E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ରହିବନି ଷ୍ଟ୍ରେଚ୍‌ମାର୍କ
11:45 amJune 1, 2021

ଅନେକ ମହିଳା ଶିଶୁ ଜନ୍ମ ପରେ ପେଟ ଏବଂ ଶରୀରର ଅନ୍ୟ କେତେକ ସ୍ଥାନରେ ହୋଇଥିବା ଷ୍ଟ୍ରେଚ୍‌ମାର୍କ କମ୍‌ କରିବାକୁ ନେଇ ବ୍ୟସ୍ତ ହୋଇପଡନ୍ତି। ହେଲେ ଏହା ଏକ ପ୍ରାକୃତିକ ପରିବର୍ତ୍ତନ ହୋଇଥିବାରୁ ଏଥିପାଇଁ ସମୟ ଲାଗିଥାଏ। ତଥାପି ଅପେକ୍ଷାକୃତ ଶୀଘ୍ର ଷ୍ଟ୍ରେଚ୍‌ମାର୍କ ଦୂରେଇବା ଲାଗି କେତୋଟି ଉପାୟ ଆପଣାଇ ପାରିବେ…

ଷ୍ଟ୍ରେଚ୍‌ମାର୍କ କମ୍‌ କରିବା ଲାଗି ଶରୀରର ଜଳୀୟାଂଶ ଠିକ୍‌ ରହିବା ସବୁଠୁ ଗୁରୁତ୍ୱପୂର୍ଣ୍ଣ। ତେଣୁ ଦିନକୁ ଅତି କମ୍‌ରେ ୩-୪ ଲିଟର ପାଣି ପିଅନ୍ତୁ।
ଉଷୁମ ପାଣିରେ ଗାଧେଇବା ପରେ ଷ୍ଟ୍ରେଚ୍‌ମାର୍କ ହୋଇଥିବା ସ୍ଥାନରେ ଧୀରେ ଧୀରେ ପ୍ରାୟ ୨ ମିନିଟ୍‌ ପର୍ଯ୍ୟନ୍ତ ଅଏଲ୍‌ ମସାଜ କରିବା ଦ୍ୱାରା ତାହା ନରମ ହେବା ସହ ମାର୍କ ଦୂର ହେବାରେ ସାହାଯ୍ୟ କରିଥାଏ। ଏଥିପାଇଁ ବାୟୋ ଅଏଲ୍‌ କିମ୍ବା ନଡିଆ ତେଲ ସବୁଠୁ ଭଲ। ଆପଣ ଚାହିଁଲେ ଏଥିପାଇଁ ଅନ୍ୟ ମସାଜ ଅଏଲ୍‌ ମଧ୍ୟ ବ୍ୟବହାର କରିପାରିବେ।
ବର୍ତ୍ତମାନ ଷ୍ଟ୍ରେଚ୍‌ମାର୍କ ଦୂର କରିବା ଲାଗି ବିଭିନ୍ନ ପ୍ରକାର କ୍ରିମ୍‌ ମାର୍କେଟ୍‌ରେ ଉପଲବ୍ଧ। ଡାକ୍ତରଙ୍କ ପରାମର୍ଶକ୍ରମେ କୌଣସି ଏକ ଭଲ ସ୍ପେଶିଆଲାଇଜ୍‌ଡ କ୍ରିମ୍‌, ଷ୍ଟ୍ରେଚ୍‌ମାର୍କ ରିକୋଭରି ସିରମ, ବଡି ଫର୍ମିଙ୍ଗ୍‌ ଜେଲ୍‌ ଆଦି ସକାଳେ ଏବଂ ସଂଧ୍ୟାରେ ଲଗାନ୍ତୁ ଉପକୃତ ହେବେ। ଏସବୁ କେମିକାଲ୍‌ ଫ୍ରି ହୋଇଥିଲେ ଭଲ।
ଲେମ୍ବୁରେ ଥିବା ପ୍ରାକୃତିକ ଏସିଡ୍‌ ଷ୍ଟ୍ରେଚ୍‌୍‌ ମାର୍କ ଦୂର କରିବାରେ ସାହାଯ୍ୟ କରିଥାଏ। ଏଥିପାଇଁ ଏକ କଟନ ସାହାଯ୍ୟରେ ଲେମ୍ବୁ ରସ ନେଇ ଷ୍ଟ୍ରେଚ୍‌ମାର୍କ ଥିବା ସ୍ଥାନରେ ଲଗାଇ ଦଶ ମିନିଟ୍‌ ପର୍ଯ୍ୟନ୍ତ ରଖିବା ପରେ ନଖ ଉଷୁମ ପାଣିରେ ଗାଧୋଇ ପଡନ୍ତୁ।
ଆଲୋଭେରାରୁ ଜେଲ୍‌ ବାହାର କରି ଷ୍ଟ୍ରେଚ୍‌ମାର୍କ ହୋଇଥିବା ସ୍ଥାନ ଉପରେ ଧୀରେ ଧୀରେ ଘଷନ୍ତୁ। ୧୫ମିନିଟ୍‌ ରଖିବା ପରେ ଅଳ୍ପ ଉଷୁମ ପାଣିରେ ଧୋଇଦିଅନ୍ତୁ।
ଶୀଘ୍ର ସ୍କିନ୍‌ ରିପେୟାର୍‌ କରିବାରେ ଏକ୍ସରସାଇଜ୍‌ ବେଶ୍‌ ସାହାଯ୍ୟ କରିଥାଏ। ଯାହା ଗର୍ଭଧାରଣ ଯୋଗୁ ଫୁଲିଯାଇଥିବା ଏବଂ ଷ୍ଟ୍ରେଚ୍‌ମାର୍କ ହୋଇଥିବା ସ୍ଥାନକୁ ଧୀରେ ଧୀରେ ରିପେୟାର୍‌ କରି ପୂର୍ବ ଭଳି ସୁନ୍ଦର କରିଥାଏ।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ତ୍ୱଚା ପାଇଁ ବରଦାନ ନଡ଼ିଆ ତେଲ

ସବୁଠୁ ସହଜ ଏବଂ ସୁଲଭ ଦରରେ ମିଳୁଥିବା ନଡ଼ିଆ ତେଲରେ ଭରି ରହିଛି ଅନେକ ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପାଦାନ। ଏହାକୁ କିପରି ବ୍ୟବହାର କଲେ ଆପଣ...

ଚନ୍ଦନରେ ରହିଛି ଏସବୁ ଉପକାରୀ ଗୁଣ

ଅନିୟମିତ ଜୀବନଶୈଳୀ ସହ ପ୍ରଦୂଷିତ ବାୟୁମଣ୍ଡଳ ଯୋଗୁ ଆଜିକାଲି ଅଧିକାଂଶ ଲୋକଙ୍କ ତ୍ୱଚାରେ ସମସ୍ୟା ଦେଖାଦେଉଛି। ତେବେ ତ୍ୱଚା ପାଇଁ ଚନ୍ଦନ ସବୁଠୁ ଉପକାରୀ ବୋଲି...

କିପରି ଚିହ୍ନିବେ ଭଲ ସାଙ୍ଗଙ୍କୁ

କୌଣସି ମଣିଷଙ୍କୁ ଚିହ୍ନିବା ସବୁଠାରୁ କଷ୍ଟକର। ସମସ୍ତଙ୍କ ମଧ୍ୟରେ ଯଦି କଥା ବନ୍ଧୁଙ୍କୁ ଚିହ୍ନିବାରେ ଆସେ, ତେବେ ତାହା ଅଧିକ ଗମ୍ଭୀର ହୋଇଥାଏ। ଅନେକ ସମୟର...

ପୁଦିନାର ଘରୋଇ ବ୍ୟବହାର

ଖରା ଏବଂ ବର୍ଷାଦିନେ ପୁଦିନା ସଞ୍ଜୀବନୀବୁଟି ଭଳି କାମ ଦେଇଥାଏ। ଗୃହିଣୀମାନେ ଏହାକୁ ଘରୋଇ ଉପାୟରେ ବହୁଳ ଭାବରେ ବ୍ୟବହାର କରିପାରିବେ.. – ପୁଦିନା ଓ...

ବ୍ରାହ୍ମଣ ଏବଂ ସ୍ତ୍ରୀଙ୍କ ସବୁଠାରୁ ବଡ଼ ଶକ୍ତି କ’ଣ ଆପଣ ଜାଣନ୍ତି କି?

ସ୍ତ୍ରୀ ହୁଅନ୍ତୁ ଅବା ପୁରୁଷ, ସମସ୍ତଙ୍କ ପାଖରେ କିଛି ଗୁଣ, କିଛି ଶକ୍ତି ରହିଥାଏ। ଏହାଦ୍ୱାରା ସେମାନେ କାର୍ଯ୍ୟ ସିଦ୍ଧି କରନ୍ତି। ଆଚାର୍ଯ୍ୟ ଚାଣକ୍ୟ ନୀଜର...

କଥାବାର୍ତ୍ତା ଶୈଳୀ ବଢ଼ାଏ କାର୍ଯ୍ୟଦକ୍ଷତା

ନିଜର କଥାବାର୍ତ୍ତା ଶୈଳୀ ଉପରେ ସେହି ବ୍ୟକ୍ତିଙ୍କର କାର୍ଯ୍ୟଦକ୍ଷତା ନିର୍ଭର କରିଥାଏ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି। ଏପରି ରୋଚକ ତଥ୍ୟ ସମ୍ପର୍କରେ ଲଣ୍ଡନ...

ଏକ୍‌ମୋ ଚିକିତ୍ସା

ଏକ୍‌ମୋ ଗୋଟିଏ ପରିବର୍ତ୍ତିତ ହାର୍ଟ-ଲଙ୍ଗ୍‌ସ ଯନ୍ତ୍ର। ହୃତ୍‌ପିଣ୍ଡ ବା ହାର୍ଟ ଅପରେଶନ ସମୟରେ ଏହା ବ୍ୟବହାର ହୁଏ। ମୁମୂର୍ଷୁ ରୋଗୀକୁ ଜୀବନ ଦାନ କରେ। ଶରୀରର...

ସାବିତ୍ରୀ

ସତ୍ୟବାନ ଅର୍ଥ ଯିଏ ସତ୍ୟରେ ଅଧିଷ୍ଠିତ ଆଉ ସାବିତ୍ରୀ ଅର୍ଥ ଯିଏ ସମର୍ପିତା। ସତ୍ୟ ପ୍ରତି ସମର୍ପିତ ହେଲେ ମଣିଷ ମୃତ୍ୟୁକୁ ବି ଜୟ କରିପାରେ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାରତୀୟ ଷ୍ଟ୍ରେନ୍‌କୁ ‘ଡେଲ୍ଟା’ ନାମ ଦେଲା ଡବ୍ଲ୍ୟୁଏଚ୍‌ଓ…
Next Post Next post:
ପିଲାଙ୍କ ସାଥୀ ଇଣ୍ଟରନେଟ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts