E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ପ୍ରଥମଥର ଏପରି କରିବାକୁ ଯାଉଛନ୍ତି ସଲମାନ ଖାନ୍‌
12:27 pmJune 18, 2021

ବଲିଉଡ୍‌ର ଦବଙ୍ଗ ଷ୍ଟାର୍‌ ସଲମାନ ଖାନ ତାଙ୍କର ୩୨ ବର୍ଷର କ୍ୟାରିୟରରେ ପ୍ରଥମ ଥର ପାଇଁ ଏମିତି ଏକ ଫିଲ୍ମ କରିବାକୁ ଯାଉଛନ୍ତି, ଯାହା ସେ ପୂର୍ବରୁ କରିନାହାଁନ୍ତି । ପ୍ରଥମ ଥର ପାଇଁ ସେ ଏକ ବାୟୋପିକ ଫିଲ୍ମ କରିବାକୁ ଯାଉଛନ୍ତି। ବଲିଉଡର ଭାଇଜାନ ସଲ୍ଲୁଙ୍କ ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟ ପ୍ରବଳ ଉତ୍କଣ୍ଠା ରହିଥାଏ। କମେଡି, ଡ୍ରାମା, ଆକ୍ସନ, ରୋମାଣ୍ଟିକ ଚଳଚ୍ଚିତ୍ର କରିବା ପରେ ସେ ଏବେ ନିର୍ଦ୍ଦେଶକ ରାଜକୁମାର ଗୁପ୍ତାଙ୍କ ଆଗାମୀ ଚଳଚ୍ଚିତ୍ରରେ ‘ବ୍ଲାକ ଟାଇଗର’ ଭାବରେ ଜଣାଶୁଣା ଭାରତୀୟ ଗୁପ୍ତଚର ରବିନ୍ଦ୍ର କୌଶିକଙ୍କ ଭୂମିକାରେ ଅଭିନୟ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏହି ପ୍ରୋଜେକ୍ଟ ପ୍ରାଥମିକ ପର୍ଯ୍ୟାୟରେ ଅଛି।
ଏହି ଚଳଚ୍ଚିତ୍ରଟି ଭାରତୀୟ ଗୁପ୍ତଚର ରବିନ୍ଦ୍ର କୌଶିକଙ୍କ ଜୀବନୀ ଉପରେ ଆଧାରିତ। ରବିନ୍ଦ୍ରଙ୍କୁ ଭାରତର ସର୍ବଶ୍ରେଷ୍ଠ ଗୁପ୍ତଚର ଭାବରେ ବିବେଚନା କରାଯାଏ, ସେ ବ୍ଲାକ ଟାଇଗର ଭାବରେ ଜଣାଶୁଣା। ରାଜକୁମାର ଗୁପ୍ତା ଗତ ୫ ବର୍ଷ ଧରି ତାଙ୍କ ଜୀବନ ଉପରେ ଗବେଷଣା କରୁଛନ୍ତି ଏବଂ ଶେଷରେ ସେ ଏକ ସ୍କ୍ରିପ୍ଟ ପ୍ରସ୍ତୁତ କରିଛନ୍ତି, ଯାହାକୁ ସେ ପରଦାରେ ଆଣିବାକୁ ଚାହୁଁଛନ୍ତି। ସେ ଏହି ସ୍କ୍ରିପ୍ଟକୁ ସଲମାନଙ୍କୁ କିଛି ଦିନ ପୂର୍ବରୁ ଶୁଣାଇଥିଲେ, ଯାହା ପରେ ସଲମାନ ଏହି ଚଳଚ୍ଚିତ୍ରରେ କାମ କରିବାକୁ ସମ୍ମତି ପ୍ରଦାନ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ପୁଅର ପ୍ରଥମ ଝଲକ୍‌ ଦେଖାଇଲେ କପିଲ୍‌ ଶର୍ମା

କମେଡି କିଙ୍ଗ୍‌ କପିଲ୍‌ ଶର୍ମା ଏବେ ଶୁଟିଂରୁ କିଛି ଦିନ ବିରତି ନେଇ ନିଜ ପରିବାର ସହ ସମୟ ବିତାଉଛନ୍ତି। ସେ ସୋସିଆଲ ମିଡିଆରେ ବହୁତ...

୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…

ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ...

ସ୍ବତନ୍ତ୍ର ବିମାନରେ ଚିକିତ୍ସା ପାଇଁ ଆମେରିକା ଯିବେ ରଜନୀକାନ୍ତ

ସୁପରଷ୍ଟାର ରଜନୀକାନ୍ତ ମେଡିକାଲ ଯାଞ୍ଚ ପାଇଁ ଆମେରିକା ଯିବେ। କରୋନା ମହାମାରୀ ହେତୁ ସେ ଏଥିପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ଲୋଡିଥିଲେ। କେନ୍ଦ୍ର ତାଙ୍କୁ ଯିବା...

ହାତକୁ ଦି’ ହାତ ହେଲେ ଏହି ଅଭିନେତ୍ରୀ

ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଅନେକ ସେଲିବ୍ରିଟି ଲକ୍‌ଡାଉନ୍‌ ସମୟରେ ବିବାହ କରିଛନ୍ତି। ଏବେ ଏହି କ୍ରମରେ ସାମିଲ ହୋଇଛନ୍ତି ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରୀର ପ୍ରସିଦ୍ଧ ଅଭିନେତ୍ରୀ ପ୍ରଣିଥା...

ଏକଦା ଶାହାରୁଖ୍‌ କହିଥିଲେ ଯାହା ମୋ’ ପାଖରେ ଅଛି ଅମିତାଭଙ୍କ ପାଖରେ ନାହିଁ, କାରଣ ଜାଣିଲେ…

ମୁମ୍ବାଇ: କିଙ୍ଗ୍‌ଖାନ୍‌ ଶାହାରୁଖ୍‌ଙ୍କୁ ପ୍ରଥମେ ‘କଫି ଓ୍ବିଥ୍‌ କରଣ’ର ପ୍ରଥମ ସିଜିନରେ କରଣଙ୍କ ସହ ଦେଖିବାକୁ ମିଳିଥିଲା। ତେଣୁ ତାଙ୍କର ମଜାଳିଆ ଶୈଳୀକୁ ସେଠାରେ ଥିବା...

ସୁଶାନ୍ତଙ୍କ ପ୍ରଥମ ପୁଣ୍ୟତିଥିରେ ଘରେ ପୂଜା କଲେ ଅଙ୍କିତା

ମୁମ୍ବାଇ: ବଲିଉଡ୍‌ ଭେଟେରାନ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆଜି ପ୍ରଥମ ପୁଣ୍ୟତିଥି। ଜୁନ ୧୪ ୨୦୨୦ରେ ମୁମ୍ବାଇ ସ୍ଥିତ ଆପାର୍ଟମେଣ୍ଟରେ ସୁଶାନ୍ତ ଆତ୍ମହତ୍ୟା କରିଥିଲେ।...

କେତେବେଳେ ଜାହ୍ନବୀ କପୁରଙ୍କ ହାତ ଧରୁଛନ୍ତି ତ କେବେ ସାରାଙ୍କ ଅତି ନିକଟରେ; କିଏ ଏହି ବ୍ୟକ୍ତି ଯାହାଙ୍କୁ କହାଯାଉଛି ‘ମିଷ୍ଟ୍ରି ମ୍ୟାନ୍‌’

ବମ୍ବେ: ବଲିଉଡ୍‌ରେ ଏଭଳି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ, ଯାହାଙ୍କୁ ସବୁବେଳେ ବଲିଉଡ୍‌ ଅଭିନେତ୍ରୀଙ୍କ ସହ ଦେଖିବାକୁ ମିଳୁଛି। ସେ ଜାହ୍ନବୀ କପୁର ନଚେତ ସାରା...

ପ୍ରଥମ ଦେଖାରେ ପତ୍ରଲେଖାଙ୍କୁ ହୃଦୟ ଦେଇ ବସିଥିଲେ ରାଜକୁମାର, ଏବେ…

ବମ୍ବେ: ପ୍ରଥମ ଦେଖାରେ ପ୍ରେମ। ଏଭଳି କିଛି ଘଟିଛି ବଲିଉଡ୍‌ ଅଭିନେତା ରାଜକୁମାର ରାଓଙ୍କ କ୍ଷେତ୍ରରେ। ଏକ ବିଜ୍ଞାପନ ଶୁଟିଂ ସମୟରେ ଅନ୍ବିତା ପଲ୍‌ ଓରଫ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶ୍ରମିକଙ୍କ ପୁଅ ହେଲେ ଇସ୍ରୋ ବୈଜ୍ଞାନିକ
Next Post Next post:
ଶୁଭେନ୍ଦୁଙ୍କଠାରୁ ହାର୍‌ ମାନିବାକୁ ପ୍ରସ୍ତୁତ ନାହାନ୍ତି ଦିଦି: ଜୁନ୍‌ ୨୪ ଶୁଣାଣି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts