ନୂଆଦିଲ୍ଲୀ, ୩।୬: କରୋନାରେ ଦ୍ୱିତୀୟ ଲହର ଭଳି ଭାରତରେ ତୃତୀୟ ଲହର ମଧ୍ୟ ଅନୁରୂପ ଭୟାବହ ସ୍ଥିତି ସୃଷ୍ଟି କରିପାରେ। ଏହା ୯୮ ଦିନ ପର୍ଯ୍ୟନ୍ତ ରହିବ ବୋଲି ଏସ୍ବିଆଇ ଇକୋର଼୍ୟାପ୍ ରିପୋର୍ଟରେ କୁହାଯାଇଛି। ତୃତୀୟ ଲହର ଦ୍ୱିତୀୟଠାରୁ ଭିନ୍ନ ହେବ ନାହିଁ। ତେବେ ଭଲ ପ୍ରସ୍ତୁତି ଯୋଗୁ ଉକ୍ତ ଲହରରେ ମୃତ୍ୟୁସଂଖ୍ୟା କମ୍ ହୋଇପାରେ ବୋଲି କୁହାଯାଇଛି। ଦ୍ୱିତୀୟ ଲହର ୧୦୮ ଦିନ ରହିବାକୁ ଥିବାବେଳେ ତୃତୀୟ ଲହର ୯୮ ଦିନ ରହିବ। ଏହାର ପିକ୍ ଦ୍ୱିତୀୟ ଲହରର ୧.୮ଗୁଣ ହେବ ବୋଲି ରିପୋର୍ଟରେ କୁହାଯାଇଛି। ଦ୍ୱିତୀୟ ଲହରର ପିକ୍ ମେ’ ମାସ ଥିଲା। ଏହି ମାସରେ ପ୍ରାୟ ୯୦.୩ ଲକ୍ଷ ସଂକ୍ରମିତ ହୋଇଛନ୍ତି ଓ ୧.୨ ଲକ୍ଷରୁ ଅଧିକ ପ୍ରାଣ ହରାଇଛନ୍ତି।
Posted inକରୋନା ଭାଇରସ୍, ଜାତୀୟ View All
ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍ ମାଗିଲେ ଯୁବକ
ନୂଆଦିଲ୍ଲୀ,୨୨।୬: କରୋନା ମହାମାରୀରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଆସୁଥିବା ବଲିଉଡ୍ ଅଭିନେତା ସୋନୁ ସୁଦଙ୍କୁ ଗର୍ଲଫ୍ରେଣ୍ଡଙ୍କ ପାଇଁ ଆଇଫୋନ ମାଗିଛନ୍ତି ଜଣେ ଯୁବକ। ଏହାର...
ସଂକ୍ରମଣ ମାତ୍ରା କମାଏ ଭିଟାମିନ୍ ଡି
ହାଇଦ୍ରାବାଦ, ୨ା୬: ଶରୀରରେ ଯଥେଷ୍ଟ ମାତ୍ରାରେ ଭିଟାମିନ୍ ଡି କରୋନା ସଂକ୍ରମଣ ହ୍ରାସ କରିବାରେ ପ୍ରମୁଖ ଭୂମିକା ନେଇଥାଏ। ଏ ସଂକ୍ରାନ୍ତରେ ହାଇଦ୍ରାବାଦସ୍ଥିତ ନିଜାମ୍ ଇନ୍ଷ୍ଟିଚ୍ୟୁଟ୍...
ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ମୂଲ୍ୟାୟନ ପଦ୍ଧତି ପାଇଁ କମିଟି ଗଠନ
ନୂଆଦିଲ୍ଲୀ, ୫ା୬: ମହାମାରୀ ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହେବା ପରେ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ ପଦ୍ଧତି ନିରୂପଣ ଲାଗି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା...
ପାନ୍-ଆଧାର ଲିଙ୍କ୍ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି
ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍ ସହ ଆଧାର ଲିଙ୍କ୍ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...
ପାସପୋର୍ଟ ନ ମିଳିବାରୁ କୋର୍ଟରେ ଅଭିନେତ୍ରୀ
ମୁମ୍ବାଇ,୧୬।୬: ମୁମ୍ବାଇ ପୋଲିସ ପକ୍ଷରୁ ଦାୟର କରାଯାଇଥିବା ଏଫ୍ଆଇଆର ଯୋଗୁ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ପାସପୋର୍ଟ ରିନ୍ୟୁ କରିବାକୁ ମନା କରି ଦେଇଛନ୍ତି ପାସପୋର୍ଟ...
ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ନେଲା ପ୍ରଥମ ଜୀବନ…
ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ସମ୍ପର୍କରେ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଡେଲ୍ଟା ଭାରିଆଣ୍ଟ୍ର...
ସ୍ବାମୀଙ୍କ ଉପରେ ଚାଲିଛି ସ୍ତ୍ରୀର ହତ୍ୟା ମାମଲା, ୮ ମାସ ପରେ ପ୍ରେମିକଙ୍କ ଘରୁ ମିଳିଲେ ମହିଳା
ପାଟନା,୧୮ା୬: ବିହାରର ଦାନାପୁର (ସୁଲତାନପୁର)ରୁ ସାମ୍ନାକୁ ଆସିଛି ସଭିଙ୍କୁ ଚମାକାଇ ଦେଲା ଭଳି ଘଟଣା। ୮ ମାସ ହେଲା ସ୍ବାମୀ ଓ ତାଙ୍କ ପରିବାରବର୍ଗଙ୍କ ବିରୋଧରେ...
ଡାକ୍ତରଙ୍କ ଘରୁ ମିଳିଲା ହଜାର ହଜାର ସଂଖ୍ୟାରେ ନକଲି ଇଞ୍ଜେକଶନ
ନୂଆଦିଲ୍ଲୀ,୨୦।୬: ବ୍ଲାକ ଫଙ୍ଗ୍ସରେ ପୀଡ଼ିତ ରୋଗୀଙ୍କୁ ଦିଆଯାଉଥିବା ଲିପୋସୋମାଲ ଆମ୍ଫୋଟେରିକିନ-ବି’ର ନକଲି ଇଞ୍ଜେକଶନ ଉତ୍ପାଦନ ଓ ବିକ୍ରି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ଦିଲ୍ଲୀ...


