ଛତ୍ରପୁର,୧୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ସଂସ୍କୃତି କାର୍ଯ୍ୟାଳୟ ପକ୍ଷରୁ ସୋମବାର ୱେବନାର ମାଧ୍ୟମରେ ତୃତୀୟ ଲୋକକଳା ଦିବସ ପାଳିତ ହୋଇଯାଇଛି ଜ଼ିଲା ସଂସ୍କୃତି ଅଧିକାରୀ ଅକ୍ଷୟ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ ସଂସ୍କୃତି ବିଭାଗର ପୂର୍ବତନ ସହକାରୀ ନିର୍ଦ୍ଦେଶକ ଡ଼. ପ୍ରତାପ କୁମାର ସାହାଣୀ ଓ କୃଷ୍ଣ ଚନ୍ଦ୍ର ନିଶଙ୍କ ଯୋଗଦେଇ କଳା ଓ ସଂସ୍କୃତିର ବିକାଶ ପାଇଁ ବିଭିନ୍ନ ପ୍ରସ୍ତାବ ଦେଇଥିଲେ। ପ୍ରତି ଜିଲାରେ ଲୋକକଳା ସ୍ବୟଂ ସହାୟକ ଗୋଷ୍ଠୀ ଗଠନ ପାଇଁ ଗଞ୍ଜାମ ଜିଲା କଳାସଂସ୍କୃତି ସଙ୍ଘର ଉପସଭାପତି ସନ୍ତୋଷ କୁମାର ପାଢ଼ୀ ରାଜ୍ୟସରକାରଙ୍କୁ ପ୍ରସ୍ତାବ ଦେଇଥିଲେ ଏବଂ ସରକାର ଏହାକୁ ଗ୍ରହଣ କରିଥିବା ସେ ସୂଚନା ଦେଇଥିଲେ। ଜିଲା ଗ୍ରନ୍ଥାଗାରିକ ଅମୀୟ କୁମାର ଧଳ ଧନ୍ୟବାଦ ଦେଇଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ପାରାଦୀପରୁ ଆସୁଛି ଅପମିଶ୍ରିତ ଏଫ୍ଓ
ଯାଜପୁର ଅଫିସ,୪ା୬:ପାରାଦୀପ ବନ୍ଦରରୁ ଯାଜପୁର ଜିଲା ଦେଇ ଯାଇଥିବା ୫୩ ନଂ.ଜାତୀୟ ରାଜପଥ କଳାବଜାର କାରବାରର ପେଣ୍ଠସ୍ଥଳୀ ପାଲଟିଛି। ପାରାଦୀପ ବନ୍ଦର ଠାରୁ ୫ କିମି...
ଦ୍ୱିତୀୟ ଲହରରେ ଗଞ୍ଜାମରୁ ୩୯ ଜଣଙ୍କ ମୁଣ୍ଡ ନେଲାଣି କରୋନା
ଛତ୍ରପୁର,୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୩୯ ଜଣଙ୍କ ଜୀବନ...
କୁଷ୍ଠାଶ୍ରମ ଅନ୍ତେବାସୀଙ୍କ ସହିତ ଜନ୍ମଦିନ ପାଳିଲେ ପର୍ବତାରୋହୀ ଲିପିକା ସେଟ
ବରଗଡ଼ ଅଫିସ,୧୮।୬: ବରଗଡ଼ର ଆନ୍ତର୍ଜାତୀୟ ପର୍ବତାରୋହୀ ଲିପିକା ସେଟ୍ଙ୍କ ଶୁକ୍ରବାର ଜନ୍ମଦିନ ଥିଲା । ନିଜ ଜନ୍ମଦିନକୁ ଲିପିକା ନିଆରା ଢଙ୍ଗରେ ପାଳନ କରିଥିଲେ। ବରଗଡ଼...
ଟିକା ନେବାର ଘଣ୍ଟାକ ପରେ ମୃତ୍ୟୁ ଅଭିଯୋଗ
ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): କୋଭିଡ୍ ଟିକା ନେବାର ଘଣ୍ଟାକ ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ମୃତକ ହେଲେ ଅନୁଗୋଳ ଜିଲା ଛେଣ୍ଡିପଦା...
ବଚସାରୁ ହତ୍ୟା
ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ...
ମହାକାଶ ଯିବ ଓଡ଼ିଆ ଛାତ୍ରଙ୍କ ପ୍ରକଳ୍ପ
ସୁନାବେଡ଼ା ,୨୦ା୬(ସ୍ବ.ପ୍ର.): ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଆସନ୍ତା ୨୪ ତାରିଖରେ ଏସ୍ଆର୍-୭ ରକେଟ୍ ଉତ୍କ୍ଷେପଣ କରାଯିବ। ଉକ୍ତ ମିଶନରେ ବ୍ୟବହୃତ ବିଭିନ୍ନ...
ଭାଇବୋହୂଙ୍କୁ ହତ୍ୟା ଧମକ: ଜେଲ୍ ଗଲେ ଦେଢ଼ଶୁର
ଦିଗପହଣ୍ଡି,୨ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ଜଗନ୍ନାଥ ପ୍ରଧାନ ଏବଂ ପ୍ରଶାନ୍ତ ପ୍ରଧାନଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।...
ନିଉତା ବାଣ୍ଟିଲେ ହନୁମାନ
ସମ୍ବଲପୁର,୧୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହରେ ସାମିଲ ହେବାକୁ ସୋମବାର ହନୁମାନ ନିଉତା (ଗୁଆଗୁଣ୍ଡା) ବିଧି ସମ୍ପନ୍ନ ହୋଇଛି। ପରମ୍ପରା ଅନୁସାରେ...


