ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ଆଶଙ୍କା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ ଦିଆଯାଇଛି। ରାଜ୍ୟ ସରକାର ବୁଝି ବିଚାରି ଅନ୍ଲକ୍ କରିବାକୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ବହୁ ରାଜ୍ୟରେ ଲୋକେ କରୋନା ମାର୍ଗଦର୍ଶିକାକୁ ପାଳନ କରୁ ନ ଥିବାରୁ ତୃତୀୟ ଲହରରେ ସଂକ୍ରମଣ ଅଧିକ ସଙ୍କଟ ସୃଷ୍ଟି ହେବାର ଆଶଙ୍କା ରହିଥିବା କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ଲୋକଙ୍କୁ ସଚେତନ କରାଇବା ସହିତ ସାବଧାନ ସହିତ ଅନ୍ଲକ୍ କରିବାକୁ କେନ୍ଦ୍ର କହିଛି। କରୋନା ଲଢ଼େଇରେ ୫ ସ୍ତରୀୟ ରଣନୀତି ଆପଣେଇବା ଲାଗି କେନ୍ଦ୍ର ପରାମର୍ଶ ଦେଇଛି। ଏହି ରଣନୀତି ଅପରିହାର୍ଯ୍ୟ ଥିବା କେନ୍ଦ୍ର ସରକାର କହିଛନ୍ତି। ଦେଶରେ ୬ରୁ ୮ ସପ୍ତାହ ମଧ୍ୟରେ ତୃତୀୟ ଲହର ଆଶଙ୍କା ଥିବା ନେଇ ଏମ୍ସ୍ ନିର୍ଦ୍ଦେଶକ ରଣଦୀପ୍ ଗୁଲେରିଆଙ୍କ ସତର୍କ ସୂଚନା ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.