E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ଆଜି ସାବିତ୍ରୀ ବ୍ରତ: ଜାଣନ୍ତୁ ଏହିଦିନ କାହିଁକି ପୂଜା କରାଯାଏ ବାଉଁଶ ଗଛ
8:00 amJune 10, 2021

ନାରଦ ପୁରାଣରେ ସାବିତ୍ରୀ ବ୍ରତ ବିଷୟରେ ବର୍ଣ୍ଣନା କରାଯାଇଛି। ଏହା ଜ୍ୟେଷ୍ଠ ମାସ ଅମାବାସ୍ୟା ତିଥିରେ ପଡ଼ିଥାଏ। ଆଜି ଅର୍ଥାତ୍‌ ଗୁରୁବାରରେ ପଡ଼ିଛି ଏହି ବ୍ରତ। ଏହି ଦିନ ବିବାହିତ ମହିଳାମାନେ ସ୍ବାମୀଙ୍କ ଦୀର୍ଘ ଜୀବନ କାମନା କରି ଉପବାସ ରଖିଥାନ୍ତି।
ଖାଲି ଓଡ଼ିଶାରେ ନୁହେଁ, ମଧ୍ୟପ୍ରଦେଶ, ରାଜସ୍ଥାନ, ବିହାର, ଉତ୍ତରପ୍ରଦେଶ, ଦିଲ୍ଲୀ ଏବଂ ମହାରାଷ୍ଟ୍ରରେ ମଧ୍ୟ ସାବିତ୍ରୀ ବ୍ରତ ପାଳନ କରାଯାଏ। ଯାହାକୁ ବଟ ସାବିତ୍ରୀ ବ୍ରତ କୁହାଯାଏ।

ପୌରାଣିକ କାହାଣୀ ଅନୁଯାୟୀ ବିଶ୍ୱାସ କରାଯାଏ ଯେ, ଭଗବାନ ଶିବ ବାଉଁଶ ଗଛର ମୂଳରେ, ଭଗବାନ ବିଷ୍ଣୁ ମଧ୍ୟଭାଗରେ ଏବଂ ଭଗବାନ ବ୍ରହ୍ମା ଅଗ୍ରଭାଗରେ ରୁହନ୍ତି। ସେଥିପାଇଁ ବାଉଁଶ ଗଛକୁ ଭଗବାନଙ୍କ ବୃକ୍ଷ ମଧ୍ୟ କୁହାଯାଏ। ସେମାନଙ୍କ ସହ ଦେବୀ ସାବିତ୍ରୀଙ୍କ ବାସସ୍ଥାନ ମଧ୍ୟ ଏହି ଗଛରେ ଥିବା କୁହାଯାଏ।

ଏହା କରିବା ପଛରେ ଦାମ୍ପତ୍ୟ ଜୀବନ ସୁଖମୟ ହେବା ସହ ଏବଂ ସ୍ବାମୀଙ୍କ ଆୟୁଷ ବଢ଼ିଥାଏ। ଉପବାସ ଦିନ ମହିଳାମାନେ ସୂର୍ଯ୍ୟୋଦୟ ପୂର୍ବରୁ ଉଠି ଘରଦ୍ୱାର ସଫା କରି ସ୍ନାନ କରନ୍ତି। ଏହା ପରେ ପୂଜା ପାଇଁ ପ୍ରସ୍ତୁତି ହୁଅନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ଇଏ ବି ଭ୍ୟାକ୍ସିନେସନ ସେଣ୍ଟର

କୋଭିଡ୍‌-୧୯ର ମୁକାବିଲା ପାଇଁ ସାରା ପୃଥିବୀରେ ଚାଲିଛି ଟିକାକରଣ ବା ଭ୍ୟାକ୍ସିନେସନ। ଭୟ ଓ ଆତଙ୍କ ମଧ୍ୟରେ ଜିଉଥିବା ମଣିଷଙ୍କ ପାଇଁ ଏହା ହିଁ ଜିଇବାର...

ସମୁଦ୍ରରେ ବିଲୀନ ହେବ ଏହି ଦ୍ୱୀପ

ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପୃଥିବୀର ଗତି କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏହି କାରଣରୁ ସାରା ବିଶ୍ୱରେ ପ୍ରବଳ ବର୍ଷା, ବନ୍ୟା, ବାତ୍ୟା, ଘୂର୍ଣ୍ଣିବଳୟ ଭଳି...

ପାଣିକୁ ଦେଖି କୁକୁରର କି ଖୁସି, ଧରିବା ପାଇଁ କରୁଛି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

୫ମ ମହାସାଗର ହେଲା ସଦର୍ନ ଓସେନ୍‌

ଦକ୍ଷିଣ ମହାସାଗର ବା ସଦର୍ନ ଓସେନ୍‌କୁ ପୃଥିବୀର ୫ମ ମହାସାଗର ମାନ୍ୟତା ପ୍ରଦାନ କରାଯାଇଛି। ୧୯୧୫ ମସିହାରୁ ଓସେନ୍‌ ମାନଚିତ୍ର ପ୍ରସ୍ତୁତ କରୁଥିବା ନ୍ୟାଶନାଲ ଜିଓଗ୍ରାଫି...

ରୋଜଗାର ଟଙ୍କାରେ ଭଉଣୀକୁ ଶାଢ଼ୀ ଦେଇଥିଲି: ଡ. ତୁଳସୀ ଓଝା

କଟକ ଜିଲା ସିଦ୍ଧେଶ୍ୱରପୁରରେ ମୋ ଜନ୍ମ। ସ୍ଥାନୀୟ ଗୋପାଳ ସ୍ମୃତି ବିଦ୍ୟାପୀଠରୁ ମାଟ୍ରିକ୍‌ ପାସ୍‌ କରିବା ପରେ ଶୈଳବାଳା କଲେଜରେ ନାଁ ଲେଖାଇଥିଲି। ସେଠାରୁ ଅର୍ଥନୀତି...

ସାମୁଦ୍ରିକ ଘାସରୁ ତିଆରି ହୋଇଛି ଏହି ଘର, ମିଳୁଛି ପ୍ରଚୁର ଅମ୍ଳଜାନ

ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପୃଥିବୀ ଭିତରେ ଗତି କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ଭୂକମ୍ପ ଏବଂ ବନ୍ୟା ପରି ଅନେକ ପ୍ରାକୃତିକ ବିପର୍ଯ୍ୟୟ...

ରାଜପଥରେ ଗାଡ଼ିରୁ ତେଲ ଶେଷ ହେଲେ ଫାଇନ୍‌

ଏଭଳି ଏକ ଦେଶ ଅଛି, ଯେଉଁଠାରେ ତେଲ ଶେଷ ହେବା କାରଣରୁ ରାଜପଥରେ ଗାଡ଼ି ଅଟକାଇବା ବେଆଇନ। ଏଭଳି ନିୟମ ରହିଛି ଜର୍ମାନୀରେ। ଏହି ଦେଶରେ...

ଡାକ୍ତରଖାନା ବାହାରେ ଅମ୍ଳଜାନ ନ ପାଇ ଆଖି ବୁଜିଥିଲେ ମା’: ଏବେ ତାଙ୍କ ସ୍ମୃତିରେ କିଛି ଏଭଳି କରି ଉଦାହରଣ ପାଲଟିଲେ ଝିଅ

ମହାମାରୀ କରୋନାର ଦ୍ୱିତୀୟ ଲହରରେ ପ୍ରିୟଜନଙ୍କୁ ହରାଇଛନ୍ତି ଅନେକେ। ସେମାନଙ୍କ ମଧ୍ୟରୁ କିଛି ଦୁଃଖଦ ସମୟରୁ ନିଜକୁ ବାହାର କରି କିଛି ଅଲଗା କରି ଉଦାହରଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପୋଲାଣ୍ଡ ଓପନ୍‌: ଦହିୟାଙ୍କୁ ରୌପ୍ୟ
Next Post Next post:
କରୋନାରୁ ସୁସ୍ଥ ହେବା ପରେ ରୋଗୀଙ୍କଠାରେ ଦେଖାଦେଉଛି ଏସବୁ ଲକ୍ଷଣ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts