E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

କୋଭିଶିଲ୍ଡ ନେଇ ଭୟ ନାହିଁ, ଭାକ୍ସିନ୍‌ ଅଭାବ ଯୋଗୁ ବଢୁଛି ସମୟ ସୀମା: ନୀତି ଆୟୋଗ…
1:16 pmJune 12, 2021

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ କୋଭିଶିଲ୍ଡ୍‌ ଭାକ୍ସିନ୍‌ର ୨ ଡୋଜ୍‌ ମଧ୍ୟରେ ବୃଦ୍ଧି କରାଯାଇଥିବା ସମୟ ସୀମାକୁ ନେଇ ଆମେରିକାର ମହାମାରୀ ବିଶେଷଜ୍ଞ ଡ. ଆନ୍ଥୋନୀ ଫୌସି ଭାରତକୁ ଚେତାବନୀ ଦେଇଥିଲେ। ୨ ଡୋଜ୍‌ ମଧ୍ୟରେ ସମୟ ସୀମା ବଢ଼ିଲେ ସଂକ୍ରମଣ ଆଶଙ୍କା ବୃଦ୍ଧି ପାଇବ ବୋଲି ସେ କହିଥିଲେ। ତେବେ ଏହାକୁ ନେଇ ଭାରତୀୟ ନୀତି ଆୟୋଗ ପକ୍ଷରୁ କୁହାଯାଇଛି ଯେ, କୋଭିଶିଲ୍ଡର ୨ ଡୋଜ୍‌ ମଧ୍ୟରେ ରହିଥିବା ଅନ୍ତର ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ। ସମୟ ଅନ୍ତର କରାଗଲେ ଭଲ। ମାତ୍ର ସାମ୍ପ୍ରତିକ ସ୍ଥିତିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇ ଥିବା ନୀତି ଆୟୋଗ ସଦସ୍ୟ ଡ. ଭି.କେ ପଲ୍‌ କହିଛନ୍ତି। ଅଧିକ ଲୋକଙ୍କୁ ପ୍ରଥମ ଡୋଜ୍‌ ଦିଆଯିବା ଲାଗି ଏଭଳି କରାଯାଇଥିବା ସେ ସୂଚନା ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଅକାଳୀ ଦଳ-ବିଏସ୍‌ପି ମଧ୍ୟରେ ମେଣ୍ଟ: ଆସନ ଭାଗବଣ୍ଟା ବି ଚୂଡ଼ାନ୍ତ

ଚଣ୍ଡିଗଡ଼,୧୨।୬: ବିଭିନ୍ନ ରାଜ୍ୟର ରାଜନୈତିକ ଦଳରେ ବର୍ତ୍ତମାନ ମିଶ୍ରଣ ପର୍ବ ଚାଲିଛି। ଏତଦ୍‌ ବ୍ୟତୀତ ଦଳକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ ଦଳ ମଧ୍ୟରେ ମେଣ୍ଟ...

ଘର ବାହୁଡ଼ା ପରେ ହଟିଲା ଜେଡ୍‌ ସିକ୍ୟୁରିଟି

କୋଲକାତା,୧୭।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ ଛାଡ଼ି ଭାଜପାର ହାତ ଧରିଥିଲେ ମୁକୁଲ ରୟ। ହେଲେ ନିକଟରେ ପୁଣି ଥରେ ତାଙ୍କର ଘର...

ଟିକା ଭୟରେ ଡ୍ରମ ପଛରେ ଲୁଚିଲେ ବୃଦ୍ଧା

ଲକ୍ଷ୍ନୌ, ୩।୬: ଲୋକସଂଖ୍ୟା ଓ ଆକାର ଦୃଷ୍ଟିରୁ ଦେଶର ସବୁଠୁ ବଡ଼ ରାଜ୍ୟରେ ଟିକାକରଣ ପାଲଟିଛି ଏକ ବଡ଼ ଚ୍ୟାଲେଞ୍ଜ। ରାଜ୍ୟର ଗ୍ରାମାଞ୍ଚଳରେ ଲୋକଙ୍କୁ ଟିକାକରଣ...

ଭାକ୍ସିନକୁ ନେଇ ଲୋକଙ୍କ ମନରେ ରହିଛି ଅନ୍ଧବିଶ୍ୱାସ

ନୂଆଦିଲ୍ଲୀ,୨।୬: କରୋନା ସଙ୍କଟ ମଧ୍ୟରେ ଗୋଟିଏ ପଟେ ଟିକାକରଣ ଅଭିଯାନ ଯୁଦ୍ଧକାଳୀନ ସ୍ତରରେ ଜାରି ରହିଥିବା ବେଳେ ଅନ୍ୟପଟେ ଗ୍ରାମାଞ୍ଚଳରେ ଭାକ୍ସିନକୁ ନେଇ ଭୟ, ଅନ୍ଧବିଶ୍ୱାସ...

ଆଜି ଆଉ ୪୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୪୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ଝିଅ ଜନ୍ମ ହେବାରୁ ବାପା ନେଲେ ଏମିତି ନିଷ୍ପତ୍ତି; ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୭।୬: ମଧ୍ୟପ୍ରଦେଶର ଛତ୍ରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୪୨ ବର୍ଷୀୟ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ଦୁଇ ଝିଅଙ୍କୁ କୂଅରେ ପକାଇଦେଇଛନ୍ତି।...

ଆସୁଛି କରୋନାର ‘ସୁପର ଭ୍ୟାକ୍ସିନ’

ଓ୍ବାଶିଂଟନ୍‌,୨୩।୬: କରୋନା ଭାଇରସ୍‌ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ...

ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟା କଲେ ଏମିତି କାଣ୍ଡ; ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ପ୍ରତାପଗଡ,୧।୬: ଉତ୍ତର ପ୍ରଦେଶର ପ୍ରତାପଗଡ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବିବାହ ସମାରୋହରେ ବରକୁ ବରଣମାଳା ପିନ୍ଧାଇବା ପାଇଁ ଷ୍ଟେଜ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅକାଳୀ ଦଳ-ବିଏସ୍‌ପି ମଧ୍ୟରେ ମେଣ୍ଟ: ଆସନ ଭାଗବଣ୍ଟା ବି ଚୂଡ଼ାନ୍ତ
Next Post Next post:
ସୋପୋରେ ଆତଙ୍କବାଦୀ ଆକ୍ରମଣ: ୨ସୁରକ୍ଷାକର୍ମୀ ଶହୀଦ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts