ମୁମ୍ବାଇ: ବି-ଟାଉନର ଲଭ୍ବାର୍ଡ ଦିଶା ପଟାନୀ ଓ ଟାଇଗର ଶ୍ରଫ୍ଙ୍କୁ ଲକ୍ଡାଉନରେ ଘରୁ ବାହାରିବା ମହଙ୍ଗା ପଡ଼ିଛି। ମଙ୍ଗଳବାର ଏହି ଚର୍ଚ୍ଚିତ ଯୋଡ଼ି ଡ୍ରାଇଭ୍ରେ ବାହାରିଥିବା ବେଳେ ମୁମ୍ବାଇ ପୋଲିସ ତାଙ୍କୁ ଅଟକାଇଦେଇଥିଲେ। ହେଲେ ପରେ ପୋଲିସ ତାଙ୍କୁ ଛାଡ଼ିଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବେଶ୍ କିଛି ଦିନରୁ ଅଭିନେତା ଟାଇଗର ଓ ଅଭିନେତ୍ରୀ ଦିଶା ପଟାନୀ ଦୁହେଁ ଦୁହିଁଙ୍କୁ ଡେଟ୍ କରୁଛନ୍ତି। ପ୍ରାୟ ସମୟରେ ଦୁହିଁଙ୍କୁ ଏକାଠି ସ୍ପଟ ମଧ୍ୟ କରାଯାଇଛି। ତେବେ ମଙ୍ଗଳବାର ଟାଇଗର ଓ ଦିଶା ନିଜର ଜିମ୍ ସାରି ଡ୍ରାଇଭ୍ରେ ବାହାରିଥିଲେ। ବାନ୍ଦ୍ରାରେ ଡ୍ରାଇଭ୍ କରୁଥିବା ସମୟରେ ପୋଲିସ ତାଙ୍କୁ ଅଟକାଇଦେଇଥିଲା। ଏହି ସମୟରେ ଦିଶା ଗାଡ଼ିର ସମ୍ମୁଖ ସିଟ୍ରେ ବସିଥିବା ବେଳେ ଟାଇଗର ପଛ ସିଟ୍ରେ ବସିଥିଲେ। ପୋଲିସ ସେମାନଙ୍କର ଆଧାରକାର୍ଡ, ଲାଇସେନ୍ସ ଓ ଗାଡ଼ିର ଅନ୍ୟ କାଗଜପତ୍ର ଯାଞ୍ଚ କରିବା ପରେ ଛାଡ଼ିଦେଇଥିବା ସୂଚନା ରହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.