E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ରୋହିତ ଶର୍ମାଙ୍କୁ ଥଟ୍ଟାରେ ଏମିତି କହିଦେଲେ ସ୍ତ୍ରୀ
7:00 amJune 22, 2021

ସାଉଥାମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ)ର ହାଇ ଭୋଲଟେଜ ଫାଇନାଲ ମ୍ୟାଚ ସାଉଥାମ୍ପଟନ୍‌ରଠାରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ ଜିତି ଭାରତକୁ ପ୍ରଥମେ ବ୍ୟାଟିଂ କରିବାର ସୁଯୋଗ ଦେଇଥିଲା। ଭାରତ ପାଇଁ ରୋହିତ ଶର୍ମା ଏବଂ ଶୁବମନ ଗିଲ ଚମତ୍କାର ପ୍ରଦର୍ଶନ କରିଥିଲେ। ପ୍ରଥମ ଉଇକେଟ ପଡ଼ିବା ପୂର୍ବରୁ ରୋହିତ ଏବଂ ଶୁଭମନ ଓପନିଂ ଉଇକେଟ ପାଇଁ ୬୨ ରନ ଯୋଡିଥିଲେ। ପ୍ରଥମ ୱିକେଟ ରୋହିତ ଶର୍ମାଙ୍କ ରୂପରେ ପଡିଥିଲା। ସେ ୬୮ବଲରେ ୩୨ ରନ ସ୍କୋର କରିବା ପରେ ରୋହିତ ପାଭିଲିୟନକୁ ଫେରିଥିଲେ। ଡ୍ରେସିଂ ରୁମ୍‌କୁ ଆସିବା ପରେ ରୋହିତ ଶର୍ମାଙ୍କୁ ଦୂରବିକ୍ଷଣ ଯନ୍ତ୍ର ସହିତ ଦେଖିବାକୁ ମିଳିଥିଲା। ଏଭଳି ପରିସ୍ଥିତିରେ ରୋହିତଙ୍କ ସ୍ତ୍ରୀ ରିତିକା  ସ୍ବାମୀଙ୍କୁ ଥଟ୍ଟାରେ ଉଡାଇଥିଲେ। ରୋହିତଙ୍କ ଏକ ଫଟୋ ନିଜ ଇନଷ୍ଟାଗ୍ରାମରେ ଶେୟାର କରି ସେ ଲେଖିଛନ୍ତି, ଖେଳ ଦେଖୁଥିଲ ନା ଆମ ଉପରେ ନଜର ପକାଇବାକୁ ଚେଷ୍ଟା କରୁଥିଲ।

ସୂଚନାଯୋଗ୍ୟ,କିୱି ବୋଲରମାନେ ୨୧୭ ରନରେ ଭାରତୀୟ ଇନିଂସକୁ ସୀମିତ ରଖିଥିଲେ। ଭାରତ ପାଇଁ ଉପ-ଅଧିନାୟକ ଅଜିଙ୍କେ ରାହାନେ ସର୍ବାଧିକ ୪୯ ରନ ସଂଗ୍ରହ କରିଥିବାବେଳେ ଅଧିନାୟକ ବିରାଟ କୋହଲି ୪୪ ରନ ସଂଗ୍ରହ କରିଥିଲେ। ତାଙ୍କ ବ୍ୟତୀତ ରୋହିତ ଶର୍ମା ୩୪ ଏବଂ ଶୁଭମନ ଗିଲ ୨୮ ରନ ସ୍କୋର କରିଥିଲେ। ଅଶ୍ୱିନ ୨୨ ରନ କରିଥିଲେ ଏବଂ ଶେଷ ଉଇକେଟ ଭାବରେ ପାଭିଲିୟନକୁ ଫେରିଥିବା ରବିନ୍ଦ୍ର ଜାଡେଜା ୧୫ ରନ ସଂଗ୍ରହ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଓ୍ବିମ୍ବେଲଡନରୁ ଓହରିଲେ, ଅଲିମ୍ପିକ୍ସରେ ଭାଗନେବେ ଓସାକା

ଲଣ୍ଡନ,୧୯ା୬(ଏପି)-ଚାରିଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ନାଓମି ଓସାକା ଓ୍ବିମ୍ବେଲଡନରୁ ଓହରିଯିବେ, କିନ୍ତୁ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବେ। ମହିଳା ଟେନିସ ଖେଳାଳିଙ୍କ ଏଜେଣ୍ଟ ଷ୍ଟୁଆର୍ଟ ଡଗୁଇଡ୍‌ ଏହି...

ଓ୍ବିମ୍ବେଲଡନ ଡ୍ର’ରେ ପ୍ରଥମ ଚାଇନିଜ୍‌ ଖେଳାଳି ଝାଙ୍ଗ୍‌ ଝିଝେନ୍‌

ଓ୍ବିମ୍ବେଲଡନ,୨୬ା୬(ଏପି)-ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ମୁଖ୍ୟ ଡ୍ର’ରେ ସ୍ଥାନ ପାଇବାରେ ଝାଙ୍ଗ୍‌ ଝିଝେନ୍‌ ହେଉଛନ୍ତି ଚାଇନାର ପ୍ରଥମ ପୁରୁଷ ଟେନିସ ଖେଳାଳି। ଓ୍ବିମ୍ବେଲଡନ ୧୯୬୮ରେ...

ମୁସ୍‌ଫିକର, ବ୍ରାଇସ୍‌ ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ, ୧୪ା୬ (ପି.ଟି.)-ବାଂଲାଦେଶର ପୂର୍ବତନ ଅଧିନାୟକ ମୁସ୍‌ଫିକର ରହିମ ଓ ସ୍କଟିଶ ଅଲ୍‌ରାଉଣ୍ଡର କ୍ୟାଥରିନ୍‌ ବ୍ରାଇସ୍‌ ଯଥାକ୍ରମେ ପୁରୁଷ ଓ ମହିଳା ବର୍ଗରେ ଆଇସିସି ପ୍ଲେୟର...

ଇନ୍‌ସୁଲିନ୍‌ ନେଇ ପଡିଆକୁ ଓହ୍ଲାଉଥିଲେ ଏହି ଆକ୍ରମକ ବୋଲର୍‌: କ୍ରିକେଟ୍‌ରେ ହାସଲ କରିଥିଲେ ଅନେକ ରେକର୍ଡ

ପାକିସ୍ତାନର ପୂର୍ବତନ ଅଧିନାୟକ ୱାସିମ ଆକ୍ରାମ ଦୁନିଆର ଶ୍ରେଷ୍ଠ ବାମହାତୀ ପେସର ଭାବରେ ଜଣାଶୁଣା। ଆକ୍ରାମ ଜୁନ ୩, ୧୯୬୬ରେ ପାକିସ୍ତାନର ଲାହୋରରେ ଜନ୍ମଗ୍ରହଣ କରିଥିଲେ।...

ୟୁରୋକପ୍‌ ଫୁଟ୍‌ବଲ: ଆତ୍ମଘାତୀ ଗୋଲ, ଫ୍ରାନ୍ସଠାରୁ ହାରିଲା ଜର୍ମାନୀ

ମ୍ୟୁନିକ୍‌,୧୭।୬: ୟୁରୋକପ୍‌ ଫୁଟ୍‌ବଲରେ ବିଶ୍ୱ ଚାମ୍ପିୟନ ଫ୍ରାନ୍ସ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଫ୍ରାନ୍ସ ତା’ର ପ୍ରଥମ ମ୍ୟାଚ୍‌ରେ ଶକ୍ତିଶାଳୀ ଜର୍ମାନୀକୁ ୧-୦ ଗୋଲରେ ପରାସ୍ତ...

ରକ୍ତଦାନ କଲେ ତେନ୍ଦୁଲକର

ମୁମ୍ବାଇ, ୧୪ା୬ (ପି.ଟି.)-ବିଶ୍ୱ ରକ୍ତଦାନ ଦିବସ ଅବସରରେ ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ସଚିନ ତେନ୍ଦୁଲକର ସୋମବାର ରକ୍ତଦାନ କରିଛନ୍ତି। ଏହି ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ...

ଭାରତୀୟ ଖେଳାଳିଙ୍କୁ ୩ ଦିନ ପରସ୍ପର ସହ ମିଶିବା ମନା

ସାଉଥାମ୍ପଟନ, ୫।୬(ପି.ଟି.)- ସମ୍ପ୍ରତି ୟୁନାଇଟେଡ କିଙ୍ଗ୍‌ଡମ୍‌ ଟୁର୍‌ରେ ଥିବା ଭାରତୀୟ କ୍ରିକେଟ ଦଳର ୩ ଦିନିଆ କଠିନ କ୍ୱାରାଣ୍ଟାଇନ୍‌ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ...

ଟ୍ରାନ୍ସଜେଣ୍ଡର ହୁବାର୍ଡଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ଓ୍ବେଲିଂଟନ, ୨୨ା୬ (ଏପି)- ଲରେଲ ହୁବାର୍ଡ ଦୁଇ ଟିଟି ଲିଫ୍ଟରେ ୬୨୮ ପାଉଣ୍ଡ (୧୮୫ କିଲୋଗ୍ରାମ୍‌) ଉତ୍ତୋଳନ କରି ଟୋକିଓ ଅଲିମ୍ପିକ୍ସ ମହିଳା ସୁପର-ହେଭିଓ୍ବେଟ୍‌ ଡିଭିଜନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କ୍ୟାନ୍‌ସର ରୋଗୀଙ୍କୁ ମିଳୁନି କେମୋଥେରାପି
Next Post Next post:
ଆଲୋଚନାରେ କଶ୍ମୀର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts