ଭୁବନେଶ୍ୱର,୧୦।୬: ରାଜଧାନୀ ଭୁବନେଶ୍ୱରରେ ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୩୫ ସୁସ୍ଥ ହୋଇଛନ୍ତି। ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟ କ୍ୱାରେଣ୍ଟାଇନରୁ ୧୦୯ଜଣ ଥିବା ବେଳେ ୪୫୯ ସ୍ଥାନୀୟ ସଂକ୍ରମଣ ରହିଛି। ଏନେଇ ବିଏମ୍ସି ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।
ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା
ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି...
ଓଏଏସ୍ ସ୍ତରରେ ଅଦଳବଦଳ:ଇନ୍ଦ୍ରମଣି ତ୍ରିପାଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ
ଭୁବନେଶ୍ୱର, ୨।୬(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି...
ସ୍ନାନ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଚତୁର୍ଦ୍ଧା ଦାରୁ ବିଗ୍ରହଙ୍କ ପାଦପଦ୍ମରେ ପ୍ରଣିପାତ କରି ଗଜପତି ମହାରାଜା...
୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ
ଭୁବନେଶ୍ୱର,୩।୬(ବ୍ୟୁରୋ): ଆସନ୍ତା ଜୁନ୍ ୧୧ରେ ଉତ୍ତର-ପୂର୍ବ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅବପାତରେ ପରିଣତ ହୋଇ...
ବିଆର୍ପିଏଲ୍: ଟୋପାଏ ପ୍ରଦୂଷଣ
ଯାଜପୁର ଅଫିସ,୨୧ା୬: ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍ (ବିଆର୍ପିଏଲ୍) ନିଜ କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡ଼ିବା ନେଇ ଏକ ମାମଲା...
ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
ଝାରସୁଗୁଡ଼ା ଅଫିସ,୧୨।୬: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିିଛି। ମୃତକ...
ପ୍ରେମ ବିବାଦର ସମାଧାନ କରିବାକୁ ଯାଇ ଅଡ଼ୁଆରେ ବିଧାୟକଙ୍କ ପୁଅ
କେନ୍ଦୁଝର/ଆନନ୍ଦପୁର,୧୬ା୬(ସ୍ବ.ପ୍ର.): ଏକ ପ୍ରେମ ବିବାଦର ସମାଧାନ କରିବାକୁ ଯାଇ କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରୀ ନାରାୟଣ ପାତ୍ରଙ୍କ...
ଟିକା ନେଲେ ହୋମ୍ ଡେଲିଭରି ବୟ, ରେଷ୍ଟୁରାଣ୍ଟ କର୍ମଚାରୀ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ବିଭିନ୍ନ ବର୍ଗର ଲୋକଙ୍କୁ ସ୍ବତନ୍ତ୍ର ବ୍ୟବସ୍ଥା କରି ଟିକାକରଣକୁ ତ୍ୱରାନ୍ବିତ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ହୋମ୍ ଡେଲିଭରି...


