ବେଜିଂ,୧୭।୬: ଚାଇନା ଏହାର ନୂଆ ସ୍ପେସ୍ ଷ୍ଟେଶନ ଅଭିମୁଖେ ୩ ଜଣ ମହାକାଶ ଯାତ୍ରୀଙ୍କୁ ଗୁରୁବାର ପୂର୍ବାହ୍ନ ୯ଟା ୨୨ରେ ପଠାଇଛି। ଶେନଝୋଉ-୧୨ ମହାକାଶ ଯାନକୁ ରକେଟ ଲୋଙ୍ଗ୍ ମାର୍ଚ୍ଚ-୨-ଏଫ୍ଓ୍ବାଇ-୧୨ ଦ୍ୱାରା ଉତ୍ତର ପଶ୍ଚିମ ଚାଇନାର ଗୋବି ମରୁଭୂମିରେ ଥିବା ଜିଓକ୍ୱାନ୍ ସାଟେଲାଇଟ୍ ଲଞ୍ଚ୍ ସେଣ୍ଟରରୁ ଉତ୍କ୍ଷେପଣ କରାଯାଇଛି। ଏହାର ସିଧା ପ୍ରସାରଣ ସିଜିଟିଏନ୍ ଟିଭି ଦ୍ୱାରା କରାଯାଇଛି। ତାଙ୍ଗ୍ ହୋଙ୍ଗ୍ବୋ, ନାଇ ହାଇଶେଙ୍ଗ୍ ଏବଂ ଲିଉ ବୋମିଙ୍ଗ୍ ଚାଇନାର ନୂଆ ସ୍ପେସ୍ ଷ୍ଟେଶନରେ ୩ ମାସ ରହି ଏହାର ନିର୍ମାଣ କରିବେ। ଏହା ସହିତ ବିଭିନ୍ନ ବୈଜ୍ଞାନିକ କାର୍ଯ୍ୟ କଳାପ ମଧ୍ୟ ସମ୍ପନ୍ନ କରାଯିବ ବୋଲି ଚାଇନା ପକ୍ଷରୁ କୁହାଯାଇଛି। ପରେ ପୃଥିବୀକୁ ବାହୁଡ଼ି ଆସିବେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.