ନାରଦ ପୁରାଣରେ ସାବିତ୍ରୀ ବ୍ରତ ବିଷୟରେ ବର୍ଣ୍ଣନା କରାଯାଇଛି। ଏହା ଜ୍ୟେଷ୍ଠ ମାସ ଅମାବାସ୍ୟା ତିଥିରେ ପଡ଼ିଥାଏ। ଆଜି ଅର୍ଥାତ୍ ଗୁରୁବାରରେ ପଡ଼ିଛି ଏହି ବ୍ରତ। ଏହି ଦିନ ବିବାହିତ ମହିଳାମାନେ ସ୍ବାମୀଙ୍କ ଦୀର୍ଘ ଜୀବନ କାମନା କରି ଉପବାସ ରଖିଥାନ୍ତି।
ଖାଲି ଓଡ଼ିଶାରେ ନୁହେଁ, ମଧ୍ୟପ୍ରଦେଶ, ରାଜସ୍ଥାନ, ବିହାର, ଉତ୍ତରପ୍ରଦେଶ, ଦିଲ୍ଲୀ ଏବଂ ମହାରାଷ୍ଟ୍ରରେ ମଧ୍ୟ ସାବିତ୍ରୀ ବ୍ରତ ପାଳନ କରାଯାଏ। ଯାହାକୁ ବଟ ସାବିତ୍ରୀ ବ୍ରତ କୁହାଯାଏ।
ପୌରାଣିକ କାହାଣୀ ଅନୁଯାୟୀ ବିଶ୍ୱାସ କରାଯାଏ ଯେ, ଭଗବାନ ଶିବ ବାଉଁଶ ଗଛର ମୂଳରେ, ଭଗବାନ ବିଷ୍ଣୁ ମଧ୍ୟଭାଗରେ ଏବଂ ଭଗବାନ ବ୍ରହ୍ମା ଅଗ୍ରଭାଗରେ ରୁହନ୍ତି। ସେଥିପାଇଁ ବାଉଁଶ ଗଛକୁ ଭଗବାନଙ୍କ ବୃକ୍ଷ ମଧ୍ୟ କୁହାଯାଏ। ସେମାନଙ୍କ ସହ ଦେବୀ ସାବିତ୍ରୀଙ୍କ ବାସସ୍ଥାନ ମଧ୍ୟ ଏହି ଗଛରେ ଥିବା କୁହାଯାଏ।
ଏହା କରିବା ପଛରେ ଦାମ୍ପତ୍ୟ ଜୀବନ ସୁଖମୟ ହେବା ସହ ଏବଂ ସ୍ବାମୀଙ୍କ ଆୟୁଷ ବଢ଼ିଥାଏ। ଉପବାସ ଦିନ ମହିଳାମାନେ ସୂର୍ଯ୍ୟୋଦୟ ପୂର୍ବରୁ ଉଠି ଘରଦ୍ୱାର ସଫା କରି ସ୍ନାନ କରନ୍ତି। ଏହା ପରେ ପୂଜା ପାଇଁ ପ୍ରସ୍ତୁତି ହୁଅନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.