E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଫୁରସତ

ବାଘ, ସିଂହର କରୋନା ମୃତ୍ୟୁ
11:54 amJune 5, 2021

ରାଞ୍ଚି/ଚେନ୍ନାଇ: ତାମିଲନାଡୁର ଭଣ୍ଡାଲୁରସ୍ଥିତ ଆରିଗ୍‌ନାର ଆନ୍ନା ଜାତୀୟ ଉଦ୍ୟାନରେ ୯ ସିଂହ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯ ବର୍ଷର ଏକ ମାଈ ସିଂହର ମୃତ୍ୟୁ ଘଟିଛି। ଜୁଲୋଜିକାଲ ପାର୍କର ସଫାରି ଏରିଆରେ ରଖାଯାଇଥିବା ଏହି ସିଂହଟି ଗୁରୁବାର ସନ୍ଧ୍ୟା ୬ଟା ୧୫ରେ ଆଖି ବୁଜିଦେଇଥିଲା ବୋଲି ଶୁକ୍ରବାର ଏକ ପ୍ରେସ୍‌ ରିଲିଜ୍‌ରେ କୁହାଯାଇଛି। ସେହିପରି ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚିରେ ଥିବା ଭଗବାନ ବିର୍ସା ମୁଣ୍ଡା ବାୟୋଲୋଜିକାଲ ପାର୍କରେ ୧୦ ବର୍ଷର ଅଣ୍ଡିରା ବାଘ ‘ଶିବା’ ମଧ୍ୟ ଗୁରୁବାର ରାତିରେ କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ଜଣାପଡ଼ିଛି। ଶିବାକୁ ୨୦୧୪ରେ ବେଙ୍ଗାଲୁରୁରୁ ଉକ୍ତ ଚିଡ଼ିଆଖାନାକୁ ଅଣାଯାଇଥିଲା। ଗତ ୪ ଦିନ ଧରି ବାଘଟି ଜ୍ୱର ଓ ସଂକ୍ରମଣରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲା ବୋଲି ଜୁ’ର ପ୍ରାଣୀ ଚିକିତ୍ସକ ଡ. ଓମ୍‌ ପ୍ରକାଶ ସାହୁ ସୂଚନା ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଫୁରସତ View All

ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। କରୋନାକୁ ରୋକିବା ପାଇଁ ଦେଶରେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ହେଲେ ମିଳିଥିବା ସରକାରୀ...

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି...

ରାଜଧାନୀରେ ଲୋକଙ୍କୁ ଘରେ ଯୋଗାଇ ଦିଆଯିବ ମଦ: ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ…

ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବେ ଲୋକଙ୍କ ଘରେ ମଦ ପହଞ୍ଚାଇବା ପ୍ରସ୍ତାବକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାରଙ୍କ ପକ୍ଷରୁ ମଞ୍ଜୁରୀ...

ଏକଦା କାନ୍ଥରେ ଚିତ୍ର କରି ଶୁଣୁଥିଲେ ଗାଳି: ଏବେ ଗୁଗଲ ଦେଲା ପୁରସ୍କାର

ଓ୍ବାଶିଂଟନ୍‌,୧୫।୬: ଡୁଡଲ ଫର୍‌ ଗୁଗଲ-୨୦୨୧ ପ୍ରତିଯୋଗୀତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଆମେରିକାର ଗୁଗଲର ହୋମପେଜ୍‌ରେ ଏହି ଡୁଡଲ ପ୍ରଦର୍ଶିତ ହେବ। ଏନେଇ ଗୁଗଲର ସିଇଓ...

‘ସେବାରୁ ଆତ୍ମତୃପ୍ତି’

୧୯୯୯ ମସିହା ମହାବାତ୍ୟା ସମୟରେ ସହାୟତାର ହାତ ବଢ଼ାଇଥିଲେ ଦେଶ ବିଦେଶର ବହୁ ସଂସ୍ଥା। ଏଥିରେ ଚେନ୍ନାଇସ୍ଥିତ ଉତ୍କଳ ଆସୋସିଏଶନ ସହ ସତ୍‌ସଙ୍ଗ ସାମିଲ ହୋଇଥିଲା।...

ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ

ବୁଗୁଡ଼ା,୧୦।୬(ଡି.ଏନ୍‌.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ...

ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ମିଳୁନି ଦୁଇମୁଠା ଖାଦ୍ୟ: ଏକ କୋଟିରୁ ଅଧିକ ବେରୋଜଗାର…

ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। କରୋନା ମହାମାରୀ ଯୋଗୁ...

କରୋନା ମୃତକଙ୍କ ପରିବାରକୁ ଦେଇ ହେବନି ୪ ଲକ୍ଷ ସହାୟତା: ସତ୍ୟପାଠ ଦାଖଲ କଲେ ମୋଦି ସରକାର…

ନୂଆଦିଲ୍ଲୀ,୨୦।୬: କରୋନା ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଦେଇ ହେବନି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ନାଗିନ୍‌ ଫେମ୍‌ ଏହି ଲୋକପ୍ରିୟ ଅଭିନେତାଙ୍କୁ ବାନ୍ଧିଲା ପୋଲିସ: ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ…
Next Post Next post:
ଦୁଇ ଡୋଜ୍‌ ମଧ୍ୟରେ କମ ସମୟ ସୀମା ଦ୍ୱାରା ବଢ଼ିବ ପ୍ରତିରୋଧକ ଶକ୍ତି…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts