E-Paper
  • logo
  • Wednesday 1st April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, ଫୁରସତ

ଏହି ଦେଶକୁ ମିଳିଲା ୧,୦୯୮ କ୍ୟାରେଟ୍‌ ପୃଥିବୀର ତୃତୀୟ ବୃହତ୍ତମ ହୀରା: ଏବେ ସୁଧୁରିବ ଆର୍ଥିକ ଅବସ୍ଥା…
2:17 pmJune 17, 2021

ଗାର୍ବୋନ୍‌,୧୭।୬: ଆଫ୍ରିକୀୟ ଦେଶ ବୋଷ୍ଟଓ୍ବାନାକୁ ପୃଥିବୀର ତୃତୀୟ ବୃହତ୍ତମ ହୀରା ମିଳିଛି। ଜୁନ୍‌ ୧ରେ ମିଳିଥିବା ଏହି ହୀରାକୁ ରାଷ୍ଟ୍ରପତି ମୋକଗଓ୍ବେତ୍ସି ମସିସି ବୁଧବାର ଦେଖିଛନ୍ତି। ହୀରା ଖନନକାରୀ କମ୍ପାନୀ ଦେବସ୍ବାନାର ପରିଚାଳନା ନିର୍ଦ୍ଦେଶକ ଲାୟନଟି ଆର୍ମଷ୍ଟ୍ରଙ୍ଗ୍‌ ଏହାକୁ ରାଷ୍ଟ୍ରପତିଙ୍କୁ ପ୍ରଦାନ କରିଛନ୍ତି। ଏହି ହୀରାର ଓଜନ ୧,୦୯୮ କ୍ୟାରେଟ୍‌। ଏହାଦ୍ୱାରା ବୋଷ୍ଟଓ୍ବାନାର ଆର୍ଥିକ ସ୍ଥିତିରେ ସୁଧାର ଆସିବ ବୋଲି କୁହାଯାଉଛି। ବର୍ତ୍ତମାନ ସୁଦ୍ଧା ଏହି ଦୁର୍ଲଭ ହୀରାର ନାମ କରଣ କରାଯାଇ ନାହିଁ। ଏହି ହୀରାର ଲମ୍ବ ୭୩ ମିଲିମିଟର ଏବଂ ଚୌଡ଼ା ୫୨ ମିଲିମିଟର ରହିଛି ବୋଲି ଦେବସ୍ବାନା କମ୍ପାନୀ ପକ୍ଷରୁ କୁହାଯାଇଛି। ଏହାପୂର୍ବରୁ ୧୯୦୫ରେ ଦକ୍ଷିଣ ଆଫ୍ରିକା ଖଣିରୁ ପୃଥିବୀର ବୃହତ୍ତମ ହୀରା କୁଲିନାନ୍‌ ମିଳିଥିଲା। ଏହାର ଓଜନ ୩,୧୦୬ କ୍ୟାରେଟ୍‌। ସେହିପରି ୨୦୧୫ରେ ଉତ୍ତର ପୂର୍ବ ବୋଷ୍ଟଓ୍ବାନାର ଖଣିରୁ ୧,୧୦୯ କ୍ୟାରେଟ୍‌ ଓଜନ ବିଶିଷ୍ଟ ପୃଥିବୀର ଦ୍ୱିତୀୟ ବୃହତ୍ତମ ହୀରା ଲେସିଡି ଲା ରୋନା ମିଳିଥିଲା। ସୂଚନାଯୋଗ୍ୟ,ଦେବସ୍ବାନା କମ୍ପାନୀ ଦ୍ୱାରା ବିକ୍ରି ହେଉଥିବା ହୀରାର ୮୦ ପ୍ରତିଶତ ରାଜସ୍ବ ସରକାରଙ୍କ ପାଖକୁ ଯାଇଥାଏ। କରୋନା ମହାମାରୀ ଯୋଗୁ ହୀରା ବିକ୍ରି ହ୍ରାସ ପାଇଛି। ଏହାଦ୍ୱାରା ବୋଷ୍ଟଓ୍ବାନାର ଆର୍ଥିକ ସ୍ଥିତି ସଙ୍କଟ ଦେଇ ଗତି କରୁଛି। ମାତ୍ର ହୀରା ମିଳିବା ଯୋଗୁ ଲୋକେ ଏବେ ଆନନ୍ଦରେ ଉତ୍ସବ ପାଳନ କରୁଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, ଫୁରସତ View All

ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …

ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍‌ଆଇଭି ପଜିଟିଭ୍‌...

