E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କଟକ, ରାଜ୍ୟ

ପୁରୀ ବ୍ୟତୀତ ଆଉ କୌଣସି ସ୍ଥାନରେ ହେବ ନାହିଁ ରଥଯାତ୍ରା: ହାଇକୋର୍ଟ
1:26 pmJune 23, 2021

କଟକ ଅଫିସ,୨୩ା୬: ରାଜ୍ୟରେ କେବଳ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ ବୋଲି ପିଟିଶନକୁ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ। ଏନେଇ ହସ୍ତକ୍ଷେପ କରିବାକୁ ମନା କରିଛନ୍ତି ହାଇକୋର୍ଟ। କେନ୍ଦ୍ରାପଡ଼ା ବଳଦେବଜୀଉ ପୂଜକଙ୍କ ସମେତ ୫ଟି ପିଟିଶନ ହାଇକୋର୍ଟରେ ଦାୟର ହୋଇଥିଲା। ଆବେଦନକାରୀ କରୋନା କଟକଣା ଭିତରେ ରଥଯାତ୍ରା ନେଇ ଅନୁମତି ଦେବାକୁ ଦର୍ଶାଇଥିଲେ।

ମାମଲାର ଶୁଣାଣି କରି କୋର୍ଟ କହିଛନ୍ତି, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶନାମା ଅନୁସାରେ କେବଳ ପୁରୀରେ ରଥଯାତ୍ରା ହେବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ କେବଳ ପୁରୀର ବିନା ଭକ୍ତରେ ରଥଯାତ୍ରା ପାଇଁ ଅନୁମତି ଦିଆଯାଇଛି । କରୋନା କଟକଣା ଭିତରେ ସମସ୍ତ ଆୟୋଜନ ହେବ।

କୋଭିଡ୍‌ ରିପୋର୍ଟ ନେଗେଟିଭ୍‌ ଥିବା ସେବାୟତ, ପୋଲିସ କର୍ମଚାରୀ ଓ ଶ୍ରୀମନ୍ଦିର ପ୍ରଶାସନ କର୍ମକର୍ତ୍ତାଙ୍କୁ ନେଇ ରଥଯାତ୍ରାକୁ ଅନୁମତି ମିଳିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କଟକ, ରାଜ୍ୟ View All

ଅନ୍‌ଲକ୍‌ ଅଙ୍କକଷା

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ଏବେ ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ ଜାରି ରହିଛି। ପ୍ରାୟ ଦେଢ଼ ମାସ ହେବ ଜୀବନ ଓ ଜୀବିକାକୁ ନେଇ ଲୋକେ ବିଭିନ୍ନ...

ସ୍ୟାଟ୍‌ ଉଚ୍ଛେଦ ନିଷ୍ପତ୍ତି ହାଇକୋର୍ଟରେ କାଏମ

କଟକ ଅଫିସ, ୮।୬: ରାଜ୍ୟ ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍‌) ଉଚ୍ଛେଦ ପାଇଁ କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତି ଉପରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଦେଇଛନ୍ତି। ଫଳରେ...

କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାରୁ ଯୁବକଙ୍କୁ ହତ୍ୟା

ଜୟପୁର,୧୧ା୬: ଜୟପୁର ସଦର ଥାନା ଅଧୀନ କଣ୍ଡାପୁଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରହସ୍ୟ ଉନ୍ମୋଚନ କରିଛି ଜୟପୁର ସଦର ପୋଲିସ।...

ଆଜି ସାବିତ୍ରୀ ବ୍ରତ: ରାଜଧାନୀର ଦେବାଳୟ ଖାଁ ଖାଁ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଆଜି ସାବିତ୍ରୀ ଅମାବାସ୍ୟା। ଚଳିତବର୍ଷ କରୋନା ମହାମାରୀ ଯୋଗୁ ବିଭିନ୍ନ ରାଜଧାନୀର ଦେବାଳୟ ଖାଁ ଖାଁ ଦେଖିବାକୁ ମିଳିଛି। କରୋନା କଟକଣା ଯୋଗୁ ଶ୍ରଦ୍ଧାଳୁଙ୍କ...

ଦ୍ୱିତୀୟ ଡୋଜ୍‌ ଅପେକ୍ଷାରେ ଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା

ଭୁବନେଶ୍ୱର,୧୧।୬(ବ୍ୟୁରୋ): ପ୍ରଥମ ଡୋଜ ଟିକା ନେଇଥିବା ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣକୁ ନେଇ ବିଏମ୍‌ସି ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଅବଧି ଶେଷ ହେଉଥିବାରୁ ଅଗ୍ରାଧିକାର...

ଓଡ଼ିଶାର ଐତିହ୍ୟକୁ ସ୍ଥାନାନ୍ତର କରିବାକୁ ଦିଆଯିବ ନାହିଁ: ସୁର

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଥିବା ‘ଐତିହ୍ୟ ଘୋଡ଼ା’ ମୂର୍ତ୍ତିକୁ ରାଜଭବନ ଛକକୁ ସ୍ଥାନାନ୍ତର ନେଇ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି।...

କୋଭିଡ୍‌ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା।...

୪ ବର୍ଷର ପୁରୁଣା ଦାବି ଏବେ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ନିକଟରେ କେନ୍ଦ୍ର ସରକାର ଧାନ ସମେତ ୧୪ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବୃଦ୍ଧି କରିଛନ୍ତି। ସାଧାରଣ ଧାନର କୁଇଣ୍ଟାଲ ପିଛା ଏମ୍‌ଏସ୍‌ପି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୩ ହେଲିକପ୍ଟର ନେଇ ସହରରେ ପହଞ୍ଚିଲେ ରଦ୍ଦିଓ୍ବାଲା: ଆଉ ତା’ପରେ…
Next Post Next post:
କିଛି ବି ଅର୍ଡର କରି ନ ଥିଲେ; ହେଲେ ଆମାଜନ୍‌ରୁ ମହିଳାଙ୍କ ଘରେ ପହଞ୍ଚିଲା ୧୫୦ ପ୍ୟାକେଟ; ଖୋଲି ଦେଖିବା ପରେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts