନେଇ ବଲିଉଡ୍ ଅଭିନେତ୍ରୀ ସ୍ବରା ଭାସ୍କର ଓ ଟୁଇଟର ଇଣ୍ଡିଆର ମ୍ୟାନେଜିଂ...
ଗ୍ୟାସ ସିଲିଣ୍ଡର ବ୍ଲାଷ୍ଟ : କୋଠା ତଳେ ଚାପିହୋଇ ୭ ମୃତ
ଗୋଣ୍ଡା, ୨।୬: ଉତ୍ତର ପ୍ରଦେଶର ଗୋଣ୍ଡା ଜିଲାରେ ଗ୍ୟାସ ସିଲିଣ୍ଡରରେ ବିସ୍ଫୋରଣ ଘଟି ୭ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଅଘଟଣରେ ୭ ଜଣ ଆହତ...
ପୁଣି ବିପଦ ମାଡ଼ି ଆସୁଛି: ଭାରତରେ ମାରାତ୍ମକ ନୂଆ ଭାରିଆଣ୍ଟ୍ ଚିହ୍ନଟ…
ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଥିବାବେଳେ ବିପଦ ଉପରେ ପୁଣି...
ବୋହୂଙ୍କୁ ଜାଣିଶୁଣି ମାଡ଼ି ବସିଲେ କରୋନା ଆକ୍ରାନ୍ତ ଶାଶୁ
ହାଇଦ୍ରାବାଦ,୬।୬ : କୋଭିଡ୍-୧୯ରେ ଆକ୍ରାନ୍ତ ହେବା ପରେ ଜଣେ ବୃଦ୍ଧା ଘରେ ଆଇସୋଲେଶନରେ ରହି ରହି ବିରକ୍ତ ହୋଇଯାଇଥିଲେ। ନିୟମ ଅନୁସାରେ ସମାଜିକ ଦୂରତା ପାଳନ...
ଟିକା ବଦଳରେ ଦିଆଯାଇଛି ଲୁଣ ପାଣି
ମୁମ୍ବାଇ, ୨୫।୬: ମହାରାଷ୍ଟ୍ରର ମୁମ୍ବାଇ ମହାନଗରୀରେ ପ୍ରାୟ ୨,୦୦୦ ଲୋକଙ୍କୁ କୋଭିଡ୍-୧୯ର ନକଲି ଟିକା ଦିଆଯାଇଛି। ସେହିପରି ପଶ୍ଚିମବଙ୍ଗର କୋଲକାତାରେ ମଧ୍ୟ ୫୦୦ ଲୋକ ଏଭଳି...
ଦଳ ଛାଡିଲେ ଆଉ ଜଣେ କଂଗ୍ରେସ ନେତା: ରାହୁଲଙ୍କୁ କଲେ ଟାର୍ଗେଟ
ଗୁଆହାଟୀ,୧୮।୬: କଂଗ୍ରେସରେ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଯୁବ ନେତା ସବୁ ଦଳ ଛାଡିବା ପ୍ରକ୍ରିୟା ଜାରି ରହିଛି। ଏବେ ଆସାମ ବିଧାୟକ ରୂପଜ୍ୟୋତି...


