E-Paper
  • logo
  • Friday 29th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ପୁଣି ଭାରତକୁ ଫେରିବ ଟିକ୍‌ଟକ୍‌ !
4:52 pmJune 26, 2021June 27, 2021

ଶର୍ଟ ଭିଡିଓ ଷ୍ଟ୍ରିମିଂ ମୋବାଇଲ ଆପ୍‌ ‘ଟିକ୍‌ଟକ୍‌’ କେନ୍ଦ୍ରୀୟ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟକୁ ସୂଚନା ଦେଇଛି ଯେ, ଏହା ନୂତନ ସୋସିଆଲ ମିଡିଆ ଏବଂ ମଧ୍ୟସ୍ଥ ନିର୍ଦ୍ଦେଶାବଳୀ ପାଳନ କରିଛି, ଯେତେବେଳେ କି ଭାରତରେ ଏହି ଆପ୍‌ ଉପରେ ପ୍ରତିବନ୍ଧକ ଜାରି ରହିଛି।

ତେବେ ଏହି ବିଷୟରେ ଜ୍ଞାନ ଥିବା ମନ୍ତ୍ରଣାଳୟର ଜଣେ ଅଧିକାରୀ କହିଛନ୍ତି, କମ୍ପାନୀ ନିର୍ଦ୍ଦେଶାବଳୀ ଅନୁସରଣ କରିବା ଏକ ଭଲ କଥା କିନ୍ତୁ ଏହି ପ୍ରତିବନ୍ଧକ ଉପରେ ପ୍ରଭାବ ପକାଇବାର ସମ୍ଭାବନା ନାହିଁ।

ଭାରତକୁ ଟିକ୍‌ଟକ୍‌ ଫେରିବା ନେଇ ଆଶା କରାଯାଉଛି। ଟିକ୍‌ଟକ୍‌ର ମୁଖପାତ୍ର କହିଛନ୍ତି ଯେ, କମ୍ପାନୀ ସରକାରଙ୍କ ସହ ଜଡ଼ିତ ହୋଇ ଭାରତ ଫେରିବାକୁ ଅପେକ୍ଷା କରିଛି। ମୁଖପାତ୍ର କହିଛନ୍ତି, ଟିକ୍‌ଟକ୍‌ ଭାରତୀୟ ବଜାର ପାଇଁ ସମ୍ପୂର୍ଣ୍ଣ ପ୍ରତିବଦ୍ଧ। ଆମେ ସବୁବେଳେ ଆଇନ ପାଳନ କରିବା ପାଇଁ କାର୍ଯ୍ୟ କରିଛୁ ଏବଂ ଭାରତକୁ ଫେରିବା ଏବଂ ଆମର ଲକ୍ଷ ଲକ୍ଷ ସୃଷ୍ଟିକର୍ତ୍ତା ଏବଂ ଉପଭୋକ୍ତାଙ୍କୁ ପୁଣି ଏକ ମଜାଦାର ପ୍ଲାଟଫର୍ମ ଦେବା ପାଇଁ ସରକାରଙ୍କ ସହ ଯୋଗଦେବାକୁ ଅପେକ୍ଷା କରିଛୁ।

ସୂଚନାଯୋଗ୍ୟ,ଗତ ବର୍ଷ ଜୁନ୍‌ ମାସରେ ଗଲ୍‌ଓ୍ବାନା ଉପତ୍ୟକାରେ ଚାଇନା ସହିତ ସଂଘର୍ଷ ପରେ ଭାରତ ଦ୍ୱାରା ନିଷିଦ୍ଧ ହୋଇଥିବା ୨୫୦ ଆପ୍‌ରେ ଟିକ୍‌ଟକ୍‌କୁ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଥିଲା। କାରଣ ଏହା ଚାଇନାର ମୂଳ ଥିଲା। ଦେଶର ସାର୍ବଭୌମତ୍ୱ ଏବଂ ଅଖଣ୍ଡତା ପ୍ରତି ବିପଦ ବୋଲି ସରକାର ଏହି ଆପ୍‌ଗୁଡିକୁ ବାରଣ କରିଛନ୍ତି। ସରକାର କହିଥିଲେ, ଏହି ଆପଗୁଡ଼ିକ ଭାରତର ସାର୍ବଭୌମତ୍ୱ ଏବଂ ଅଖଣ୍ଡତା, ଭାରତର ପ୍ରତିରକ୍ଷା, ରାଜ୍ୟର ସୁରକ୍ଷା ଏବଂ ଜନସାଧାରଣଙ୍କ ପାଇଁ କ୍ଷତିକାରକ। ଟିକ୍‌ଟଗ୍‌ ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା ପ୍ରଥମ ପ୍ରତିବନ୍ଧକର ଏକ ଅଂଶ ଥିଲା। ଯେଉଁଥିରେ ୫୯ଟି ଆପ୍‌ ହଟାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

୮୦ ଜଣଙ୍କୁ କଞ୍ଚା ଚୋବାଇ ଖାଇଥିଲା ୧୬ ଫୁଟ ଲମ୍ବ କୁମ୍ଭୀର …

କାମ୍ପାଲା,୧୦।୬: ଆଫ୍ରିକାର ଉଗାଣ୍ଡାରେ ଏକ ୧୬ ଫୁଟ ଲମ୍ବ କୁମ୍ଭୀର ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଘଡ଼ିଆଳ କୁମ୍ଭୀରଟି ୮୦ ଜଣ ଲୋକଙ୍କୁ ଜୀଅନ୍ତା କଞ୍ଚା...

କରୋନା ସଙ୍କଟ ମଧ୍ୟରେ ବୈଜ୍ଞାନିକ ତିଆରି କଲେ ପକେଟ ଭେଣ୍ଟିଲେଟର

କୋଲକାତା,୧୧।୬: ବର୍ତ୍ତମାନ ଦେଶରେ ଦୈନିକ ସଂକମ୍ରଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। କରୋନା କାଳରେ ଦେଶରେ ଭେଣ୍ଟିଲେଟରର ସମସ୍ୟା ଦିନକୁ...

ବାପାଙ୍କୁ ଚିଠି…

ଗୋଟେ ଦମ୍ଭର ନାଁ, ଗୋଟେ ଅହଙ୍କାରର ନାଁ, ଗୋଟେ ଆଶ୍ରାର ନାଁ, ଗୋଟେ ନିରୀହ ଭଲପାଇବାର ନାଁ ବାପା। ହେଲେ କୌଣସି ସନ୍ତାନ କ’ଣ ସତରେ...

ନେହେରୁଙ୍କ ଚିଠି ଇନ୍ଦିରାଙ୍କ ପାଇଁ…

ବାପା, ନିଜର ଲହୁ ଲୁହକୁ ଏକ କରି ଗଢ଼ନ୍ତି ସନ୍ତାନର ଭବିଷ୍ୟତ। ତାଙ୍କ ଅନୁଶାସନ, ପଥନିଦର୍ଶନ ପାଇଁ ହିଁ ପିଲାମାନେ ପହଞ୍ଚତ୍ପାରନ୍ତି ଲକ୍ଷ୍ୟସ୍ଥଳରେ। ଭାରତର ଲୌହ...

ସାମୁଦ୍ରିକ ଘାସରୁ ତିଆରି ହୋଇଛି ଏହି ଘର, ମିଳୁଛି ପ୍ରଚୁର ଅମ୍ଳଜାନ

ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପୃଥିବୀ ଭିତରେ ଗତି କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ଭୂକମ୍ପ ଏବଂ ବନ୍ୟା ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ...

‘ସେବାରୁ ଆତ୍ମତୃପ୍ତି’

୧୯୯୯ ମସିହା ମହାବାତ୍ୟା ସମୟରେ ସହାୟତାର ହାତ ବଢ଼ାଇଥିଲେ ଦେଶ ବିଦେଶର ବହୁ ସଂସ୍ଥା। ଏଥିରେ ଚେନ୍ନାଇସ୍ଥିତ ଉତ୍କଳ ଆସୋସିଏଶନ ସହ ସତ୍‌ସଙ୍ଗ ସାମିଲ ହୋଇଥିଲା।...

ମୁଣ୍ଡ ପିଟି ବାହୁନି କାନ୍ଦିଲେ ମା’: ଜୀବନ ଫେରି ପାଇଲେ ୭ ବର୍ଷର ବାଳକ…

ବାହାଦୂରଗଡ଼,୧୭।୬: କୁହାଯାଏ ମା’ ଡାକରେ ଅମୃତ ରହିଛି। ମା’ ଡାକରେ ପିଲା ଆପଣା ଛାଏଁ ଟାଣି ହୋଇ ଚାଲି ଆସିଥାଏ। ଏହାର ସଦ୍ୟତମ ଉଦାହରଣ ହରିୟାଣାର...

ବାଉଁଶ କାରିଗରୀ

ବାଉଁଶରେ ତିଆରି କଳାକୃତି ହେଉ କି ପାରମ୍ପରିକ ବିଭିନ୍ନ କୃଷି ସାମଗ୍ରୀ । କାହିଁ କେଉଁକାଳରୁ ଲୋକଙ୍କ ଗୃହ ଉପକରଣ ଭାବେ ଏହାର ବ୍ୟବହାର ହୋଇଆସୁଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଘରକୁ ଘର ବୁଲି ସଂଗ୍ରହ ହେଉଛି ଆବର୍ଜନା: ବ୍ୟାଟ୍ରିଚାଳିତ ଗାଡ଼ି ଧରି ବୁଲୁଛନ୍ତି ମହିଳା
Next Post Next post:
କୃଷି ଆଇନ ପ୍ରତ୍ୟାହାର ଦାବି ନେଇ ସିଟୁର ପ୍ରତିବାଦ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts