ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୭,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୭୪୧ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୩୬୫୮ଟି ହେଉଛି ଲୋକାଲ କେସ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୦୨ ଜଣ ଥିବା ବେଳେ କଟକରୁ ୭୬୬, ଯାଜପୁରରୁ ୫୧୪, ମୟୂରଭଞ୍ଜରୁ ୪୮୫, ପୁରୀରୁ ୪୭୫, ସୁନ୍ଦରଗଡ ୪୭୭ ଓ ଅନୁଗୋଳରୁ ୪୬୮ ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ଜିଲାରୁ ୨୪୦ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ ୧୮୯, ଭଦ୍ରକରୁ ୧୪୭, ବଲାଙ୍ଗିରରୁ ୧୧୬, ବୌଦ୍ଧରୁ ୧୬୬, ଦେବଗଡ ୮୧, ଢେଙ୍କାନାଳରୁ ୪୫୧, ଗଜପତିରୁ ୮୦, ଗଞ୍ଜାମରୁ ୬୫, ଜଗତସିଂହପୁରରୁ ୨୬୯, ଝାରସୁଗୁଡା ୫୩, କଳାହାଣ୍ଡିରୁ ୧୯୦, କନ୍ଧମାଳରୁ ୯୫, କେନ୍ଦ୍ରାପଡା ୨୧୦, କେନ୍ଦୁଝରରୁ ୧୮୬, କୋରାପୁଟରୁ ୧୭୮, ମାଲକାନଗିରିରୁ ୧୨୮, ନବରଙ୍ଗପୁରରୁ ୨୦୦, ନୟାଗଡା ୨୨୩, ନୂଆପଡା ୩୪, ରାୟଗଡା ୨୯୨, ସମ୍ବଲପୁରରୁ ୧୪୩ ଓ ସୋନପୁରରୁ ୧୪୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲ୍ରୁ ୧୮୫ ଜଣ ଚିହ୍ନଟ ହୋଇଛନ୍ତି।
୮୩୯୯ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ଲକ୍ଷ ୮୨ ହଜାର ୧୩୧ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୬ ଲକ୍ଷ ୯୨ ହଜାର ୦୨୭ ଜଣ ସୁସ୍ଥ ହୋଇସାରିଛନ୍ତି। ୮୭ ହଜାର ୨୨୦ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୩୧କୁ ବୃଦ୍ଧି ପାଇଛି।
କରୋନା ଛଡ଼ାଇନେଲା ଜୀବିକା
ଖୋର୍ଦ୍ଧା ଅଫିସ,୨୦ା୬: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। ଏଥିସହ ସପ୍ତାହାନ୍ତ ଶଟ୍ଡାଉନ ରହିଛି। ପୂର୍ବରୁ ଲକ୍ଡାଉନ ସମୟରେ କେବଳ ୪ଘଣ୍ଟା...
ଡିଭାଇଡରରେ ପିଟିହେଲା କାର୍: ଏକାସାଙ୍ଗରେ ଚାଲିଗଲେ ମା’, ପୁଅ
ବ୍ରହ୍ମପୁର ଅଫିସ,୨୪।୬: ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ମା’ ପୁଅଙ୍କ ଏମ୍କେସିଜି ମେଡିକାଲରେ ଗୁରୁବାର ମୃତ୍ୟୁ ଘଟିଛି। ମୃତକ ହେଲେ ଆନ୍ଧ୍ରପ୍ରଦେଶ ବିଜୟନଗରମ୍ର ପି.ଲକ୍ଷ୍ମୀ (୪୫)...
ଆର୍ପିଡିଏସିକୁ ଡର
ଯାଜପୁର ଅଫିସ,୫।୬:ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଏବଂ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍ପିଡିଏସି) ବୈଠକ...
ଜ୍ୱାଇଁଙ୍କ ମୁଣ୍ଡ କାଟି ଦେଇଥିଲେ ଶ୍ୱଶୁର
ସୋରଡା,୨୬ା୬: ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ନୂଆଁଗଡ଼ ନିକଟ ନଦୀପଠାରୁ ପୋଲିସ ଗତ ମଙ୍ଗଳବାର ଭଗିଆ ବେହେରାଙ୍କ ମୁଣ୍ଡବିହୀନ ମୃତଦେହ ଜବତ କରିଥିଲା। ପୋଲିସ ଭଗିଆ...
ଭୁବନେଶ୍ୱରରେ ୪୫୯ ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୦।୬: ରାଜଧାନୀ ଭୁବନେଶ୍ୱରରେ ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୩୫...
ଶୋକାକୁଳ ପରିବେଶରେ ସମ୍ପନ୍ନ ହେଲା ତପୁ ମିଶ୍ରଙ୍କ ଶେଷକୃତ୍ୟ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଓଡ଼ିଶାର ସୁନାମଧନ୍ୟା କଣ୍ଠଶିଳ୍ପୀ ତପୁ ମିଶ୍ର ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ଆଖି ବୁଜିଥିଲେ। ମୃତ୍ୟୁବେଳକୁ ତାଙ୍କୁ ୩୬ ବର୍ଷ ହୋଇଥିଲା। ପାର୍ଥିବ ଶରୀରକୁ...
ଦ୍ୱିତୀୟ ଡୋଜ୍ ପାଇଁ ହିତାଧିକାରୀ ହଟହଟା
ଭୁବନେଶ୍ୱର, ୮।୬ (ବ୍ୟୁରୋ): ଟିକା ଅଭାବର ବିକଳ୍ପ ପନ୍ଥା ବାହାର କରାଯିବା ପରେ ୧୮ରୁ ୪୪ ବର୍ଷୀୟ ହିତାଧିକାରୀଙ୍କ ପାଇଁ ସୋମବାରଠାରୁ ଟିକାକରଣ ଆରମ୍ଭ ହୋଇଛି।...
ଆଇୟୁସିଏନ୍ ପୋର୍ଟାଲ୍ରେ ‘ପୃଥିବୀ ମନ୍ଥନ’
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଜାତିସଂଘ ସମର୍ଥିତ ସଂସ୍ଥା ଆଇୟୁସିଏନ୍ର ପୋର୍ଟାଲ୍ରେ ଅରୋମିରା ଏଣ୍ଟରଟେନ୍ମେଣ୍ଟର ଭାଇରାଲ୍ ମ୍ୟୁଜିକ୍ ଭିଡିଓ ‘ପୃଥିବୀ ମନ୍ଥନ’ ସ୍ଥାନ ପାଇଛି। ବିଶ୍ୱ ପରିବେଶ ସୁରକ୍ଷା...


