ବଲିଉଡ୍ ଅଭିନେତା ଆଫତାବ ଶିବଦାସାନିଙ୍କ ଆଜି ଜନ୍ମଦିନ। ଏହି ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନ ସମ୍ପର୍କିତ କିଛି କଥା। ହୁଏତ ଆଫତାବ ଚଳଚ୍ଚିତ୍ର କ୍ୟାରିୟର ଫ୍ଲପ୍ ହୋଇଥାଇପାରେ, କିନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସେ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ଆଫତାବ ୩୮ ବର୍ଷ ବୟସରେ ନିନ୍ ଦୁସାଞ୍ଜଙ୍କୁ ବିବାହ କରିଥିଲେ। ଆଫତାବ ଏବଂ ନିନଙ୍କ ବିବାହ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଯଦିଓ ଆଫତାବ ଏବଂ ନିନ୍ ୨୦୧୪ ମସିହାରେ ବିବାହ କରିଥିଲେ, ମାତ୍ର ସେ ୨୦୧୭ ମସିହାରେ ପରମ୍ପରା ଓ ରାଜକୀୟ ଶୈଳୀରେ ଦ୍ୱିତୀୟ ଥର ନିଜ ସ୍ତ୍ରୀଙ୍କୁ ବିବାହ କରିଥିଲେ।
ସୂଚନାଯୋଗ୍ୟ, ଆଫତାବ ସଂପର୍କରେ କବୀର ବେଦୀଙ୍କ ସଢ଼ୁ। ଯେ ନିନ୍ ନବ କବୀର ବେଦୀଙ୍କ ସ୍ତ୍ରୀ ପରଭେନ ଦୁସାଞ୍ଜଙ୍କ ଭଉଣୀ। ପ୍ରାୟ ଦୁଇ ବର୍ଷ ନିନ୍ ଏବଂ ଆଫତାବ ପରସ୍ପରକୁ ଡେଟ କରିଥିଲେ, ଯାହା ପରେ ଉଭୟ ୨୦୧୪ ମସିହାରେ ବିବାହ କରିଥିଲେ ।
ବୋଲ୍ଡ ଶଟ୍ ପାଇଁ..
କିଆରା ଆଡଓ୍ବାନୀଙ୍କୁ ନେଇ ଏବେ ଚର୍ଚ୍ଚା। କାରଣ କ’ଣ ଜାଣନ୍ତି ? ନିକଟରେ ଏକ ସିନେମାରେ ଅଭିନୟ କରିବାକୁ ତାଙ୍କୁ ଅଫର ମିଳିଥିଲା। କିନ୍ତୁ ଏଥିରେ...
ଗୋଟିଏ ପରେ ଗୋଟିଏ ଫିଲ୍ମ ଫ୍ଲପ୍ ହେବା ହେବା ପରେ ଏମିତି କରିଥିଲେ ଏହି ଅଭିନେତା
ଫିଲ୍ମ ଇଣ୍ଡଷ୍ଟ୍ରିର ରଙ୍ଗୀନ ଦୁନିଆରେ କେଉଁ ଷ୍ଟାର ଆଗକୁ ଯିବେ ତାହା କହିବା ଅତ୍ୟନ୍ତ କଷ୍ଟକର। ଏହି ଲାଇନ୍ରେ ଆସି ଅନେକ ଭଲ ତାରକା ମଧ୍ୟ...
ନିଆଙ୍କ ଉପରେ ରାଗିଗଲେ ଦେବୋଲିନା: କହିଲେ ‘ଖାଲି ଫ୍ୟାଶନ୍ ଦେଖାଇଲେ ହେବନି; ମଣିଷ ହେବା ଲାଗି…’
ବମ୍ବେ: ଟୁଇଟରରେ ଟଣାଓଟରା। କିଏ ଠିକ୍ କିଏ ଭୁଲ କହିବା ମୁସ୍କିଲ। ହେଲେ ପରୋକ୍ଷରେ ଆରୋପ ପ୍ରତ୍ୟାରୋପ ସହ ଅଭିନୟକୁ ନେଇ କଥା କଟାକଟି ଜାରି...
ଶୁଟିଂ ସେଟ୍ରେ ମାଗାଜିନ୍ ପଢ଼ୁପଢ଼ୁ ହିରୋଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ, ଜାଣନ୍ତୁ କାହିଁକି
ଅଭିନେତ୍ରୀ ନୂତନ ତାଙ୍କ ଅଭିନୟ ଏବଂ ସୌନ୍ଦର୍ଯ୍ୟରେ ପ୍ରଶଂସକଙ୍କୁ ପାଗଳ କରି ଦେଉଥିଲେ। ସେ ୪ ଜୁନ୍ ୧୯୩୬ ରେ ଜନ୍ମଗ୍ରହଣ କରିଥିଲେ। ନୂତନ ସର୍ବଦା...
ମଲାଇକାଙ୍କ ସହ ଡେଟ୍ କରୁଥିବା ଅର୍ଜୁନ ଏକଦା ପଡ଼ିଥିଲେ ସଲମାନ୍ଙ୍କ ଭଉଣୀଙ୍କ ପ୍ରେମରେ, ଦୁଇ ବର୍ଷ ପରେ…
ବଲିଉଡ୍ ଅଭିନେତା ଅର୍ଜୁନ କପୁରଙ୍କ ଆଜି ଜନ୍ମଦିନ । ସେ ୨୬ ଜୁନ ୧୯୮୫ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଅର୍ଜୁନ ଆଜି ତାଙ୍କର ୩୬ ତମ...
କଙ୍ଗନାଙ୍କ ରାଗ ଦେଖି କରଣ ଛାନିଆ
ମୁମ୍ବାଇ: ବଲିଉଡ୍ କ୍ୱିନ୍ କଙ୍ଗନା ରାଣାଓ୍ବତ୍ ସବୁବେଳେ ନିଜ ଢଙ୍ଗରେ ଜବାବ ଦେବା ନେଇ ବେଶ୍ ଜଣାଶୁଣା। ପ୍ରତ୍ୟେକ ପ୍ରସଙ୍ଗରେ ସେ କିଛି ନା କିଛି...
ବ୍ରିଟିଶ ଖବରଦାତାଙ୍କ ପ୍ରେମରେ ପଡ଼ି ଲିଭ୍ଇନ୍ରେ ରହୁଥିଲେ ଆମିର, ଏବେ ଲୁଚାଛପାରେ ରହିଛି ପୁଅ !
ବମ୍ବେ: ଚାକଚକ୍ୟ ଏବଂ ଗ୍ଲାମର ଜଗତ ବାହାରୁ ଯେତିକି ସୁନ୍ଦର, ସେତିକି ବିବାଦୀୟ ମଧ୍ୟ। ଅନେକ ଗୁଜବକୁ ନେଇ ମଧ୍ୟ ବଲିଉଡର ପରିବେଶ ସରଗରମ ରହିଥାଏ।...
ସଲମାନଙ୍କ ସହ ଶୁଟିଂ କରୁଥିବା ସମୟରେ ଏମିତି ହୋଇଥିଲା ଏହି ଅଭିନେତ୍ରୀଙ୍କ ଅବସ୍ଥା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଜରିନ୍ ଖାନ୍ ଅନେକ ଥର ଦେହ ପାଇଁ ଲଜ୍ଜାର ଶିକାର ହୋଇଛନ୍ତି। ସେ ତାଙ୍କର ଅନେକ ସାକ୍ଷାତକାରରେ ଏ ବିଷୟରେ ମଧ୍ୟ...