ରାଜପଥରେ ଗାଡ଼ିରୁ ତେଲ ଶେଷ ହେଲେ ଫାଇନ୍‌

ଏଭଳି ଏକ ଦେଶ ଅଛି, ଯେଉଁଠାରେ ତେଲ ଶେଷ ହେବା କାରଣରୁ ରାଜପଥରେ ଗାଡ଼ି ଅଟକାଇବା ବେଆଇନ। ଏଭଳି ନିୟମ ରହିଛି ଜର୍ମାନୀରେ। ଏହି ଦେଶରେ...

କାନାଡା ସୁପ୍ରିମକୋର୍ଟରେ ଭାରତୀୟ ବଂଶୋଦ୍ଭବ

ଭାରତୀୟ ବଂଶୋଦ୍ଭବ ବିଚାରପତି ମହମଦ ଜମାଲ ପ୍ରଥମ ଅଣଶ୍ୱେତାଙ୍ଗ ଭାବେ କାନାଡା ସୁପ୍ରିମକୋର୍ଟକୁ ମନୋନୀତ ହୋଇଛନ୍ତି। ୨୦୧୯ରୁ ଓଣ୍ଟାରିଓସ୍ଥିତ କୋର୍ଟ ଅଫ୍‌ ଅପିଲ୍‌ର ବିଚାରପତି ଥିବା...

ଫୁଟୁଥିବା ଗରମ ପାଣିରେ ୩ କିଲୋ ଚିନି ମିଶାଇ ଶୋଇଥିବା ସ୍ବାମୀଙ୍କ ଉପରେ ଢାଳିଦେଲେ ସ୍ତ୍ରୀ, ଆଉ ତା’ ପରେ…

ଲଣ୍ଡନ,୧୮।୬: ଇଂଲଣ୍ଡର ଜଣେ ୫୯ ବର୍ଷୀୟା ମହିଳା ୮୧ ବର୍ଷୀୟ ବୃଦ୍ଧ ସ୍ବାମୀଙ୍କ ଉପରେ ଫୁଟୁଥିବା ଗରମ ପାଣିରେ ଚିନି ମିଶାଇ ଢାଳି ଦେବାରୁ ତାଙ୍କର...

ଆଖି ନ ଥାଇ ଏଭରେଷ୍ଟ ଚଢ଼ିଲେ

ଚାଇନାର ଜଣେ ପର୍ବତାରୋହଣକାରୀ ବିନା ଦୃଷ୍ଟିଶକ୍ତିରେ ବିଶ୍ୱର ସର୍ବୋଚ୍ଚ ପର୍ବତ ଶୃଙ୍ଗ ଏଭରେଷ୍ଟ ଚଢ଼ିବାରେ ସଫଳ ହୋଇଛନ୍ତି। ୪୪ ବର୍ଷୀୟ ଝାଙ୍ଗ ହୋଙ୍ଗ୍‌ ଏପରି କରିବାରେ...

ଭାରତୀୟ ଷ୍ଟ୍ରେନ୍‌କୁ ‘ଡେଲ୍ଟା’ ନାମ ଦେଲା ଡବ୍ଲ୍ୟୁଏଚ୍‌ଓ…

ଜେନେଭା/ନୂଆଦିଲ୍ଲୀ,୧।୬: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁର ଷ୍ଟ୍ରେନ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗ୍ରୀକ୍‌ ଅକ୍ଷର ଡେଲ୍ଟଶ ଭାବେ ନାମକରଣ କରାଯାଇଛି। ଅକ୍ଟୋବର ୨୦୨୦ରେ...

ବିବାଦରେ ଭାଇରସ୍‌

ସାରା ବିଶ୍ବରେ ଆତଙ୍କ ସୃଷ୍ଟି କରିଥିବା କରୋନା ଭାଇରସ୍‌ର ଜନ୍ମ ଯେପରି ରହସ୍ୟମୟ, ସେତିକି ବିସ୍ମୟକର । ପୁଣି ତାକୁ ନେଇ ଏବେ ଅସଂଖ୍ୟ ପ୍ରଶ୍ନବାଚୀ…...

କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍‌ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…

ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ତାଣ୍ଡବ ରଚିବା ଆଶଙ୍କା …
Next Post Next post:
୧୦ ହଜାରରୁ ଅଧିକ ଘର ଉପରେ ଚାଲିବ ବୁଲ୍‌ଡୋଜର: ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts