ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୫,୮୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩,୩୩୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨,୫୬୪ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୨୫ ହଜାର ୧୧୦ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୫୩ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୩୮୫, ବାଲେଶ୍ୱରରୁ ୩୭୩, ବରଗଡ଼ରୁ ୯୯, ଭଦ୍ରକରୁ ୩୭୦, ବଲାଙ୍ଗୀରରୁ ୭୭, ବୌଦ୍ଧରୁ ୭୩, କଟକରୁ ୩୪୯, ଦେବଗଡ଼ରୁ ୨୨, ଢେଙ୍କାନାଳରୁ ୩୦୬, ଗଜପତିରୁ ୪୪, ଗଞ୍ଜାମରୁ ୩୫, ଜଗତ୍ସିଂହପୁରରୁ ୨୩୨, ଯାଜପୁରରୁ ୪୧୩, ଝାରସୁଗୁଡ଼ାରୁ ୫୪, କଳାହାଣ୍ଡିରୁ ୫୩, କନ୍ଧମାଳରୁ ୬୫, କେନ୍ଦ୍ରାପଡ଼ାରୁ ୨୩୫, କେନ୍ଦୁଝରରୁ ୧୦୩ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୧୯୨, ମାଲକାନଗିରିରୁ ୧୧୬, ମୟୂରଭଞ୍ଜରୁ ୨୬୧, ନବରଙ୍ଗପୁରରୁ ୧୭୪ , ନୟାଗଡ଼ରୁ ୧୭୭, ନୂଆପଡ଼ାରୁ ୩୭, ପୁରୀରୁ ୨୪୧, ରାୟଗଡ଼ାରୁ ୧୬୬, ସମ୍ବଲପୁରରୁ ୯୨ ସୁବର୍ଣ୍ଣପୁରରୁ ୭୭ ଓ ସୁନ୍ଦରଗଡ଼ରୁ ୧୧୩ ଥିବା ବେଳେ ଷ୍ଟେଟ୍ ପୁଲ୍ରୁ ୧୪୫ ଅଛନ୍ତି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ଚିରନିଦ୍ରାରେ ‘ଶଲାବୁଢ଼ା’ ଫେମ୍ ଅଭିନେତା
ଭୁବନେଶ୍ୱର/ସୋନପୁର(ବ୍ୟୁରୋ, ନି.ପ୍ର.)୫।୬: ଲୋକପ୍ରିୟ ସମ୍ବଲପୁରୀ ଫିଲ୍ମ ‘ଶଲାବୁଢ଼ା’ ଫେମ୍ ତଥା ଜାତୀୟ ପୁରସ୍କାର ପ୍ରାପ୍ତ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ଘଟିଛି। ଶୁକ୍ରବାର ବିଳମ୍ବିତ...
ଜୁଲାଇ୧ରୁ ଶତ ପ୍ରତିଶତରେ ଚାଲିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶତପ୍ରତିଶତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ କର୍ମଚାରୀମାନଙ୍କୁ...
ଗ୍ଲୋବାଲ ଇ-ଟେଣ୍ଡର ବାତିଲ
ଭୁବନେଶ୍ୱର,୨୪।୬(ବ୍ୟୁରୋ): କୋଭିଡ ଟିକା ପାଇଁ ରାଜ୍ୟ ସରକାର ଡାକିଥିବା ଗ୍ଲୋବାଲ ଇ-ଟେଣ୍ଡରକୁ ବାତିଲ କରାଯାଇଛି। ବୁଧବାର ଏ ନେଇ ଓଡ଼ିଶା ରାଜ୍ୟ ଔଷଧ ନିଗମ ଲିମିଟେଡ...
ଅଧିକାଂଶ ଜିଲାରେ ଆଜିଠୁ ବର୍ଷା
ଭୁବନେଶ୍ୱର,୮।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର...
ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ
ଭୁବନେଶ୍ୱର,୬।୬(ବ୍ୟୁରୋ): ବିକାଶ ନାଁରେ ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା...
ବିନା ଭକ୍ତରେ ଶେଷ ହେଲା ବଳଦେବଜୀଉଙ୍କ ସ୍ନାନୋତ୍ସବ
କେନ୍ଦୁଝର,୨୪।୬(ସ୍ବ.ପ୍ର): କେନ୍ଦୁଝରର ଆରାଧ୍ୟ ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପବିତ୍ର ଦେବସ୍ନାନ ଉତ୍ସବ କୋଭିଡ କଟକଣା ମଧ୍ୟରେ ଗୁରୁବାର ପାଳିତ ହୋଇଯାଇଛି। ପ୍ରଥମେ ପାରମ୍ପରିକ ରୀତିନୀତିରେ ଶ୍ରୀ...
ଘରେ ବସି ଆପ୍ରେ ବୁକିଂ କରିହେବ ଅକ୍ସିଜେନ୍
ଭୁବନେଶ୍ୱର, ୫।୬ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତିରେ ସୁଧାର ଆସୁଛି। ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଲକ୍ଡାଉନ ଶଟ୍ଡାଉନ୍ର ସୁଫଳ ମିଳୁଛି। ହେଲେ ଏବେ...
ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …
ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍ଆଇଭି ପଜିଟିଭ୍...


