ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଚଳିତବର୍ଷ ରଥଯାତ୍ରା ଉପରେ ରାଜ୍ୟ ସରକାର କଟକଣା ଲାଗୁ କରିଛନ୍ତି। ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍ଆର୍ସି) ପ୍ରଦୀପ କୁମାର ଜେନା ଗୁରୁବାର ସୂଚନା ଦେଇଛନ୍ତି। ଗତବର୍ଷ ଭଳି ସାଧାରଣ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ସରକାର ଏଭଳି ନିଷ୍ପତ୍ତି ନେଇଥିବା ଏସ୍ଆର୍ସି କହିଛନ୍ତି।
ଏସ୍ଆର୍ସି କହିଛନ୍ତି, ରଥଯାତ୍ରାରେ ଶ୍ରଦ୍ଧାଳୁମାନେ ସାମିଲ ହୋଇପାରିବେ ନାହିଁ। କେବଳ ସେବାୟତମାନେ ସାମିଲ ହେବେ। ସେମାନଙ୍କ ପାଇଁ ବି କଟକଣା ରହିବ। ଯେଉଁ ସେବାୟତମାନେ ଦୁଇ ଡୋଜ୍ ଟିକା ନେଇଥିବେ ବା ରଥଯାତ୍ରାର ୪୮ ଘଣ୍ଟା ପୂର୍ବରୁ ଯେଉଁ ସେବାୟତଙ୍କ ଆର୍ଟିପିସିଆର୍ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଥିବ ସେମାନେ କେବଳ ମହାପ୍ରଭୁଙ୍କ ରଥଯାତ୍ରାରେ ସାମିଲ ହୋଇପାରିବେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.