ପୁରୀ ଅଫିସ,୨୩।୬: ରାତି ପାହିଲେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ହେଲେ ମହାପ୍ରଭୁଙ୍କ ଏହି ସ୍ନାନଯାତ୍ରାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବେନି। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଗଜପତି ଛେରାପହଁରା ନୀତି କରିବେ ନାହିଁ ବୋଲି ଗଜପତି ମହାରାଜଙ୍କ କାର୍ଯ୍ୟାଳୟରୁ ଜଣାପଡ଼ିଛି। ତେବେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତ ଏଥର ସ୍ନାନ ଯାତ୍ରା ବେଳେ ଛେରାପହଁରା ନୀତି କରିବେ। ଗତବର୍ଷ ସ୍ନାନଯାତ୍ରାରେ ମଧ୍ୟ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରି ନ ଥିଲେ। ସେପଟେ ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ବୁଧବାର ରାତିରୁ ଲାଗୁ ହେବ ୧୪୪ ଧାରା। ବୁଧବାର ରାତି ୧୦ଟାରୁ ୧୪୪ ଧାରା ଜାରି ହୋଇ ୨୫ ତାରିଖ ଯାଏ ବଳବତ୍ତର ରହିବ।
Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All
ବାଲେଶ୍ୱରରୁ ଇସ୍ରୋର ବୈଜ୍ଞାନିକ
ସଜନାଗଡ଼, ୯।୬(ଡି.ଏନ.ଏ.)-ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ(ଇସ୍ରୋ)ର ବୈଜ୍ଞାନିକ ଭାବେ ଯୋଗଦେବେ ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଅଭିଷେକ ପରିଡ଼ା। ମାର୍ଚ୍ଚରେ ଅନୁଷ୍ଠିତ ଏ ସମ୍ପର୍କିତ ପରୀକ୍ଷାରେ...
ପେଟ୍ରୋଲ ୨୫, ଡିଜେଲ ୨୮ ପଇସା ବଢ଼ିଲା
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ନିୟନ୍ତ୍ରଣକୁ ଆସିପାରୁନାହିଁ। ବୁଧବାର ପେଟ୍ରୋଲ ଲିଟର ପିଛା ୨୫ ପଇସା ବଢ଼ି ୯୬.୩୦ ଟଙ୍କା ଛୁଇଁଛି। ସେହିଭଳି...
ଓଡ଼ିଶାରେ ଡେଲଟା ପ୍ଲସ
ଭୁବନେଶ୍ୱର,୨୫।୬: ଓଡ଼ିଶାରେ ପ୍ରଥମ ଡେଲଟା ପ୍ଲସ ମାମଲା ଚିହ୍ନଟ ହୋଇଛି। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ଦେଶରେ...
ରାସ୍ତାକୁ ଚାଲି ଆସିଲା ଗାଈ, ଓଲଟିଲା କାର
ସୁନ୍ଦରଗଡ଼,୧୩।୬: ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥ-୧୦ର କରମଡିହି ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ କାର୍ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ କାରରେ...
ଏସ୍ଡିଜି ଇଣ୍ଡେକ୍ସରେ ଓଡ଼ିଶା ୧ନଂ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ଓଡ଼ିଶା ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍ଡିଜି)-୨୦୨୦-୨୧ରେ ପ୍ରଥମ ସ୍ଥାନ ଅଧିକାର କରିଛି। ଗତ ବର୍ଷ ତୁଳନାରେ ଓଡ଼ିଶା ଏସ୍ଡିଜିରେ ଅଧିକ ୧୦ ପଏଣ୍ଟ ପାଇ...
୭ରୁ କଟକଣାରେ ଚାଲିବ ହାଇକୋର୍ଟ
କଟକ ଅଫିସ୍,୫।୬: ମହାମାରୀ କୋଭିଡ୍ ଏବଂ ରାଜ୍ୟରେ ଲକ୍ଡାଉନ୍ ଓ ଶଟ୍ଡାଉନ୍କୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖରୁ କେତେକ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ...
ଚୋରା ମଦ ବେପାରୀଙ୍କୁ ସୁହାଉଛି ଲକ୍ଡାଉନ
ବୋଲଗଡ଼/ନିରାକାରପୁର/ବାଣପୁର,୯ା୬(ଡି.ଏନ୍.ଏ.):କରୋନା ପାଇଁ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। ଏହି ସମୟରେ ବୋଲଗଡ଼ ଅଞ୍ଚଳରେ ଚୋରା ମଦ ବେପାରୀମାନେ ସକ୍ରିୟ ହୋଇ ଉଠିଛନ୍ତି। ବୋଲଗଡ଼ ପୋଲିସ ମଙ୍ଗଳବାର...
ଗାଈ ଗୋଠରେ ବଜ୍ରପାତ
ଝାରସୁଗୁଡ଼ା ଅଫିସ,୫।୬: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଖଡାମ ଗ୍ରାମ ନିକଟରେ ଶନିବାର ରାତିରେ ଏକ ଗାଈ ଗୋଠରେ ବଜ୍ରପାତ ଘଟିଛି। ଫଳରେ ୨ ଗାଈଙ୍କ...


