E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

କୃଷକଙ୍କ ସହ ଛିଡ଼ା ହେବ ଟିଏମ୍‌ସି
9:02 pmJune 9, 2021

କୋଲକାତା,୯।୬ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବୁଧବାର ଭେଟିଛନ୍ତି ଭାରତୀୟ କିଷାନ ୟୁନିଅନ (ବିକେୟୁ) ନେତା ରାକେଶ ଟିକାଏତ। ବୈଠକରେ ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ ଦେବା ଲାଗି ଆଶ୍ୱାସନା ଦେଇଛନ୍ତି ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ। ଚାଷୀଙ୍କ ସମସ୍ତ ଦାବି ପୂରଣ ନ ହେଲା ପର୍ଯ୍ୟନ୍ତ ଆନ୍ଦୋଳନକୁ ଆମେ ସମ୍ପୂର୍ଣ୍ଣ ସମର୍ଥନ ଦେବୁ। ବିବାଦୀୟ ୩ କୃଷି ଆଇନ ବିରୋଧରେ ଆମେ ଏକ ସଂକଳ୍ପ ପାରିତ କରିଛୁ। ଆମେ ଚାଷୀଙ୍କ ସହ ଅଛୁ ବୋଲି ମମତା ମାନାର୍ଜୀ କହିଛନ୍ତି।

ଶିଳ୍ପନୁଷ୍ଠାନଗୁଡ଼ିକ ସଂଘର୍ଷ କରୁଛନ୍ତି। ଔଷଧ ଉପରେ ମଧ୍ୟ ଜିଏସ୍‌ଟି ଲାଗୁ କରାଯାଉଛି। ଗତ ୭ ମାସରେ ଥରେ ହେଲେ ସେମାନେ (କେନ୍ଦ୍ର ସରକାର) ଚାଷୀଙ୍କ ସହ ଆଲୋଚନା କରୁ ନାହାନ୍ତି। ୩ କୃଷି ଆଇନର ସମ୍ପୂର୍ଣ୍ଣ ଉଚ୍ଛେଦ ମୁଁ ଦାବି କରୁଛି ବୋଲି ଟିଏମ୍‌ସି ସୁପ୍ରିମୋ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ନୂଆ ଆକ୍ରାନ୍ତ ସଂଖ୍ୟା ୫୦ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦...

ସଂକ୍ରମଣ ପୁଣି ବଢ଼ିବା ଆଶଙ୍କା

ନୂଆଦିଲ୍ଲୀ, ୨ା୬: କୋଭିଡ୍‌ ମୁକାବିଲା ପାଇଁ ବିଭିନ୍ନ ରାଜ୍ୟ ପକ୍ଷରୁ ନିଆଯାଇଥିବା ପଦକ୍ଷେପର ସୁଫଳ ଦେଖିବାକୁ ମିଳିଛି। ୨୪ ଘଣ୍ଟାରେ ଦେଶରେ ୧,୨୭,୫୧୦ ଜଣ କରୋନା...

ଟୁଇଟର ପରେ ଏବେ ଇନ୍‌ଷ୍ଟାଗ୍ରାମ ବିରୋଧରେ ଏଫ୍‌ଆଇଆର

ନୂଆଦିଲ୍ଲୀ,୧୬।୬: ମୋଇକ୍ରୋ ବ୍ଲଗିଙ୍ଗ୍‌ ସାଇଟ୍‌ ଟୁଇଟର ପରେ ଏବେ ଫଟୋ ଓ ଭିଡ଼ିଓ ନେଟଓ୍ବାର୍କିଂ ସାଇଟ ଇନ୍‌ଷ୍ଟାଗ୍ରାମ ବି ଯାଞ୍ଚ ଘେରକୁ ଆସିଛି। ଦିଲ୍ଲୀ ପୋଲିସର...

ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ,୧।୬: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। କରୋନାରେ ଆକ୍ରାନ୍ତ ହେବାର ପରବର୍ତ୍ତୀ ସମସ୍ୟା ଯୋଗୁ...

ଅଧିକ ଆଣ୍ଟିବଡି ସୃଷ୍ଟି କରୁଛି କୋଭିଶିଲ୍ଡ

ନୂଆଦିଲ୍ଲୀ,୭।୬: କୋଭାକ୍ସିନ ଅପେକ୍ଷା କୋଭିଶିଲ୍ଡ ଟିକା ଅଧିକ ଆଣ୍ଟିବଡି ସୃଷ୍ଟି କରୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଉପରୋକ୍ତ ଟିକାର ଦୁଇଟି ଡୋଜ୍‌ ନେଇଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ...

୬୦ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

ବେଙ୍ଗ ସହ ହିନ୍ଦୁଙ୍କୁ ତୁଳନା କଲେ ଆରଏସ୍‌ଏସ୍‌ ନେତା

କୋଲକାତା,୬।୬ : ହିନ୍ଦୁ ସମ୍ପ୍ରଦାୟ ବେଙ୍ଗ ଭଳି ଆଚରଣ କରୁଛନ୍ତି। ଓଜନ ମପା ଯାଉଥିବା ଯନ୍ତ୍ରରେ ଦୁହିଁଙ୍କୁ ମାପିବା କଷ୍ଟକର। ଏଭଳି ମନ୍ତବ୍ୟ ଦେଇଛନ୍ତି ପଶ୍ଚିମବଙ୍ଗର...

କ୍ଷମା ମାଗିଲେ ହରଭଜନ

ନୂଆଦିଲ୍ଲୀ, ୭ା୬: ହରଭଜନ ସିଂ ସୋମବାର କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଭେଟେରାନ ଭାରତୀୟ ଅଫ୍‌ ସ୍ପିନର ଖଲିସ୍ଥାନୀ ସନ୍ତ୍ରାସବାଦୀ ଜର୍ନେଲ ସିଂ ଭିନ୍ଦ୍ରନଓ୍ବାଲେଙ୍କ ପ୍ରତି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିମ୍‌ ଇଣ୍ଡିଆକୁ ପରାମର୍ଶ ଦେଲେ ନ୍ୟୁଜିଲାଣ୍ଡ କୋଚ୍‌
Next Post Next post:
ଓଡ଼ିଶା: ଆଜିର ଫଟୋ (ଜୁନ ୯, ୨୦୨୧)

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts