ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୮,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୪,୮୯୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୩୮୪୩ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୭ ଲକ୍ଷ ୭୩ ହଜାର ୩୭୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧,୨୨୨ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୪୫୬, ବାଲେଶ୍ୱରରୁ ୫୬୬, ବରଗଡ଼ରୁ ୧୯୩, ଭଦ୍ରକରୁ ୧୪୭, ବଲାଙ୍ଗୀରରୁ ୪୯, ବୌଦ୍ଧରୁ ୧୩୭, କଟକରୁ ୬୭୩, ଦେବଗଡ଼ରୁ ୬୩, ଢେଙ୍କାନାଳରୁ ୫୦୩, ଗଜପତିରୁ ୮୦, ଗଞ୍ଜାମରୁ ୧୫୬, ଜଗତ୍ସିଂହପୁରରୁ ୩୮୨, ଯାଜପୁରରୁ ୫୦୭, ଝାରସୁଗୁଡ଼ାରୁ ୧୫୩, କଳାହାଣ୍ଡିରୁ ୧୭୭, କନ୍ଧମାଳରୁ ୬୫, କେନ୍ଦ୍ରାପଡ଼ାରୁ ୩୮୭, କେନ୍ଦୁଝରରୁ ୧୭୯ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୨୫୫, ମାଲକାନଗିରିରୁ ୯୬, ମୟୂରଭଞ୍ଜରୁ ୩୪୨, ନବରଙ୍ଗପୁରରୁ ୨୬୪ , ନୟାଗଡ଼ରୁ ୨୮୫, ନୂଆପଡ଼ାରୁ ୪୦, ପୁରୀରୁ ୪୬୭, ରାୟଗଡ଼ାରୁ ୯୦, ସମ୍ବଲପୁରରୁ ୧୭୭ ସୁବର୍ଣ୍ଣପୁରରୁ ୧୫୬ ଓ ସୁନ୍ଦରଗଡ଼ରୁ ୨୪୪ ଥିବା ବେଳେ ଷ୍ଟେଟ୍ ପୁଲ୍ରୁ ୨୨୦ ଅଛନ୍ତି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
୨୦୨୨ରେ ଭୋଟ୍ ପ୍ରଚାର କରିବ ରୋବୋ
ନୂଆଦିଲ୍ଲୀ, ୨୧।୬: ଗତ ମାର୍ଚ୍ଚ, ଏପ୍ରିଲରେ ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। କୋଭିଡ୍ ମହାମାରୀ ସମୟରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଆୟୋଜିତ...
କୋଭିଡ ମୃତ୍ୟୁସଂଖ୍ୟାକୁ ନେଇ ଅସନ୍ତୁଷ୍ଟ ହାଇକୋର୍ଟ
ପାଟନା,୧୨।୬: ବିହାରରେ କରୋନାଜନିତ ହୋଇଥିବା ମୃତ୍ୟୁସଂଖ୍ୟାକୁ ନେଇ ପାଟନା ହାଇକୋର୍ଟ କଡ଼ା ଟିପ୍ପଣୀ ଦେଇଛନ୍ତି। ସରକାର ଦେଇଥିବା ମୃତ୍ୟୁସଂଖ୍ୟା ତଥ୍ୟ ଉପରେ କୋର୍ଟ ଅସନ୍ତୁଷ୍ଟ। ଏହି...
ଭାକ୍ସିନ୍ର ୨ ଡୋଜ୍ ନେଇ ବି ସହରରେ ୪୦୦୦ ଜଣଙ୍କୁ କରୋନା…
ଓ୍ବାଶିଂଟନ,୨୩।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାକ୍ସିନ୍ ପ୍ରଦାନ କରାଯାଉଛି। ଆମେରିକାର ମାସାଚୁସେଟସ୍ ସହରରେ କରୋନା ଭାକ୍ସିନ୍ର ୨ ଡୋଜ୍ ନେବା ପରେ...
ସେପ୍ଟେମ୍ବର ସୁଦ୍ଧା ୭୦କୋଟି ଲୋକଙ୍କୁ ଟିକା ଦିଆଯିବା ଲକ୍ଷ୍ୟ: ସିଇଏ
ନୂଆଦିଲ୍ଲୀ,୪।୬: ଦେଶରେ କରୋନା ଟିକାକରଣକୁ ଆହୁରି ତ୍ୱରାନ୍ବିତ କରାଯିବ। ସେପ୍ଟେମ୍ବର ସୁଦ୍ଧା ଦେଶର ୭୦କୋଟି ଲୋକଙ୍କୁ କରୋନା ଭାକ୍ସିନର ପ୍ରଥମ ଡୋଜ୍ ଦିଆଯିବା ନେଇ ସରକାର...
ଆଜି କ୍ରୋମାଇଟ୍ ନିଲାମ
ଯାଜପୁର ଅଫିସ,୨୫ା୬: ଗତ ଫେବୃୟାରୀରୁ ଓଡ଼ିଶା ଖଣି ନିଗମ (ଓଏମ୍ସି)ଦ୍ୱାରା ଆହୂତ କ୍ରୋମାଇଟର ମାସିକ ନିଲାମ ପ୍ରକ୍ରିୟା କ୍ରମାଗତ ଭାବେ ବିଫଳ ହୋଇଆସୁଛି। ଏଥିଯୋଗୁ ନିଲାମ...
ରାଜଧାନୀରେ ପ୍ରେମୀ ଯୁଗଳଙ୍କ ହାଇଡ୍ରାମା
ଭୁବନେଶ୍ୱର,୫।୬(ବ୍ୟୁରୋ): ‘ତୋତେ ବାହା ହେବି ବୋଲି ଘର ଛାତ ଡେଇଁ ପଳେଇ ଆସିଛି। ଆଉ ଘରକୁ ଫେରିବିନି। ତୁ ଯୋଉଠି କହିବୁ ସେଇଠି ରହିବି। ତୁ...
ଜୁଲାଇ ୩୧ ସୁଦ୍ଧା ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ କରିବାକୁ ନିର୍ଦ୍ଦେଶ…
ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ତେବେ ୬ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷା...
ଗପୁଗପୁ ଅନ୍ୟମନସ୍କରେ ୫ ମିନିଟ୍ରେ ଯୁବକଙ୍କୁ ୨ ଡୋଜ୍ ଟିକା ଦେଲେ ନର୍ସିଂ ଷ୍ଟାଫ୍…
ଲଳିତପୁର,୧୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଡୋଜ୍...


