ଛତ୍ରପୁର,୨୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସହ ସକ୍ରିୟଙ୍କ ସଂଖ୍ୟା ବହୁତ କମ୍ ଥିବାରୁ ଜିଲା ଗ୍ରୀନ୍ ଜୋନରେ ରହିଛି। ଅପରପକ୍ଷରେ ଜିଲାର ୨୨ ବ୍ଲକ ମଧ୍ୟରୁ ଶେରଗଡ଼ ବ୍ଲକ ସମ୍ପୂର୍ଣ୍ଣ କରୋନା ମୁକ୍ତ ହୋଇଛି। ସେହିପରି ଜିଲାର ୧୮ ସହର ମଧ୍ୟରୁ ୮ ସହର ମଧ୍ୟ ସମ୍ପୂର୍ଣ୍ଣ କରୋନା ମୁକ୍ତ ରହିଛି। ଉକ୍ତ ସ୍ଥାନଗୁଡ଼ିକରେ ଜଣେ ବି କରୋନା ସଂକ୍ରମିତ ଆକ୍ଟିଭ୍ ନ ଥିବାବେଳେ ସମ୍ପୂର୍ଣ୍ଣ ସହର ଓ ଶେରଗଡ଼ ବ୍ଲକର ସମସ୍ତ ୯୫ ଗାଁ ଗ୍ରୀନ ଜୋନ୍ରେ ରହିଛି। ପ୍ରଶାସନ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆସିକା, ବେଲଗୁଣ୍ଠା, ଦିଗପହଣ୍ଡି, ଗଞ୍ଜାମ, ଗୋପାଳପୁର, ହିଞ୍ଜିଳି, ପୁରୁଷୋତ୍ତମପୁର ଓ ରମ୍ଭା ସହର ସମ୍ପୂର୍ଣ୍ଣ କରୋନା ମୁକ୍ତ ହୋଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.