ପୁରୀ ଅଫିସ,୨୩।୬: ରାତି ପାହିଲେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ହେଲେ ମହାପ୍ରଭୁଙ୍କ ଏହି ସ୍ନାନଯାତ୍ରାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବେନି। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଗଜପତି ଛେରାପହଁରା ନୀତି କରିବେ ନାହିଁ ବୋଲି ଗଜପତି ମହାରାଜଙ୍କ କାର୍ଯ୍ୟାଳୟରୁ ଜଣାପଡ଼ିଛି। ତେବେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତ ଏଥର ସ୍ନାନ ଯାତ୍ରା ବେଳେ ଛେରାପହଁରା ନୀତି କରିବେ। ଗତବର୍ଷ ସ୍ନାନଯାତ୍ରାରେ ମଧ୍ୟ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରି ନ ଥିଲେ। ସେପଟେ ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ବୁଧବାର ରାତିରୁ ଲାଗୁ ହେବ ୧୪୪ ଧାରା। ବୁଧବାର ରାତି ୧୦ଟାରୁ ୧୪୪ ଧାରା ଜାରି ହୋଇ ୨୫ ତାରିଖ ଯାଏ ବଳବତ୍ତର ରହିବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.