ପୁରୀ ଅଫିସ,୨୩।୬: ରାତି ପାହିଲେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ହେଲେ ମହାପ୍ରଭୁଙ୍କ ଏହି ସ୍ନାନଯାତ୍ରାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବେନି। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଗଜପତି ଛେରାପହଁରା ନୀତି କରିବେ ନାହିଁ ବୋଲି ଗଜପତି ମହାରାଜଙ୍କ କାର୍ଯ୍ୟାଳୟରୁ ଜଣାପଡ଼ିଛି। ତେବେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତ ଏଥର ସ୍ନାନ ଯାତ୍ରା ବେଳେ ଛେରାପହଁରା ନୀତି କରିବେ। ଗତବର୍ଷ ସ୍ନାନଯାତ୍ରାରେ ମଧ୍ୟ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରି ନ ଥିଲେ। ସେପଟେ ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ବୁଧବାର ରାତିରୁ ଲାଗୁ ହେବ ୧୪୪ ଧାରା। ବୁଧବାର ରାତି ୧୦ଟାରୁ ୧୪୪ ଧାରା ଜାରି ହୋଇ ୨୫ ତାରିଖ ଯାଏ ବଳବତ୍ତର ରହିବ।
Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All
ଗଞ୍ଜାମରେ କରୋନା ମୃତ୍ୟୁସଂଖ୍ୟା ୩୦୦ ଛୁଇଁଲା
ଛତ୍ରପୁର,୧୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଏଥିସହ କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି ମାତ୍ର ଗଞ୍ଜାମରେ କରୋନା...
ଓଡ଼ିଶାର ଏହି ୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ
ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଚତୁର୍ଥ ସେରୋ ସର୍ଭେରେ ୬ ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏ ନେଇ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍ଏମ୍ଆର୍ସି) ପକ୍ଷରୁ...
ମହଙ୍ଗା ପଡ଼ିଲା ବାର୍ହା ମାଂସ କିଣିବା
କୋକସରା,୨।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ବନ ବିଭାଗ କର୍ମଚାରୀ ୫ କେଜି ବାର୍ହା ମାଂସ ସହ ୨ ଜଣ ଯୁବକଙ୍କୁ ଧରିବାରେ ସଫଳ...
ବଜ୍ରପାତ ନେଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ
ବରଗଡ଼ ଅଫିସ୍,୧୩।୬: ବଜ୍ରପାତ ଯୋଗୁ ବରଗଡ଼ ସହରରେ ଜଣେ ଆମ୍ବୁଲାନ୍ସ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ସହରର ବିଶିପଡ଼ାର କାଳୁ ବାଗ ବୋଲି ଜଣାପଡ଼ିଛି।...
ଦ୍ୱିତୀୟ ଲହର ଓଡ଼ିଶାରୁ ନେଲାଣି ୨୮ଡାକ୍ତରଙ୍କ ଜୀବନ
ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଦେଶରେ ୭୧୯ ଡାକ୍ତରଙ୍କ ମୃତ୍ୟୁ ହୋଇଛି। ଏଥିରେ ଓଡ଼ିଶାର ୨୮ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍ଏ) ପକ୍ଷରୁ...
୨୩ ଯାଏ ଝୁଲିଲା ଗ୍ଲୋବାଲ ଟେଣ୍ଡର
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ରୋକିବାକୁ ଟିକା ହିଁ ଏକମାତ୍ର ବିକଳ୍ପ। ତେବେ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ଧିମେଇ ଯାଇଛି। ଦୈନିକ ମାତ୍ର ୫୦ରୁ ୬୦...
୪ବର୍ଷର ପ୍ରତିଭା ସାଇସାଗର
ଖୋର୍ଦ୍ଧା ଅଫିସ/ବେଗୁନିଆ, ୧୩ା୬(ଡି.ଏନ୍.ଏ.): କଥାରେ ଅଛି ତୁଳସୀ ଦୁଇପତ୍ରରୁ ବାସେ। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଦୁର୍ଗାପୁର ପଞ୍ଚାୟତ ଅନ୍ତର୍ଗତ ଗୁଡୁମ ଗଁାର କୃପାସିନ୍ଧୁ ବରାଡ଼ଙ୍କ...
ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍
ପୁରୀ ଅଫିସ,୨୩ା୬: ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଏଥିପାଇଁ ଆଜି ରାତିରୁ ଆରମ୍ଭ ହେବ ଶ୍ରୀଜିଉଙ୍କ ପହଣ୍ଡି ନୀତି। ତେବେ କୋଭିଡ କଟକଣା ପାଇଁ ଚଳିତବର୍ଷ ବିନା...


