ନୂଆଦିଲ୍ଲୀ, ୯।୬: ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍ ଓ୍ବାଲର୍ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍ରେ ଇଣ୍ଡିଆନ ଇନ୍ଷ୍ଟଚ୍ୟୁଟ୍ ଅଫ୍ ସାଇନ୍ସ ବାଙ୍ଗାଲୋର ଶ୍ରେଷ୍ଠ ଗବେଷଣା ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି। ସାଇଟେଶନ ପର୍ ଫାକଲ୍ଟି (ସିପିଏଫ୍) ମେଟ୍ରିକ୍ରେ ଏହା ୧୦୦ରୁ ୧୦୦ ନମ୍ବର ରଖିଛି। ଭାରତର ଟପ୍ ଶିକ୍ଷାନୁଷ୍ଠାନ ଆଇଆଇଟି ବମ୍ବେ ଉକ୍ତ ତାଲିକାରେ ୧୭୭ତମ ସ୍ଥାନରେ ରହିଛି। ଗତବର୍ଷ ଉକ୍ତ ଶିକ୍ଷାନୁଷ୍ଠାନ ୧୭୨ତମ ସ୍ଥାନରେ ରହିଥିଲା। ସେହିପରି ଆଇଆଇଟି, ଦିଲ୍ଲୀ ଏଥର ୧୯୩ ର଼୍ୟାଙ୍କରେ ରହିଛି, ଯାହା କି ଗତବର୍ଷ ୧୮୫ତମ ସ୍ଥାନରେ ରହିଥିଲା। ଆଇଆଇଟି, ମାଡ୍ରାସ ୨୦ ସ୍ଥାନ ଉପରକୁ ଉଠି ୨୫୫ରେ ରହିଥିବା ବେଳେ ଆଇଆଇଟି ଖଡ଼ଗପୁର ୨୮୦ ର଼୍ୟାଙ୍କରେ ରହିଛି।
କଂଗ୍ରେସର ବରିଷ୍ଠ ନେତ୍ରୀ ଇନ୍ଦିରାଙ୍କ ପରଲୋକ
ଡେରାଡୁନ୍,୧୩।୬: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ଇନ୍ଦିରା ହ୍ରିଦୟେଶଙ୍କ ହୃଦଘାତରେ ପରଲୋକ ଘଟିଛି। ରବିବାର ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଦିଲ୍ଲୀର ଏକ ଡାକ୍ତରଖାନାରେ ଭର୍ତ୍ତି...
ୟୁପିର ପୂର୍ବତନ ମୁଖ୍ୟ ଶାସନ ସଚିବ ଅନୁପ ହେଲେ ନୂଆ ଇସି
ନୂଆଦିଲ୍ଲୀ,୯।୬: ଅବସରପ୍ରାପ୍ତ ଆଇଏଏସ୍ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନର (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର...
ଗଣବଳାତ୍କାର ଅଭିଯୁକ୍ତଙ୍କୁ ଗୁଳି କଲା ପୋଲିସ
ବେଙ୍ଗାଲୁରୁ,୨।୬ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବାଂଲାଦେଶୀ ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାର ଆଉ ଜଣେ ଅଭିଯୁକ୍ତ ପୋଲିସ ଗୁଳିରେ ଆହତ ହୋଇଛନ୍ତି। ଗିରଫ...
‘ପୁଅ ଜୀବନ ପ୍ରତି ଲୋଭ ଥିଲେ ଛୁଟିରେ ଚାଲିଯାଅ’
ଭୋପାଳ,୧୮ା୬: ରାଜ୍ୟର ପ୍ରଶାସନିକ ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଥିବା ଯୁବ ଆଇଏଏସ୍ ଅଫିସର ଲୋକେଶ କୁମାର ଜାଙ୍ଗିଦ ଶୁକ୍ରବାର ମଧ୍ୟପ୍ରଦେଶରେ ପୋଲିସ ସୁରକ୍ଷା ଦାବି...
କୋଭିଡ୍ ଅନାଥଙ୍କ ପାଇଁ ଯୋଜନା କ’ଣ
ନୂଆଦିଲ୍ଲୀ,୨ା୬: କରୋନା ମହାମାରୀର ଦ୍ୱିତୀୟ ଲହର ଅନେକ ପିଲାଙ୍କୁ ଅନାଥ କରିଦେଇଛି। ସେହି ଶିଶୁମାନଙ୍କୁ ଆଶ୍ୱସ୍ତି ପ୍ରଦାନ ଲାଗି କେନ୍ଦ୍ର ସରକାର କ’ଣ ସବୁ କଲ୍ୟାଣକାରୀ...
ସାନିଟାଇଜର ଫାର୍ମରେ ନିଅଁ।: ୧୮ ମୃତ
ପୁଣେ,୮ା୬: ମହାରାଷ୍ଟ୍ରର ପୁଣେସ୍ଥିତ ଏକ ରାସାୟନିକ କାରଖାନାରେ ସୋମବାର ଅଗ୍ନିକାଣ୍ଡ ଘଟି ୧୮ କର୍ମଚାରୀଙ୍କ ମୃତ୍ୟୁ ହେବା ସହ ଅନ୍ୟ କେତେଜଣ ନିଖୋଜ ଅଛନ୍ତି। ମୃତକଙ୍କ...
ଉହାନ୍ ଲ୍ୟାବ୍ରୁ ଜାଣିଶୁଣି ଲିକ୍ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…
ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍ ଲ୍ୟାବ୍ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ...
୫ ଥର ବିବାହ କରି ବି ୩୨ ଯୁବତୀଙ୍କ ସହ ଚାଲିଥିଲା ଚାଟ୍, ଏମିତି ପଡ଼ିଲେ ଧରା, ଆଉ ତା’ ପରେ…
ଲକ୍ଷ୍ନୌ,୧୯ା୬: ଉତ୍ତରପ୍ରଦେଶ କାନପୁରର ଜଣେ ଭଣ୍ଡ ବାବାଙ୍କ କଳାକାରନାମା ଏବେ ପଦାରେ ପଡ଼ିଛି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। କଥିତ ଭଣ୍ଡ ବାବା ସୋସିଆଲ ମିଡିଆ...


