E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ
12:04 pmJune 13, 2021

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାଶନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡ ସେରୋ ସର୍ଭେ ହେଇଥିଲା, ଚତୁର୍ଥ ରାଉଣ୍ଡରେ ମଧ୍ୟ ସେହିସବୁ ଜିଲାରେ ସର୍ଭେ ହେବ। ଏଥିରେ ଓଡ଼ିଶାର ୩ଟି ଜିଲା ସାମିଲ ହୋଇଛି। ସେଗୁଡ଼ିକ ହେଲା ଗଞ୍ଜାମ, ରାୟଗଡ଼ା ଓ କୋରାପୁଟ। ପୂର୍ବରୁ ହୋଇଥିବା ସେରୋ ସର୍ଭେରେ ଏହି ୩ଟି ଜିଲା ସାମିଲ ଥିଲା। ଚତୁର୍ଥ ସେରୋ ସର୍ଭେରେ ୬ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏଥିପାଇଁ ଡିଜି ଆଇସିଏମ୍‌ଆର ସ୍ବୀକୃତି ଦେଇସାରିଛନ୍ତି। ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି) ଭୁବନେଶ୍ୱର ପକ୍ଷରୁ ସର୍ଭେ ପାଇଁ ପ୍ରସ୍ତୁତି ସରିଥିବା ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରତି ଜିଲାକୁ ୧୦ଟି ଲେଖାଏ କ୍ଲଷ୍ଟର କରାଯାଇ ସେରୋ ସର୍ଭେ କରାଯିବ। ଆସନ୍ତା ୨୨ ତାରିଖରୁ ୨୪ ତାରିଖ ଭିତରେ ସର୍ଭେ ସାରିବାକୁ ଆର୍‌ଏମ୍‌ଆର୍‌ସି ଲକ୍ଷ୍ୟ ରଖିଛି। ରାଜ୍ୟ ସରକାରଙ୍କ ସହଯୋଗରେ ଏହି ନ୍ୟାଶନାଲ ସେରୋ ସର୍ଭେ କରାଯିବ ବୋଲି ସଂଘମିତ୍ରା କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ବର୍ଷାରେ ଧୋଇଗଲା ଡାଇଭର୍ସନ

କେନ୍ଦୁଝର, ୧୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଖଡ଼ିବାହାଳୀ ଛକ ନିକଟସ୍ଥ କଙ୍କଡାନାଳ ରାସ୍ତା ଲଘୁଚାପ ବର୍ଷାରେ ଧୋଇଯାଇଛି। ଏନେଇ ନରଣପୁର ବ୍ରାହ୍ମଣୀପାଳ ଯୋଗାଯୋଗ ବିଚ୍ଛିନ୍ନ...

ଘରୋଇ ହସ୍ପିଟାଲକୁ ଟିକା ଯୋଗାଣ ବନ୍ଦ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଘରୋଇ ହସ୍ପିଟାଲକୁ ମାଗଣାରେ କୋଭିଡ୍‌-୧୯ ଟିକା ଯୋଗାଣ ବନ୍ଦ ହେବ। ଯଦି କୌଣସି ଘରୋଇ ହସ୍ପିଟାଲରେ ଟିକା ଗଚ୍ଛିତ ଥିବ ତେବେ ସେଗୁଡ଼ିକୁ ତୁରନ୍ତ...

ରାଜ୍ୟରେ ଆଜି ୫,୨୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୫,୨୩୫କରୋନା ଆକ୍ରାନ୍ତ ଚିହ୍ନଟ...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୩।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ...

ପୁରୀ ବ୍ୟତୀତ ଆଉ କେଉଁଠି ହେବନି ରଥଯାତ୍ରା

ଭୁବନେଶ୍ୱର,୧୦ା୬(ବ୍ୟୁରୋ):  ଚଳିତବର୍ଷ ରଥଯାତ୍ରା ଉପରେ ରାଜ୍ୟ ସରକାର କଟକଣା ଲାଗୁ କରିଛନ୍ତି। ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ। ଏନେଇ...

ହାତଗଣ୍ଠି ପୂର୍ବରୁ ଉଠିଲା କୋକେଇ

ଭଦ୍ରକ ଅଫିସ,୧୮।୬: ଶୁକ୍ରବାର ଥିଲା ବାହାଘର। ଏନେଇ ଘରେ ଚାଲିଥିଲା ପ୍ରସ୍ତୁତି। ବେଶ୍‌ ଖୁସି ଥିଲେ ପରିବାର ଲୋକ। ହେଲେ ବିଧିର ବିଧାନ ଥିଲା ଭିନ୍ନ।...

ହ୍ରାସ ପାଉଛି ସବୁଜ ହୀରା ସଂଗ୍ରହ

ଆଠମଲ୍ଲିକ,୪ା୬(ଡି.ଏନ.ଏ.) ସବୁଜ ହୀରା ବା କେନ୍ଦୁପତ୍ର ତୋଳାଳିଙ୍କ ଠାରୁ ପ୍ରତିବର୍ଷ ସରକାର କେନ୍ଦୁପତ୍ର ସଂଗ୍ରହ କରୁଛନ୍ତି। ଏଥିପାଇଁ ସେମାନଙ୍କୁ କେରି ହିସାବରେ ଅର୍ଥ ପ୍ରଦାନ ସହ...

ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା

ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବଢୁଛି ଅନ୍‌ଲକ୍‌ ସମ୍ଭାବନା
Next Post Next post:
ଅମାନବୀୟ: ପଥରରେ ଛେଚି ପ୍ରେମିକାଙ୍କ ଗର୍ଭପାତ, ବିବାହିତ ଥିବା କଥା ଲୁଚାଇଥିଲେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts