E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ଏମିତି ଦେଶ, ଯାହାର ନୌସେନା ନାହିଁ କି ବାୟୁସେନା, ଏପରି ହୋଇଥାଏ ଦେଶ ସୁରକ୍ଷା
3:04 pmJune 23, 2021

ସାଧାରଣତଃ ଦେଶର ସୁରକ୍ଷା ପାଇଁ ଜଳ, ସ୍ଥଳ, ବାୟୁ ସେନା ଗଠନ କରାଯାଇଥାଏ। କାରଣ ଶତ୍ରୁ ଦେଶ ସହ କଡ଼ା ମୁକାବିଲା କରିବା ପାଇଁ ଏପରି କରାଯାଇଥାଏ। ମାତ୍ର ବିଶ୍ୱରେ ଏମିତି ଏକ ଦେଶ ଅଛି, ଯାହାର ନୌସେନା ନାହିଁ କି ବାୟୁସେନା ନାହିଁ। ଏଥିପାଇଁ ଅନ୍ୟ ଦେଶ ଉପରେ ନିର୍ଭର କରିବାକୁ ପଡ଼ିଥାଏ।

ଏପରି ଦେଶ ହେଉଛି ଭୁଟାନ। ଯାହା ଦକ୍ଷିଣ ଏସିଆର ଏକ ଛୋଟ ଦେଶ। ଯାହା ହିମାଳୟ ଉପରେ ଅବସ୍ଥିତ। ଭୁଟାନର ସବୁ ସ୍ଥାନରେ କେବଳ ପର୍ବତ ଏବଂ ପାହାଡ଼ ରହିଛି। ଏହାର ପୃଷ୍ଠଭୂମି ଦୁନିଆର ସବୁଠୁ ଦୁର୍ଗମ ଅଟେ। ଭୁଟାନର ସ୍ଥାନୀୟ ନାମ ହେଉଛି ‘ଡ୍ରକ୍‌ ୟୁଲ୍‌’। ଯାହାର ଅର୍ଥ ହେଉଛି ଅଜଗର।

ଭୁଟାନ ସ୍ବାଧୀନତା ପାଇବାର ଶହେ ବର୍ଷ ଚାଲିଛି। ଏହାର ଇତିହାସରେ ଏହା କେବେବି ଉପନିବେଶ କରାଯାଇନାହିଁ। ଭୁଟାନରେ ନୌସେନା ନ ରହିବାର କାରଣ ହେଉଛି ତିଦ୍ଦତ ଏବଂ ଭାରତ ମଧ୍ୟରେ ଅବସ୍ଥିତ ଭୂମିହୀନ ଦେଶ। ଏଥିସହିତ ବାୟୁସେନା କ୍ଷେତ୍ରରେ ଭାରତ ଭୁଟାନର ଧ୍ୟାନ ରଖେ।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ବିଦ୍ୟୁତ୍‌ତାରରେ କଳାକୌଶଳ ପ୍ରଦର୍ଶନ କରୁଛି କୁକୁର

ସୋସିଆଲ ମିଡିଆରେ ବେଳେବେଳେ ଏମିତି ଦୃଶ୍ୟ ଦେଖିବାକୁ ମିଳିଥାଏ ଯାହା କଳ୍ପନା ବାହାରେ ଥାଏ। ସେହିପରି ଟୁଇଟରରେ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।...

ବିବାହ ମଣ୍ଡପରେ ଭିଣୋଇଙ୍କୁ ଜାବୁଡ଼ି ଧରି ଚୁମ୍ବନ ଦେଲେ ଶାଳୀ, ଭିଡିଓ ଭାଇରାଲ ପରେ…

ଏକ ବିବାହ ମଣ୍ଡପରେ ବରଙ୍କୁ କନ୍ୟାଙ୍କ ସାନ ଭଉଣୀ ଅର୍ଥାତ୍‌ ଶାଳୀ ଚୁମ୍ବନ ଦେବା ଘଟଣା ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେତେବେଳେ ବିବାହ...

୬ ବର୍ଷ ଝିଅର ବ୍ୟାଟିଂ ଦେଖି ବଡ଼ ବଡ଼ କ୍ରିକେଟର୍‌ ହେଲେ ଆଶ୍ଚର୍ଯ୍ୟ

ଭାରତରେ କ୍ରିକେଟ୍‌ ସବୁଠୁ ଅଧିକ ଲୋକପ୍ରିୟ ଖେଳ। ଏହାକୁ ସବୁ ବର୍ଗର ଲୋକ ଦେଖିଥାନ୍ତି। ନିକଟରେ ଜଣେ ୬ ବର୍ଷୀୟ ଝିଅଙ୍କ ଏକ ଭିଡିଓ ଭାଇରାଲ...

ସାଢ଼େ ୩ ବର୍ଷର ବାନ୍ୟାଙ୍କ ଯୋଗ: ସୋସିଆଲ ମିଡିଆରେ ଭାଇରାଲ

ନୂଆଦିଲ୍ଲୀ,୨୧।୬: ସାରା ଦେଶରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌କୁ ପାଳନ କରାଯାଇ ଯୋଗ ଦିବସ...

୧୧ ସହ ଗୁଣନର ସରଳ ଟ୍ରିକ୍‌

ଓଣ୍ଟାରିଓ, ୭ା୬: କାନାଡା ଓଣ୍ଟାରିଓର ଜଣେ ଗଣିତ ଶିକ୍ଷୟିତ୍ରୀ ୧୧ ସହ ଯେକୌଣସି ସଂଖ୍ୟାର ଗୁଣନ ମାତ୍ର କିଛି ସେକେଣ୍ଡରେ କରିବା ପାଇଁ ଏକ ସରଳ...

କିଛି ବି ଅର୍ଡର କରି ନ ଥିଲେ; ହେଲେ ଆମାଜନ୍‌ରୁ ମହିଳାଙ୍କ ଘରେ ପହଞ୍ଚିଲା ୧୫୦ ପ୍ୟାକେଟ; ଖୋଲି ଦେଖିବା ପରେ…

ଅନ୍‌ଲାଇନ୍‌ରେ ଅର୍ଡର ନ କରିବି କିଛି ପହଞ୍ଚିଲେ ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ କଥା। ସେଭଳି କିଛି ଘଟିଛି ଆମେରିକାର ଜିଲିୟାନ୍‌ କନ୍ନନ୍‌ଙ୍କ କ୍ଷେତ୍ରରେ। ସେ କିଛି...

ବର ପଢ଼ିପାରିଲେନି ଖବରକାଗଜ: କନ୍ୟା ଭାଙ୍ଗିଦେଲେ ବାହାଘର

ଅରୈୟା,୨୫।୬: ପୂର୍ବରୁ ବିବାହ ଭାଙ୍ଗିବା ନେଇ ଅନେକ କାରଣ ଶୁଣିଥିବେ। ହେଲେ କେବେ ଶୁଣିଛନ୍ତି କି, ବର ଖବରକାଗଜ ପଢ଼ି ନ ପାରିବାରୁ ବିବାହ ଭାଙ୍ଗିଯିବା...

ଡାକ୍ତରଖାନା ବାହାରେ ଅମ୍ଳଜାନ ନ ପାଇ ଆଖି ବୁଜିଥିଲେ ମା’: ଏବେ ତାଙ୍କ ସ୍ମୃତିରେ କିଛି ଏଭଳି କରି ଉଦାହରଣ ପାଲଟିଲେ ଝିଅ

ମହାମାରୀ କରୋନାର ଦ୍ୱିତୀୟ ଲହରରେ ପ୍ରିୟଜନଙ୍କୁ ହରାଇଛନ୍ତି ଅନେକେ। ସେମାନଙ୍କ ମଧ୍ୟରୁ କିଛି ଦୁଃଖଦ ସମୟରୁ ନିଜକୁ ବାହାର କରି କିଛି ଅଲଗା କରି ଉଦାହରଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏପ୍ରିଲ୍‌ରୁ ଆରମ୍ଭ ହେଲାଣି ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌…
Next Post Next post:
ଭାକ୍ସିନ୍‌ର ୨ ଡୋଜ୍‌ ନେଇ ବି ସହରରେ ୪୦୦୦ ଜଣଙ୍କୁ କରୋନା…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts