ନୂଆଦିଲ୍ଲୀ, ୩।୬: କରୋନାରେ ଦ୍ୱିତୀୟ ଲହର ଭଳି ଭାରତରେ ତୃତୀୟ ଲହର ମଧ୍ୟ ଅନୁରୂପ ଭୟାବହ ସ୍ଥିତି ସୃଷ୍ଟି କରିପାରେ। ଏହା ୯୮ ଦିନ ପର୍ଯ୍ୟନ୍ତ ରହିବ ବୋଲି ଏସ୍ବିଆଇ ଇକୋର଼୍ୟାପ୍ ରିପୋର୍ଟରେ କୁହାଯାଇଛି। ତୃତୀୟ ଲହର ଦ୍ୱିତୀୟଠାରୁ ଭିନ୍ନ ହେବ ନାହିଁ। ତେବେ ଭଲ ପ୍ରସ୍ତୁତି ଯୋଗୁ ଉକ୍ତ ଲହରରେ ମୃତ୍ୟୁସଂଖ୍ୟା କମ୍ ହୋଇପାରେ ବୋଲି କୁହାଯାଇଛି। ଦ୍ୱିତୀୟ ଲହର ୧୦୮ ଦିନ ରହିବାକୁ ଥିବାବେଳେ ତୃତୀୟ ଲହର ୯୮ ଦିନ ରହିବ। ଏହାର ପିକ୍ ଦ୍ୱିତୀୟ ଲହରର ୧.୮ଗୁଣ ହେବ ବୋଲି ରିପୋର୍ଟରେ କୁହାଯାଇଛି। ଦ୍ୱିତୀୟ ଲହରର ପିକ୍ ମେ’ ମାସ ଥିଲା। ଏହି ମାସରେ ପ୍ରାୟ ୯୦.୩ ଲକ୍ଷ ସଂକ୍ରମିତ ହୋଇଛନ୍ତି ଓ ୧.୨ ଲକ୍ଷରୁ ଅଧିକ ପ୍ରାଣ ହରାଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.