E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ରାଜ୍ୟରେ ଆଜି ୭,୭୨୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
8:39 amJune 4, 2021

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୭,୭୨୯କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୩୩୧ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩୩୯୮ଟି ହେଉଛି ଲୋକାଲ କେସ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୬୨ ଜଣ ଥିବା ବେଳେ କଟକରୁ ୭୨୦, ଯାଜପୁରରୁ ୩୮୮, ମୟୂରଭଞ୍ଜରୁ ୪୪୨, ପୁରୀରୁ ୩୩୩, ସୁନ୍ଦରଗଡ ୨୭୦ ଓ ଅନୁଗୋଳରୁ ୪୪୯ ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ଜିଲାରୁ ୪୨୬ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ ୧୮୯, ଭଦ୍ରକରୁ ୨୮୭, ବଲାଙ୍ଗିରରୁ ୬୧, ବୌଦ୍ଧରୁ ୧୨୮, ଦେବଗଡ ୭୨, ଢେଙ୍କାନାଳରୁ ୨୫୨, ଗଜପତିରୁ ୬୮, ଗଞ୍ଜାମରୁ ୧୫୩, ଜଗତସିଂହପୁରରୁ ୨୫୫, ଝାରସୁଗୁଡା ୭୧, କଳାହାଣ୍ଡିରୁ ୧୬୭, କନ୍ଧମାଳରୁ ୫୨, କେନ୍ଦ୍ରାପଡା ୨୨୩, କେନ୍ଦୁଝରରୁ ୧୬୬, କୋରାପୁଟରୁ ୧୮୫, ମାଲକାନଗିରିରୁ ୧୦୪, ନବରଙ୍ଗପୁରରୁ ୨୧୯, ନୟାଗଡା ୨୧୯, ନୂଆପଡା ୪୮, ରାୟଗଡା ୩୧୦, ସମ୍ବଲପୁରରୁ ୧୬୧ ଓ ସୋନପୁରରୁ ୬୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲ୍‌ରୁ ୧୮୮ ଜଣ ଚିହ୍ନଟ ହୋଇଛନ୍ତି।
୮୩୯୯ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ଲକ୍ଷ ୯୮ହଜାର ୬୯୯ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୧୩ ହଜାର ୦୫୫ ଜଣ ସୁସ୍ଥ ହୋଇସାରିଛନ୍ତି। ୮୨ ହଜାର ୬୭୯ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୧୨କୁ ବୃଦ୍ଧି ପାଇଛି।

Covid-19 Report For 3rd June

New Positive Cases: 7729
In quarantine: 4331
Local contacts: 3398

(Details of local contacts will be shared by concerned Dist Administration)

District Wise Cases:

1. Angul: 449
2. Balasore: 426
3. Bargarh: 189
4. Bhadrak: 287
5. Balangir: 61

— I & PR Department, Odisha (@IPR_Odisha) June 4, 2021

6. Boudh: 128
7. Cuttack: 720
8. Deogarh: 72
9. Dhenkanal: 252
10. Gajapati: 68
11. Ganjam: 153
12. Jagatsinghpur: 255
13. Jajpur: 388
14. Jharsuguda: 71
15. Kalahandi: 167
16. Kandhamal: 52
17. Kendrapada: 223
18. Keonjhar: 166
19. Khurda: 1062
20. Koraput: 185

— I & PR Department, Odisha (@IPR_Odisha) June 4, 2021

21. Malkangiri: 104
22. Mayurbhanj: 442
23. Nawarangpur: 219
24. Nayagarh: 219
25. Nuapada: 48
26. Puri: 333
27. Rayagada: 310
28. Sambalpur: 161
29. Sonepur: 61
30. Sundargarh: 270
31. State Pool: 188

— I & PR Department, Odisha (@IPR_Odisha) June 4, 2021

New recoveries: 10434
Cumulative tested: 12040830
Positive: 798699
Recovered: 713055
Active cases: 82679

— I & PR Department, Odisha (@IPR_Odisha) June 4, 2021


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ଆଇନକୁ ହାତକୁ ନେଲେ ମାଜିଷ୍ଟ୍ରେଟ: ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼ ମାରିଲେ

ଝାରସୁଗୁଡ଼ା ଅଫିସ୍‌,୩।୬: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଅନ୍ୟ ଜିଲା ଭଳି ଝାରସୁଗୁଡ଼ାରେ ମଧ୍ୟ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଜାରି ରହିଛି। ଏହାକୁ ତଦାରଖ...

ମୃତଦେହ ପ୍ୟାକିଂ ବେଳେ ଚୋରି ହୋଇଥିଲା ସୁନା ଚେନ

ଝାରସୁଗଡ଼ା ଅଫିସ୍‌,୯।୬: ଝାରସୁଗୁଡ଼ା ଜିଲା କୋଭିଡ୍‌ ହସ୍ପିଟାଲ୍‌ରେ କନକତୋରା ଗ୍ରାମର ନନ୍ଦଲାଲ୍‌ ବିଶ୍ୱାଳଙ୍କ ନାମକ ବୃଦ୍ଧ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଗତ ୩୦...

‘ସମ୍ଭାବ୍ୟ ବନ୍ୟା ପାଇଁ ପ୍ରସ୍ତୁତ ରୁହ’

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି । ଜୁନ୍‌ରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି...

ଆମେରିକାରୁ କରୋନା ଭୂତାଣୁ ଉତ୍ପତ୍ତି, କହିଲା ଚାଇନା…

ଓ୍ବାଶିଂଟନ/ବେଜିଂ,୧୭।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ଭୂତାଣୁର ଉତ୍ପତ୍ତି ନେଇ ଆମେରିକା ଏବଂ ଚାଇନା ମୁହାଁମୁହିଁ ହୋଇଛନ୍ତି।...

ସମ୍ପତି ଲାଗି ଛୁରାମାଡ଼, ବାପା ପୁଅ ଗୁରୁତର

ପୁରୁଷୋତ୍ତମପୁର,୧୧ା୬: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ଶୁକ୍ରବାର ପୈତୃକ ସମ୍ପତିକୁ ନେଇ ୨ ଭାଇଙ୍କ ମଧ୍ୟରେ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି।...

ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ

ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ମନୁଶୁ ପଞ୍ଚାୟତର...

ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ

କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍‌ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...

ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ

ଆର.ଉଦୟଗିରି,୨୬ା୬: ଗଜପତି ଜିଲା ମୋହନା ଥାନା ଚାନ୍ଦିପୁଟର ଜଣେ ନବ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶଙ୍କର ପୃଷ୍ଟିଙ୍କ ସ୍ତ୍ରୀ ଜେ.ଲକ୍ଷ୍ମୀ ଆଚାରୀ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗରିବଙ୍କୁ ରାଶନ କାର୍ଡ ଦିଅ
Next Post Next post:
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୩୯ ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts