E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଏଥର ସ୍ବାଭାବିକ ମୌସୁମୀ
8:10 amJune 2, 2021

ଭୁବନେଶ୍ୱର,୨ା୬(ବ୍ୟୁରୋ):ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ସ୍ବାଭାବିକ ରହିବ। ଓଡ଼ିଶାରେ ସ୍ବାଭାବିକ ବର୍ଷା ହେବ। ରାଜ୍ୟରେ ହାରାହାରି ବୃଷ୍ଟିପାତ ୧୧୫ରୁ ୧୨୦ ସେଣ୍ଟିମିଟର ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୩ ତାରିଖ ସୁଦ୍ଧା ମୌସୁମୀ କେରଳ ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଛି। ଜୁନ୍‌ ୧୦ କିମ୍ବା ୧୧ ତାରିଖରେ ମୌସୁମୀ ଓଡ଼ିଶାକୁ ପ୍ରବେଶ କରିବା ସମ୍ଭାବନା ରହିଛି। ଜୁନ୍‌ ୭ କିମ୍ବା ୮ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ମୌସୁମୀକୁ ଅଧିକ ସକ୍ରିୟ କରିବ ବୋଲି ଅନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ମୌସୁମୀ ଆଗକୁ ବଢ଼ିବା ସହ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ଗଞ୍ଜାମର କିଛି ଅଞ୍ଚଳରେ ପ୍ରବେଶ କରିବ। ଜୁନ୍‌ ମାସରେ ମୌସୁମୀ ବର୍ଷା ସ୍ବାଭାବିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ଜୁଲାଇ ଓ ଅଗଷ୍ଟ ମାସରେ ମୌସୁମୀ ବର୍ଷା କିଭଳି ରହିବ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇ ନାହିଁ। ଗତ ବର୍ଷ ମୌସୁମୀ ରାଜ୍ୟକୁ ନିର୍ଦ୍ଧାରିତ ସମୟରେ ଆସିଥ୍‌ତ୍ଲେ ମଧ୍ୟ ଭଲ ବର୍ଷି ନ ଥିଲା। ଜୁନ୍‌ ମାସ ଶୁଖିଲା ପଡ଼ିଥିବା ବେଳେ ଜୁଲାଇ ମାସରେ ପ୍ରବଳ ବର୍ଷା ଯୋଗୁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା।
ମଙ୍ଗଳବାର ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କରାଯାଇଥିବା ଆକଳନ ଅନୁଯାୟୀ ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ଦେଶରେ ୯୬ରୁ ୧୦୪ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଛି। ଦେଶର ଉତ୍ତର-ପଶ୍ଚିମ ଓ ଦକ୍ଷିଣ ଭାଗରେ ମୌସୁମୀ ସ୍ବାଭାବିକ ରହିବ।
ତେବେ କେନ୍ଦ୍ରାଞ୍ଚଳ ମୁଖ୍ୟତଃ ମଧ୍ୟପ୍ରଦେଶ, ମହାରାଷ୍ଟ୍ରର କିଛି ଅଞ୍ଚଳରେ ଅଧିକ ବର୍ଷା ହୋଇପାରେ। ଏହାଛଡ଼ା ଉତ୍ତରପୂର୍ବାଞ୍ଚଳ ରାଜ୍ୟ ଆସାମ, ଅରୁଣାଚଳପ୍ରଦେଶରେ ବର୍ଷାର ପରିମାଣ ସ୍ବାଭାବିକଠାରୁ କମ୍‌ ହୋଇପାରେ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।
ରାଜ୍ୟରେ ଗତ କିଛିଦିନ ହେବ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ବାୟୁ ମଣ୍ଡଳରେ ଆର୍ଦ୍ରତା ୮୦ ପ୍ରତିଶତରୁ ଅଧିକ ରହୁଛି। ଆସନ୍ତା ୩ ଦିନ ଯାଏ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ। ଆକାଶ ମେଘାଚ୍ଛନ୍ନ ରହୁଥିବାରୁ ସର୍ବୋଚ୍ଚ ତାପମାତ୍ରା ହ୍ରାସ ପାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୪୦.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଟିଟିଲାଗଡ ୪୦.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

୧୧ ବନ୍ଧୁକ, ୫୧ ଗୁଳି ଜବତ: ୪ ଗିରଫ

କଟକ ଅଫିସ,୧୭ା୬: ଓଡ଼ିଶା ପାଲଟିଛି ଚୋରା ବନ୍ଧୁକର ଭଣ୍ଡାର। ଗ୍ୟାଙ୍ଗ୍‌ଷ୍ଟର ଧଳସାମନ୍ତ ଭ୍ରାତାଙ୍କ ଆପରାଧିକ ସାମ୍ରାଜ୍ୟର ଖୋଳତାଡ କରୁକରୁ କମିଶନରେଟ୍‌ ପୋଲିସକୁ ମିଳିଳାଣି ବିପୁଳ ପରିମାଣର...

ପୁରସ୍କୃତ ହେବେ ୧୫୫ ପ୍ରକୃତିମିତ୍ର, ୧୬୮ ପ୍ରକୃତିବନ୍ଧୁ

ଭୁବନେଶ୍ୱର,୫।୬(ବ୍ୟୁରୋ): ପ୍ରତିବର୍ଷ ୫ ଜୁନ୍‌ରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଉଛି । ଏହି ଦିବସରେ ସମଗ୍ର ବିଶ୍ୱ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିବେଶ ସମସ୍ୟା...

ଟିକାକରଣ: ରାଶନ କାର୍ଡ ପରିଚୟ ପତ୍ର ହୋଇପାରିବ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ଏଣିକି ରାଶନ କାର୍ଡକୁ ମଧ୍ୟ ଟିକାକରଣବେଳେ ପରିଚୟ ପତ୍ର ଭାବେ ବ୍ୟବହାର କରିହେବ। ଟିକାକରଣ ପାଇଁ କୋଓ୍ବିନ ପୋର୍ଟାଲରେ ୭ ପ୍ରକାରର ପରିଚୟ...

ମୃତଦେହ ପ୍ୟାକିଂ ବେଳେ ଚୋରି ହୋଇଥିଲା ସୁନା ଚେନ

ଝାରସୁଗଡ଼ା ଅଫିସ୍‌,୯।୬: ଝାରସୁଗୁଡ଼ା ଜିଲା କୋଭିଡ୍‌ ହସ୍ପିଟାଲ୍‌ରେ କନକତୋରା ଗ୍ରାମର ନନ୍ଦଲାଲ୍‌ ବିଶ୍ୱାଳଙ୍କ ନାମକ ବୃଦ୍ଧ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଗତ ୩୦...

ଆଇୟୁସିଏନ୍‌ ପୋର୍ଟାଲ୍‌ରେ ‘ପୃଥିବୀ ମନ୍ଥନ’

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଜାତିସଂଘ ସମର୍ଥିତ ସଂସ୍ଥା ଆଇୟୁସିଏନ୍‌ର ପୋର୍ଟାଲ୍‌ରେ ଅରୋମିରା ଏଣ୍ଟରଟେନ୍‌ମେଣ୍ଟର ଭାଇରାଲ୍‌ ମ୍ୟୁଜିକ୍‌ ଭିଡିଓ ‘ପୃଥିବୀ ମନ୍ଥନ’ ସ୍ଥାନ ପାଇଛି। ବିଶ୍ୱ ପରିବେଶ ସୁରକ୍ଷା...

ଧରାପଡ଼ିଲା ସେକ୍ସ ର଼୍ୟାକେଟ୍‌ କିଙ୍ଗ୍‌ପିନ

କେନ୍ଦୁଝର,୧୩ା୬: ଗ୍ରାହକଙ୍କୁ ଭିନ୍ନ ଭିନ୍ନ ଦରରେ ଯୋଗାଇ ଦେଉଥିଲା ମନ ପସନ୍ଦର ଝିଅ। ଏଭଳି ଦୀର୍ଘ ବର୍ଷ ଧରି ଗମ୍ଭାରିଆଠାରେ ଭଡ଼ାଘରେ ଦେହ ବ୍ୟବସାୟ ଚଲାଇଥିଲା...

ଅଳିଆ ଉଠାରେ ଅସହଯୋଗ

ଅନୁଗୋଳ ଅଫିସ, ୨୨ା୬- ଅନୁଗୋଳ ସହର ସଫେଇ ନେଇ ଦେଖାଦେଇଥିବା ବିବାଦର ସମାଧାନ ଏଯାଏ ହୋଇପାରି ନାହିଁ। ସଫେଇ କର୍ମଚାରୀ ସଂଘ ସମ୍ପାଦକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ...

ଲେଖିକା ମୀନାକ୍ଷୀ ଦେବୀଙ୍କ ପରଲୋକ

କଟକ ଅଫିସ, ୩।୬: ବିଶିଷ୍ଟ ଲେଖିକା ତଥା ଉତ୍କଳ ସାହିତ୍ୟ ସମାଜ ସାଧାରଣ ସମ୍ପାଦିକା ମୀନାକ୍ଷୀ ଦେବୀ(୬୬)ଙ୍କର ବୁଧବାର ପରଲୋକ ହୋଇଯାଇଛି। କଟକ ରାଜାବଗିଚା ଚକୋଲେଟ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଫ୍ରେଞ୍ଚ୍‌ ଓପନ ଟେନିସ୍‌: ସିଡେଡ୍‌ ଖେଳାଳିଙ୍କ ଅଗ୍ରଗତି
Next Post Next post:
ଫ୍ରେଞ୍ଚ୍‌ ଓପନରୁ ଓହରିଲେ ଓସାକା: ମାନସିକ ଅବସାଦ କାରଣରୁ ନିଷ୍ପତ୍ତି ନେଲେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts