E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କରୋନା ଭାଇରସ୍‌, ପୁରୀ

ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା
10:03 amJune 12, 2021

ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍‌ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଏସ୍‌ପି କନଓ୍ବର ବିଶାଲ ସିଂ ବରିଷ୍ଠ ପୋଲିସ ଅଧିକାରୀମାନଙ୍କ ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଓ ଦେବସ୍ନାନ ମଣ୍ଡପ ପରିସର ବୁଲି ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ପରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ପୋଲିସ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା କରିଛନ୍ତି। କୋଭିଡ୍‌ କଟକଣା ଥିବାରୁ ଦେବସ୍ନାନ ପୂର୍ଣ୍ଣମାରେ ପୁରୀ ସହରରେ ୧୪୪ ଧାରା ସହ କର୍ଫ୍ୟୁ ଜାରି କରାଯିବାର ସମ୍ଭାବନା ରହିଛି। ଏଥିପାଇଁ ପୋଲିସ ପ୍ରଶାସନ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଏସ୍‌ପି ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ନିକଟକୁ ଭକ୍ତମାନେ ଯେପରି ନ ଆସିପାରିବେ ସେଥିଲାଗି ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଥିବା ସାହିଗୁଡ଼ିିକୁ ବ୍ୟାରିକେଡିଂ କରାଯିବ। ତେବେ ଜରୁରିକାଳୀନ ସେବା ସକାଶେ ଲୋକଙ୍କୁ ଛଡ଼ାଯିବ। ଯେପରି ଜନସାଧାରଣଙ୍କ ଅସୁବିଧା ନ ହେବ ସେଥିପ୍ରତି ଧ୍ୟାନ ଦିଆଯିବ। ସୁରକ୍ଷା ଦୃଷ୍ଟିରୁ ବଡ଼ଦାଣ୍ଡକୁ ୮ରୁ ୯ଟି ଜୋନ୍‌ରେ ବିଭକ୍ତ କରାଯିବ। ପୁରୀ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଗୁଡ଼ିକୁ ସିଲ କରାଯିବ। ତେବେ ନୂତନ ଏସ୍‌ଓପି ଜାରି ହେବା ପରେ ଏ ସଂକ୍ରାନ୍ତରେ ପୋଲିସ ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଏସ୍‌ପି କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କରୋନା ଭାଇରସ୍‌, ପୁରୀ View All

ବୋମାମାଡ଼ କରି ବିଜେଡି ନେତା ଗିରଫ

ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ...

ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ

କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍‌ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...

ପ୍ରେମ ପାଇଁ ୫ ଘଣ୍ଟାର ଆତଙ୍କ

ବଲାଙ୍ଗୀର ଅଫିସ, ୧୬ା୬:ଏକତରଫା ପ୍ରେମକୁ ନେଇ ବଲାଙ୍ଗୀର ସହରରେ ମଙ୍ଗଳବାର ସକାଳେ ଦେଖିବାକୁ ମିଳିଛି ୫ଘଣ୍ଟାର ଆତଙ୍କ। ଜଣେ ବନ୍ଧୁକଧାରୀ ଯୁବକ ଅନ୍ୟ ଜଣେ ବ୍ୟକ୍ତିଙ୍କ...

ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼: ମାଜିଷ୍ଟ୍ରେଟଙ୍କୁ ମହଙ୍ଗା ପଡ଼ିଲା

ଝାରସୁଗୁଡା ଅଫିସ୍‌,୪।୬: କୋଭିଡ୍‌ ତଦାରଖ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ବୁଧବାର ଜଣେ ବୃଦ୍ଧ ତରଭୂଜ ବିକାଳୀ ଏବଂ ତାଙ୍କର...

ସବୁ ଜିଲାରେ ଗାଡ଼ି ପଞ୍ଜୀକରଣ, ବିକ୍ରୟକୁ ଅନୁମତି

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ଲକ୍‌ଡାଉନ୍‌ କଟକଣାକୁ ସାମାନ୍ୟ କୋହଳ କରିଛନ୍ତି। ସମସ୍ତ ଜିଲାରେ ଅଟୋମୋବାଇଲ୍‌ ଶୋ’ରୁମ୍‌ଗୁଡ଼ିକ ଖୋଲାଯିବା ସହ ନୂତନ ଗାଡ଼ି ପଞ୍ଜୀକରଣ ଓ ବିକ୍ରୟ...

ବେକରେ ରଶି ଲଗାଇ ଗାଁରେ ବୁଲାଇଲା କଙ୍ଗାରୁ କୋର୍ଟ

ଝାରସୁଗୁଡ଼ା ଅଫିସ,୧୬ା୬: ଦୋଷୀଙ୍କୁ ଦଣ୍ଡ ବିଧାନ ପାଇଁ ଥାନା, କୋର୍ଟ ଆଦିର ବ୍ୟବସ୍ଥା ରହିଛି। କିନ୍ତୁ ଲୋକେ ଏହା ନ କରି ଆଇନ ହାତକୁ ନେଇ...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ଆତ୍ମସାତ୍‌ ମସୁଧା

ବ୍ରହ୍ମଗିରି,୧୫।୬(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ର ଅର୍ଥ ଆତ୍ମସାତ୍‌ ପାଇଁ ମସୁଧା ଚାଲିଥିବା ଅଭିଯୋଗ ହୋଇଛି।...

ପାଣି ପିଇ ହେଉନି, ଖାଦ୍ୟ ରୁଚୁନି: ଲୁଣିପାଣି କବଳରେ ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳ

ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୬।୬: ଯାଜପୁର ଜିଲା ବରୀ ବ୍ଲକର ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳରେ ମାଟି ଅଳ୍ପ ଖୋଳିଲେ ବାହାରୁଛି ଲୁଣି ପାଣି। ସେହି ପାଣି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ
Next Post Next post:
ଶୁଦ୍ଧିକ୍ରିୟା ପାଇଁ ରାଶନ କାର୍ଡ ବନ୍ଧା ପଡ଼ିବା ଘଟଣା: ତଦନ୍ତ ପାଇଁ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts