E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ରାଜ୍ୟରେ ଆଜି ୮,୩୯୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
9:48 amJune 2, 2021

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୭,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୭୪୧ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩୬୫୮ଟି ହେଉଛି ଲୋକାଲ କେସ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୦୨ ଜଣ ଥିବା ବେଳେ କଟକରୁ ୭୬୬, ଯାଜପୁରରୁ ୫୧୪, ମୟୂରଭଞ୍ଜରୁ ୪୮୫, ପୁରୀରୁ ୪୭୫, ସୁନ୍ଦରଗଡ ୪୭୭ ଓ ଅନୁଗୋଳରୁ ୪୬୮ ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ଜିଲାରୁ ୨୪୦ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ ୧୮୯, ଭଦ୍ରକରୁ ୧୪୭, ବଲାଙ୍ଗିରରୁ ୧୧୬, ବୌଦ୍ଧରୁ ୧୬୬, ଦେବଗଡ ୮୧, ଢେଙ୍କାନାଳରୁ ୪୫୧, ଗଜପତିରୁ ୮୦, ଗଞ୍ଜାମରୁ ୬୫, ଜଗତସିଂହପୁରରୁ ୨୬୯, ଝାରସୁଗୁଡା ୫୩, କଳାହାଣ୍ଡିରୁ ୧୯୦, କନ୍ଧମାଳରୁ ୯୫, କେନ୍ଦ୍ରାପଡା ୨୧୦, କେନ୍ଦୁଝରରୁ ୧୮୬, କୋରାପୁଟରୁ ୧୭୮, ମାଲକାନଗିରିରୁ ୧୨୮, ନବରଙ୍ଗପୁରରୁ ୨୦୦, ନୟାଗଡା ୨୨୩, ନୂଆପଡା ୩୪, ରାୟଗଡା ୨୯୨, ସମ୍ବଲପୁରରୁ ୧୪୩ ଓ ସୋନପୁରରୁ ୧୪୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲ୍‌ରୁ ୧୮୫ ଜଣ ଚିହ୍ନଟ ହୋଇଛନ୍ତି।
୮୩୯୯ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ଲକ୍ଷ ୮୨ ହଜାର ୧୩୧ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୬ ଲକ୍ଷ ୯୨ ହଜାର ୦୨୭ ଜଣ ସୁସ୍ଥ ହୋଇସାରିଛନ୍ତି। ୮୭ ହଜାର ୨୨୦ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୩୧କୁ ବୃଦ୍ଧି ପାଇଛି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

୨ ଦିନ ବର୍ଷା

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପରେ ଏକ ଟ୍ରପ୍‌ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ...

ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ...

ସବୁଜ ବଳୟ ଉଜାଡ଼ି ବିପର୍ଯ୍ୟୟକୁ ସାମ୍ନା

ଭୁବନେଶ୍ୱର,୧ା୬(ବ୍ୟୁରୋ): ବିକାଶ ନଁାରେ ରାଜ୍ୟରେ ବୃକ୍ଷସମ୍ପଦକୁ କାଟି ପଦା କରି ଦିଆଯାଉଛି। ଫଳରେ ପରିବେଶ ସନ୍ତୁଳନ ବିଗିଡ଼ିବା ସହ ଜଳବାୟୁର ପ୍ରତିକୂଳ ପରିସ୍ଥିତି ଭୋଗିବାକୁ ପଡୁଛି।...

ପାଣି ପିଇ ହେଉନି, ଖାଦ୍ୟ ରୁଚୁନି: ଲୁଣିପାଣି କବଳରେ ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳ

ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୬।୬: ଯାଜପୁର ଜିଲା ବରୀ ବ୍ଲକର ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳରେ ମାଟି ଅଳ୍ପ ଖୋଳିଲେ ବାହାରୁଛି ଲୁଣି ପାଣି। ସେହି ପାଣି...

ଅନିଶ୍ଚିତତାରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା

କେନ୍ଦ୍ରାପଡ଼ା ଅଫିସ,୩।୬: ଶ୍ରୀଜଗନ୍ନାଥ ସଂସ୍କୃତିରେ ଶ୍ରୀକ୍ଷେତ୍ର ପରେ ତୁଳସୀକ୍ଷେତ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ପୁରୀରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରଦିନ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ...

କେହି ଶୁଣିଲେନି, କରୋନା ମୃତକଙ୍କୁ କାନ୍ଧ ଦେଲେ ବିଡିଓ, ସରପଞ୍ଚ

ଭଦ୍ରକ ଅଫିସ,୧୭।୬: କରୋନା ଭୟରେ ମୃତଦେହ ପାଖ ମାଡ଼ିଲେନି ସାହି ଭାଇ କିମ୍ବା ସମ୍ପର୍କୀୟ। ଫଳରେ ସ୍ଥାନୀୟ ସରପଞ୍ଚ ଓ ବିଡିଓ ଆଗେଇ ଆସି ମୃତକଙ୍କୁ...

ରାଜ୍ୟରେ ଆଜି ୬,୦୧୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୬,୦୧୯ କରୋନା ଆକ୍ରାନ୍ତ...

ବାଲେଶ୍ୱରରୁ ଇସ୍ରୋର ବୈଜ୍ଞାନିକ

ସଜନାଗଡ଼, ୯।୬(ଡି.ଏନ.ଏ.)-ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ(ଇସ୍ରୋ)ର ବୈଜ୍ଞାନିକ ଭାବେ ଯୋଗଦେବେ ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଅଭିଷେକ ପରିଡ଼ା। ମାର୍ଚ୍ଚରେ ଅନୁଷ୍ଠିତ ଏ ସମ୍ପର୍କିତ ପରୀକ୍ଷାରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାକ୍ସିନ ମିଶ୍ରଣକୁ କେନ୍ଦ୍ରର ନା
Next Post Next post:
ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୦ ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts